୫୫ରେ ପାଦ ଥାପିଲେ ସୀମା ବିଶ୍ୱାସ: ବ୍ୟାଣ୍ଡିଟ୍‌ କୁଇନ୍‌ ଫିଲ୍ମର ଶୁଟିଂ ପରେ ସାରା ରାତି କାନ୍ଦିଥିଲେ

ମୁମ୍ବାଇ: ବଲିଉଡ୍‌ ଷ୍ଟାର ମଙ୍ଗଳବାର ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୬୫ ଜାନୁୟାରୀ ୧୪ରେ ଆସାମର ନଲବାରିଠାରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍‌ରେ ଶେଖର କପୁରଙ୍କ ଫିଲ୍ମ ବ୍ୟାଣ୍ଡିଟ୍‌ କୁଇନ୍‌ରେ ସୀମା ଡାକୁରାଣୀ ଫୁଲନ ଦେବୀ ଭୂମିକାରେ ଅଭିନୟ କରିଥିଲେ। ଏଥିରେ ନ୍ୟୁଡ୍‌ ସିନ୍‌ ଶୁଟିଂ ପରେ ସୀମା ସାରା ରାତି କାନ୍ଦିଥିଲେ। ତାଙ୍କର ନିଖୁଣ ଅଭିନୟରେ ପୁରା ଶୁଟିଂ ୟୁନିଟ୍‌ ମଧ୍ୟ କାନ୍ଦି ପକାଇଥିଲା। ଏହି ଫିଲ୍ମ ପାଇଁ ସେ ଶ୍ରେଷ୍ଠ କଳାକାର ପୁରସ୍କାରରେ ସମ୍ମାନୀତ ହୋଇଥିଲେ। ଏହାପରେ ସେ ଓ୍ବାଟର ଭଳି ଅନେକ ଫିଲ୍ମରେ ଅଭିନୟ କରି ବଲିଉଡ୍‌ରେ ନିଜକୁ ପ୍ରତିଷ୍ଠିତ କରାଇପାରିଥିଲେ। ୨୦୦୩ରେ ସେ ନିଖିଳେଶ ଶର୍ମାଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ତେବେ ୨୦୦୭ରେ ତାଙ୍କର ବିବାହ ବିଚ୍ଛେଦ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ମାଡ଼ ହେଲା ୧୪୦ ମିଶାଇଲ

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ପାଇଁ ପ୍ରତ୍ୟେକ ଆଶା ବାରମ୍ବାର ଧୂଆଁରେ ଉଠୁଥିବା ପରି ମନେ ହେଉଛି। କୌଣସି ଚୁକ୍ତି ଚୂଡ଼ାନ୍ତ ହେବା ପୂର୍ବରୁ,…

ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ: ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨।୭: ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ଥିବା କେନ୍ଦୁଝର ଜିଲାର ହୋମଗାର୍ଡ ପ୍ରଦୀପ କୁମାର ମହାନ୍ତଙ୍କ ଅକାଳ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହାସହ…

Crude Oil Price : ହର୍ମୁଜ ବନ୍ଦ, ଇରାନ ଉପରେ ଆମେରିକାର ଆକ୍ରମଣ ଆରମ୍ଭ ଅଶୋଧିତ ତୈଳ ମୂଲ୍ୟ ଉପରେ କ’ଣ ପଡ଼ିଲା ପ୍ରଭାବ? ଜାଣନ୍ତୁ…

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁ ଅଶୋଧିତ ତୈଳ ବଜାରରେ ପୁଣି ଥରେ ଅନିଶ୍ଚିତତା ଦେଖାଦେଇଛି। ଇରାନ ଉପରେ ଆମେରିକାର ଆକ୍ରମଣ…

ଟ୍ରେନରୁ ଖସି ଯୁବକ ଗୁରୁତର: ଦେବଦୂତ ସାଜି ଉଦ୍ଧାର କଲେ ସ୍ୱାମୀ-ସ୍ତ୍ରୀ

ଛତ୍ରପୁର ୧୨।୭(ଦିଲ୍ଲୀପି ସାମଲ): ଚଳନ୍ତା ଟ୍ରେନରୁ ଗୋଡ଼ ଖସିଯିବା ଫଳରେ ଜଣେ ଯୁବକ ରେଳ ଧାରଣା କଡ଼କୁ ପଡ଼ି ଗୁରୁତର ଆହତ ହୋଇଛନ୍ତି। ଛତ୍ରପୁର ପୋଡାପଦର ରେଳ…

ତାଜ ହୋଟେଲକୁ ବୋମାରେ ଉଡ଼ାଇ ଦେବାକୁ ଧମକ, ତଦନ୍ତ ଆରମ୍ଭ କରିଛି ପୋଲିସ

ମୁମ୍ବାଇ,୧୨।୭: ମୁମ୍ବାଇର ତାଜ ହୋଟେଲକୁ ଉଡାଇ ଦେବାକୁ ବୋମା ଧମକ ଦିଆଯାଇଛି। ରବିବାର (୧୨ ଜୁଲାଇ) ମଧ୍ୟରାତ୍ରିରେ କଣ୍ଟ୍ରୋଲ ରୁମକୁ ଏହି ହୋଟେଲ ସମ୍ପର୍କରେ ବୋମା ଧମକ…

ଛାତରୁ ଖସି ପଡ଼ିଲେ ଯୁବକ

ଛତ୍ରପୁର, ୧୧।୭ (ଦିଲ୍ଲୀପ ସାମଲ): ନିଜ ଘରର ଛାତ ଉପରେ କାମ କରୁଥିବା ବେଳେ ଛାତରୁ ଖସି ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଅଭାବନୀୟ…

କୋର୍ଟ ମ୍ୟାରେଜ୍ ହୋଇସାରିଥିବା କହି ପୀଡ଼ିତାଙ୍କୁ ବିଶ୍ୱାସ କରାଇ ଅଦାଲତରୁ ମାମଲା ପ୍ରତ୍ୟାହାର : ପରେ ପୁଣି ପ୍ରତାରଣା

ଦେବଗଡ଼, ୧୨।୭ (ଶଶାଙ୍କ ଶେଖର ଝାଙ୍କର): ଟଙ୍କା ଠକେଇ ଓ ବଳାତ୍କାର ଭଳି ସଙ୍ଗୀନ ଅଭିଯୋଗରେ ରୁଜୁ ହୋଇଥିବା ମାମଲା ଅଦାଲତରୁ ପ୍ରତ୍ୟାହାର କରାଇବା ପରେ ପୀଡ଼ିତାଙ୍କୁ…

ସରିଛି ରବିଧାନ ସଂଗ୍ରହ, ସରିନି ଚାଷୀଙ୍କ ଦୁଃଖ ଏବେ ବି ମଣ୍ଡିରେ ପଡ଼ିଛି ଧାନ ଚାଷୀଙ୍କୁ ମିଳିନି ବିକ୍ରିଧାନର ପ୍ରାପ୍ୟ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଜୋର୍‌ ଧରିଛି। ଅନ୍ୟପଟେ ଏପର୍ଯ୍ୟନ୍ତ ଜିଲା ଚାଷୀଙ୍କ ରବିଧାନ କିଣାବିକା ସମସ୍ୟା ଅସମାହିତ ରହିଛି। ଗତମାସ ୩୦ତାରିଖରୁ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri