୫୩ ନଂ. ଜାତୀୟ ରାଜପଥରେ ଗର୍ତ୍ତ

ସରଣ୍ଡା, ୨।୭(ଡି.ଏନ୍‌.ଏ.)- ବରଗଡ-ସମ୍ବଲପୁର ୫୩ନଂ ଜାତୀୟ ରାଜପଥର ସରଣ୍ଡା ମନ୍ଦିର ଛକ ରାସ୍ତାରେ ମଙ୍ଗଳବାର ମଧ୍ୟାହ୍ନରେ ଏକ ଗର୍ତ୍ତ ସୃଷ୍ଟି ହୋଇଛି। ଏହା ୨ ଫୁଟ ଓସାର ଏବଂ ୫ରୁ ୬ଫୁଟ ଗଭୀର ହୋଇଥିବା ଯୋଗୁ ଅଘଟଣ ଘଟିବାର ସମ୍ଭାବନା ଦେଖାଯାଇଛି। ତେବେ ସ୍ଥାନୀୟ ଲୋକେ ତତ୍କାଳ ବୁଦ୍ଧି ଖଟାଇ ଉକ୍ତ ରାସ୍ତା ଦେଇ ଯାଉଥିବା ଯାନବାହନକୁ ଅଟକାଇଥିଲେ। ପରେ ପୋଲିସକୁ ଖବର ଦେବା ପରେ ଅପରାହ୍ନ ୪ଟାରେ ‘ଅଶୋକା’ର କର୍ମଚାରୀମାନେ ପହଞ୍ଚିି ଘଟଣାର ତର୍ଜମା କରି ମରାମତି କାର୍ଯ୍ୟ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ଲୋକେ ଡହଳବିକଳ : ୨ ଶହ ପରିବାରକୁ ୪ ନଳକୂପ

ଭବାନୀପାଟଣା,୧୧ା୫(ଡି.ଏନ୍‌.ଏ.): ଭବାନୀପାଟଣା ସଦର ବ୍ଲକ ବୋର୍ଡା ମିଲକୀ ଅଞ୍ଚଳ ଏବେ ଜଳୁଛି। ୪୬ ଡିଗ୍ରୀ ତାତିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଅଞ୍ଚଳରେ ପାନୀୟ ଜଳର ଉକତ୍ଟ...

ସହାୟତା ଦାବି କଲେ ଘରୋଇ ଗାଡି ଚାଳକ

ସମ୍ବଲପୁର,୧୯ା୪(ବ୍ୟୁରୋ)-ଲକ୍‌ଡାଉନର ପ୍ରଭାବ ଘରୋଇ ବସ୍‌, ଟ୍ରକ, କାର ଓ ସମସ୍ତ ଚାରିଚକିଆ ଯାନ ଚଲାଇଥିବା ଡ୍ରାଇଭରମାନଙ୍କ ଉପରେ ପଡିଛି । ଗାଡି ଚଳାଚଳ ବନ୍ଦ ହେବାରୁ...

ଆରମ୍ଭ ହେଲା ନ୍ୟାଶନାଲ ଆର୍ଟ, କ୍ରାଫ୍ଟ ମେଳା

ସମ୍ବଲପୁର,୨୪।୪(ବ୍ୟୁରୋ): ନ୍ୟାଶନାଲ ଆର୍ଟ ଏବଂ କ୍ରାଫ୍ଟ କଟନ୍‌ ସିଲ୍କ ଏକ୍ସପୋ-୨୦୨୨ (ପ୍ରଦର୍ଶନୀ ଓ ମେଳା) ସମ୍ବଲପୁର ଅଇଁଠାପାଲିସ୍ଥିତ ପିଏଚ୍‌ଡି ପଡ଼ିଆରେ ଉଦ୍‌ଘାଟିତ ହୋଇଯାଇଛି। ମେଳାରେ ୧ଲକ୍ଷରୁ...

୧୯ ବର୍ଷ ସଂଘର୍ଷ, ତଥାପି ମିଳିନି ନ୍ୟାୟ

ସମ୍ବଲପୁର,୨।୬(ବ୍ୟୁରୋ):ଦୀର୍ଘ ୧୯ ବର୍ଷ ସଂଘର୍ଷ ପରେ ମଧ୍ୟ ରାଜ୍ୟ ସରକାରଙ୍କ ଦେବୋଦତ୍ତର ବିଭାଗରେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଭାବେ କାମ କରୁଥିବା ସମ୍ବଲପୁର ଠେମରା ଗ୍ରାମର...

୩ ଦିନ ପରେ ସାଇଣ୍ଟିଫିକ୍‌ ତଦନ୍ତକୁ ନେଇ ସନ୍ଦେହ

ସମ୍ବଲପୁର,୪ା୩(ବ୍ୟୁରୋ): ସମ୍ବଲପୁର ବୁର୍ଲା ଥାନା ପିସି ବ୍ରିଜ୍‌ ପାୱାର ଚ୍ୟାନେଲ ଭିତରୁ ଭିସୁଟ୍‌ ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତଦେହ ଅଗ୍ନିଶମ ବିଭାଗ ଗତ...

ହତ୍ୟା ପରେ ଦେଇଥିଲେ ଦୁର୍ଘଟଣା ରୂପ

ଜମନକିରା,୮ା୨(ଡି.ଏନ.ଏ.): ଯୁବକଙ୍କୁ ହତ୍ୟା ପରେ ଦୁର୍ଘଟଣାର ରୂପ ଦିଆଯାଇଥିବା ଅଭିଯୋଗରେ ଜମନକିରା ଥାନା ପୋଲିସ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତଙ୍କ...

ନିର୍ଦ୍ଦେଶନାମା ପାଇବା ପରେ ପରବର୍ତ୍ତୀ କାର୍ଯ୍ୟପନ୍ଥା

ସମ୍ବଲପୁର,୨୯ା୧୧(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ଓ ପଶ୍ଚିମ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ଦାବି ନେଇ ଚାଲିଥିବା ଆନ୍ଦୋଳନ ପ୍ରସଙ୍ଗ ସୁପ୍ରିମକୋର୍ଟରେ ପହଞ୍ଚିଥିଲା। ସୁପ୍ରିମକୋର୍ଟଙ୍କ...

ବଶିଷ୍ଠକୁଁ ଉଧାର କଲା ଡାକ୍‌ତରି ଦଲ: ଚିକିତ୍ସା ଲାଗି ବୁର୍ଲା ଡାକ୍‌ତରଖାନାରେ ଭରତି

ଲୋଇସିଂହା,୩।୭(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ନେଗିପାଲି ଗାଁର ବଶିଷ୍ଠ ନାଗ(୬୦) ପକ୍ଷାଘାତ ରୋଗ୍‌ରେ ପୀଡ଼ିତ ଅଛନ୍‌। ଅଭାବ ଅନାଟନ ଲାଗି ସେ ଚିକିସତ୍ିତ ନାଇଁ...

Advertisement
Archives

Model This Week