Posted inଖେଳ

୫୫ ରନରେ ଜିତିଲା ଜିଟି

ଅହମଦାବାଦ,୨୫।୪ : ଆପିଏଲ ୨୦୨୩ର  ୩୫ ତମ ମ୍ୟାଚରେ ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ବିପକ୍ଷରେ ଗୁଜରାଟ ଟାଇଟାନ୍ସ ୫୫ ରନରେ ବିଜୟ ହାସଲ କରିଛି।

ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଏମଆଇ ୨୦ ଓଭରରେ ୯ ଓ୍ବିକେଟ ହରାଇ ୧୫୨ ରନ କରିଥିଲା।

ଏମଆଇ ପକ୍ଷରୁ ଇଶାନ କିଶନ ୧୩ ରନ କରିଥିବାବେଳେ କ୍ୟାମେରୁନ ଗ୍ରୀନ ୩୩ ରନ, ସୂର୍ଯ୍ୟକୁମାର ଯାଦବ ୨୩, ନେହାଲ ୱେଧରା ୪୦, ପୀୟୂଷ ଚାୱଲା ୧୮, ଅର୍ଜୁନ ତେନ୍ଦୁଲକର ୧୩ ରନ କରିଥିଲେ।

ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଏମଆଇ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ  ରୋହିତ ଶର୍ମାଙ୍କ ନେତୃତ୍ୱରେ ଦଳ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା।

ସେହିପରି ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଜିଟି ଟିମ ବ୍ୟାଟିଂ ଆରମ୍ଭ କରିଥିଲା। ଧାର୍ଯ୍ୟ ୨୦ ଓଭରରେ ଜିଟି  ୬ ଓ୍ବିକେଟ ହରାଇ ୨୦୭ ରନ କରିଥିଲା। ଫଳରେ ଏମଆଇ ପାଇଁ ବିଜୟ ଲକ୍ଷ୍ୟ ୨୦୮ ରନ ରହିଥିଲା।

ଜିଟି ପକ୍ଷରୁ ଶୁଭମନ ଗିଲ ୫୬ ରନ କରିଥିବାବେଳେ ହାର୍ଦ୍ଦିକ ପାଣ୍ଡ୍ୟା ୧୩ ରନ, ବିଜୟ ଶଙ୍କର ୧୯ , ଅଭିନବ ମନୋହର ୪୨, ଡେଭିଡ ମିଲର ୪୬, ରାହୁଲ ତଓ୍ବୋତିଆ ୨୦ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରୋନିକ୍ସ ହବ୍ ହେବ ଭାରତ: ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ୪.୬ ବିଲିୟନ ଡଲାର ଅନୁଦାନ

ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ବିସିସିଆଇରୁ ଏତେ ଟଙ୍କା ପେନସନ ପାଆନ୍ତି ଏମଏସ ଧୋନୀ, ପ୍ରତି ମାସରେ ଆସୁଛି…

ନୂଆଦିଲ୍ଲୀ,୨।୧: ଭାରତକୁ ଦୁଇଟି ବିଶ୍ୱକପ ବିଜୟୀ କରାଇଥିବା ମହେନ୍ଦ୍ର ସିଂ ଧୋନୀ ହୁଏତ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, କିନ୍ତୁ ଭାରତୀୟ କ୍ରିକେଟ ସହିତ ତାଙ୍କର...

ନୂଆବର୍ଷରେ ମାଙ୍କଡ଼ କିଣିବା ପାଇଁ ମାଡ଼ପିଟ୍‌, ଗୋଟିକର ଦାମ୍‌…

ବେଜିଂ,୨ା୧: ନୂଆବର୍ଷ ପାଇଁ ଚାଇନାରେ ମାଙ୍କଡ଼ର ପ୍ରବଳ ଚାହିଦା ବଢ଼ିଛି। ପୂର୍ବରୁ କିଛି ହଜାର ଟଙ୍କାରେ ବିକ୍ରି ହେଉଥିବା ମାଙ୍କଡ଼ଗୁଡ଼ିକ ଏବେ ବେଜିଂରେ ୨୫ ଲକ୍ଷ...

IND vs BAN: ଚଳିତ ବର୍ଷ ବାଂଲାଦେଶ ଗସ୍ତ କରିପାରେ ଭାରତୀୟ ଟିମ, BCCIକୁ ନିମନ୍ତ୍ରଣ, ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨।୧: ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଶୁକ୍ରବାର ଘୋଷଣା କରିଛି ଯେ ଭାରତୀୟ ଦଳ ଚଳିତ ବର୍ଷ ସେପ୍ଟେମ୍ବରରେ ବାଂଲାଦେଶ ଗସ୍ତ କରିବ, ଯେଉଁଠାରେ ଦୁଇ...

ଜବ୍‌ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍‌...

ମୁମ୍ବାଇ ଇଣ୍ଡିଆନ୍ସ ଲଞ୍ଚ କଲା ନୂଆ ଜର୍ସି, ଗତ ସିଜନଠାରୁ କେତେ ଭିନ୍ନ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧: ମୁମ୍ବାଇ ଇଣ୍ଡିଆନ୍ସ ମହିଳା ପ୍ରିମିୟର ଲିଗ ୨୦୨୬ ପାଇଁ ସେମାନଙ୍କର ନୂତନ ଜର୍ସି ଉନ୍ମୋଚନ କରିଛି। ଦଳଟି ସେମାନଙ୍କର ଅଫିସିଆଲ ସୋସିଆଲ ମିଡିଆରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri