Posted inଜାତୀୟ

୫୧ ଜଣଙ୍କ ନାଁରେ ଦେଶଦ୍ରୋହ ମାମଲା

ମୁମ୍ବାଇ,୪ା୨(ଆଇଏଏନ୍‌ଏସ୍‌): ମୁମ୍ବାଇ ପୋଲିସ ୫୧ ଜଣଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ କରିଛି। ସେମାନେ ଶନିବାର ଏକ ର଼୍ୟାଲିରେ ଯୋଗଦେଇ ଦେଶଦ୍ରୋହ ଅଭିଯୁକ୍ତ ଜେଏନ୍‌ୟୁ ଛାତ୍ର ଶର୍ଜିଲ ଇମାମଙ୍କ ସପକ୍ଷରେ ସ୍ଲୋଗାନ ଦେଇଥିଲେ। ଆଜାଦ ମଇଦାନ ଥାନା ପକ୍ଷରୁ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଡିସିପି ପ୍ରଣୟ ଅଶୋକ କହିଛନ୍ତି। ଶନିବାର ଆଜାଦ ମଇଦାନରେ ହମ୍‌ସଫର ଟ୍ରଷ୍ଟ ନେତୃତ୍ୱରେ ଅନୁଷ୍ଠିତ ର଼୍ୟାଲିରେ କେତେଜଣ ଶର୍ଜିଲ ଇମାମଙ୍କ ସମର୍ଥନରେ ସ୍ଲୋଗାନ ଦେଉଥିବାର ଭିଡିଓ ସୋମବାର ଭାଇରାଲ ହୋଇଥିଲା। ଏଥିପାଇଁ ଭାଜପା ମହାରାଷ୍ଟ୍ରର ମେଣ୍ଟ ସରକାରଙ୍କୁ ଦାୟୀ କରିଥିଲା। ଜଣେ ଭାଜପା ନେତା ଏହା ବିରୋଧରେ ଥାନାରେ ଏତଲା ଦେବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ୨୫୫ ଜିଲାର ୭୫୬ ସହରରେ ଜଳ ସଙ୍କଟ: ତାମିଲନାଡୁର ସର୍ବାଧିକ ୧୮୪

ନୂଆଦିଲ୍ଲୀ,୮।୭: ଦେଶର ୨୫୫ ଜିଲାର ୭୫୬ ସହରରେ ତଥା ୧,୫୯୭ ବ୍ଲକ୍‌ରେ ଜଳ ସଙ୍କଟ ଦେଖାଦେଇଛି। ସେଥିମଧ୍ୟରେ ତାମିଲନାଡୁର ସର୍ବାଧିକ ସହର ରହିଛି। ତାମିଲନାଡୁର ୨୭ଟି...

ଆସାମରେ ରାହୁଲ ଗାନ୍ଧୀଙ୍କ ନାମରେ ହଜାରେ ଅଭିଯୋଗ

ଗୁଆହାଟି,୧୫।୨: କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ‘ଭାରତର ଆତ୍ମା’ ଟୁଇଟ୍‌ ବିରୋଧରେ ଶହ ଶହ ଅଭିଯୋଗ ରୁଜୁ କରିଛନ୍ତି ଆସାମ ଭାଜପା ଓ ଏହାର ବିଭିନ୍ନ...

ସୈନିକ ସ୍କୁଲରେ ନାମ ଲେଖାଇବେ ଛାତ୍ରୀ: ରାଜନାଥ

ନୂଆଦିଲ୍ଲୀ,୧୮।୧୦: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୁକ୍ରବାର ଘୋଷଣା କରିଛନ୍ତି ଏଣିକି ସୈନିକ ସ୍କୁଲରେ ଛାତ୍ରୀମାନେ ନାମ ଲେଖାଇ ପାରିବେ। ୨୦୨୧-୨୨ ବର୍ଷରେ ଛାତ୍ରୀମାନେ ସୈନିକ...

କଙ୍ଗନାଙ୍କ କାର୍ଯ୍ୟାଳୟ ଭଙ୍ଗା ଘଟଣା: କ୍ଷତି ହୋଇଛି ୨ କୋଟି

ମୁମ୍ବାଇ,୧୦ ।୯: ବିଏମ୍‌ସି ବିରୋଧରେ କ୍ରିମିନାଲ ଆକ୍ସନ ନେବେ ବଲିଉଡ୍ ନାୟିକା କଙ୍ଗନା ରାନାୱତ । ମହାରାଷ୍ଟ୍ର ସରକାରଙ୍କ ସହ କଙ୍ଗନାଙ୍କର ଚାଲିଥିବା ବିବାଦ ମଧ୍ୟରେ...

ଭିମା କୋରେଗାଓଁ ମାମଲା: ଦୁଇ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୨୮।୭: ସୁପ୍ରିମକୋର୍ଟ ୨୦୧୮ରେ ଭିମା କୋରୋଗାଓଁ ହିଂସା ସହ ଜଡିତ ଏଲ୍ଗାର ପରିଷଦ ମାମଲାରେ ଅଭିଯୁକ୍ତ ବର୍ନୋନ ଗ୍ୟାସଲିଭସ ଓ ଅରୁଣ ଫେରେରାଙ୍କୁ ଶୁକ୍ରବାର ଜାମିନ...

ଟ୍ରେନ ମିସ୍‌ କରିଥିବା ଗ୍ରାହକଙ୍କୁ ସମ୍ପୂର୍ଣ୍ଣ ଟଙ୍କା ଫେରାଇବ ରେଳବାଇ

ନୂଆଦିଲ୍ଲୀ,୨୬ା୧- ରାଜଧାନୀରେ କୃଷକଙ୍କ ଟ୍ରାକ୍ଟର ରାଲି ଯୋଗୁ ମଙ୍ଗଳବାର ରାତି ୯ଟା ପର୍ଯ୍ୟନ୍ତ ପ୍ରତ୍ୟେକ ଷ୍ଟେଶନରେ ଟ୍ରେନ ମିସ୍‌ କରିଥିବା ଗ୍ରାହକଙ୍କୁ ସମ୍ପୂର୍ଣ୍ଣ ଟଙ୍କା ଫେରସ୍ତ...

କରୋନିଲ ପରେ ଏବେ ବ୍ଲାକ୍‌ ଫଙ୍ଗସ୍‌ ଔଷଧ ତିଆରି କରୁଛି ପତଞ୍ଜଳୀ

ହରିଦ୍ୱାର,୨।୬: କରୋନାର ପ୍ରଥମ ଲହର ସମୟରେ ଯେତେବେଳେ ସମଗ୍ର ଦେଶ ଭାକ୍ସିନକୁ ନେଇ ଚର୍ଚ୍ଚା କରୁଥିଲା, ସେତେବେଳେ ଯୋଗଗୁରୁ ବାବା ରାମଦେବ କରୋନିଲ ଔଷଧ ତିଆରି...

୨୨ରେ ପୁଡୁଚେରୀ ସରକାରଙ୍କ ଶକ୍ତି ପରୀକ୍ଷା

ନୂଆଦିଲ୍ଲୀ, ୧୮।୨ : ପୁଡୁଚେରୀରେ କଂଗ୍ରେସ ସରକାର ସୋମବାର ଶକ୍ତି ପରୀକ୍ଷାର ସମ୍ମୁଖୀନ ହେବେ। ଏ ନେଇ ଉପରାଜ୍ୟପାଳ ଟି. ସୁନ୍ଦରରାଜନ କହିଛନ୍ତି। ସରକାରୀ ଦଳ...

Advertisement
Archives

Model This Week