୫୮ନଂ କରୋନା ଆକ୍ରାନ୍ତ ଜଣେ ମହିଳା: ଲକ୍ଷଣ ନ ଥିଲେ ହେଁ ରିପୋର୍ଟ ଆସିଛି ପଜିଟିଭ୍‌, କିମ୍ସ କୋଭିଡ୍‌ ଡାକ୍ତରଖାନା ସ୍ଥାନାନ୍ତର

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଥିବା ଆଉ ୪ କରୋନା ପଜିଟିଭ୍‌ ମାମଲାଗୁଡ଼ିକ ଭୁବନେଶ୍ୱରର। ସୋମବାର ପରୀକ୍ଷା ହୋଇଥିବା ୫୬୪ଟି ନମୂନା ରିପୋର୍ଟରୁ ଏହା ସ୍ପଷ୍ଟ ହୋଇଛି। ତେବେ ସମସ୍ତଙ୍କ ଗସ୍ତ ବିବରଣୀ ବିଷୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ତଦନୁଯାୟୀ ୫୮ନଂ କରୋନା ଆକ୍ରାନ୍ତ ବୋମିଖାଲର ବେବିଲୋନ ଆପାର୍ଟମେଣ୍ଟରେ ରହୁଥିବା ଜଣେ ମହିଳା। ସେ ଚିହ୍ନଟ ହୋଇଥିବା ଜଣେ କରୋନା ଆକ୍ରାନ୍ତଙ୍କ ପଡ଼ୋଶୀ। ତାଙ୍କ ନିକଟରେ କରୋନା ଲକ୍ଷଣ ପ୍ରକାଶ ପାଇ ନ ଥିଲା। ହେଲେ ଆବଦ୍ଧାଞ୍ଚଳର ହୋଇଥିବାରୁ ତାଙ୍କ ନମୂନା ପରୀକ୍ଷା କରାଯାଇଥିଲା। ଏପ୍ରିଲ ୧୪ରେ ଏହା ପଜିଟିଭ୍‌ ଆସିଥିଲା। ତାଙ୍କୁ କିମ୍ସ କୋଭିଡ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri