Posted inଖେଳ

୫ ଉଇକେଟ ପଡ଼ିବା ସତ୍ତ୍ୱେ ଭାରତର ସ୍ଥିତି ଦୃଢ଼

କିଙ୍ଗ୍‌ଷ୍ଟନ (ଜାମାଇକା),୩୧।୮: ଏଠାରେ ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ଚଳିତ ବିଶ୍ୱ ଚାମ୍ପିୟନଶିପର ଦ୍ୱିତୀୟ ଟେଷ୍ଟ ଆରମ୍ଭ ହୋଇଯାଇଛି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ପ୍ରଥମ ଦିନରେ ୫ ଉଇକେଟ ହରାଇଥିଲେ ମଧ୍ୟ ଦୃଢ଼ ସ୍ଥିତିରେ ରହିଛି। ଭ୍ରମଣକାରୀ ଦଳ ଦିବସ ଶେଷ ସୁଦ୍ଧା ୫ ଉଇକେଟ ହରାଇ ୨୬୪ ରନ କରିଛି। ଅଧିନାୟକ ବିରାଟ କୋହଲି ୭୬ ଓ ମୟଙ୍କ ଅଗ୍ରଓ୍ବାଲ ୫୫ ରନ୍‌ର ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଲୋକେଶ ରାହୁଲ ୧୩, ଚେତେଶ୍ୱର ପୂଜାରା ୬ ଓ ଗତ ମ୍ୟାଚ୍‌ରେ ଶତକ ଲଗାଇଥିବା ଅଜିଙ୍କ୍ୟ ରାହାନେ ୨୪ ରନ୍‌ କରି ଆଉଟ୍‌ ହୋଇଛନ୍ତି। ଷ୍ଟମ୍ପ ଅପସାରଣ ବେଳକୁ ହନୁମା ବିହାରୀ ୪୨ ଓ ରିଷଭ ପନ୍ତ ୨୭ ରନ୍‌ କରି ଅପରାଜିତ ଅଛନ୍ତି। ଘରୋଇ ଦଳ ପକ୍ଷରୁ ଜାସନ ହୋଲ୍ଡର ୩ ଉଇକେଟ ନେଇଥିବାବେଳେ କେମାର ରୋଚ୍‌ ଓ ରଖିମ କର୍ନଓ୍ବାଲ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତରୁ ଖସୁଛି କଂକ୍ରିଟ୍‌, ତଳେ ପଢ଼ୁଛନ୍ତି ପିଲା: ଶ୍ରେଣୀଗୃହରେ ଜମୁଛି ପାଣି

ଆନନ୍ଦପୁର,୨6ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ମନୋହରପୁର ପଞ୍ଚାୟତ ମନୋହରପୁର ଉଚ୍ଚ ବିଦ୍ୟାଳୟ ଅବହେଳିତ ହୋଇପଡ଼ିଛି। ଶ୍ରେଣୀଗୃହ ଭଗ୍ନ ଅବସ୍ଥାରେ ଥିବାବେଳେ ଛାତରୁ…

ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା

ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ବୃଦ୍ଧ ମାତାପିତାଙ୍କ ପ୍ରତି ଅତ୍ୟାଚାର କରୁଥିବା ପିଲାମାନଙ୍କୁ ମିଳବ ନାହିଁ ସମ୍ପତ୍ତିରେ ଅଧିକାର

ଲକ୍ଷ୍ନୌ,୨୬।୮: ଉତ୍ତର ପ୍ରଦେଶରେ, ବୃଦ୍ଧ ମାତାପିତା ଏବେ ସେମାନଙ୍କୁ ଅବହେଳା କିମ୍ବା ଦୁର୍ବ୍ୟବହାର କରୁଥିବା ପିଲାମାନଙ୍କୁ ସହଜରେ ସମ୍ପତ୍ତିରୁ ବେଦଖଲ କରିପାରିବେ। ବରିଷ୍ଠ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ…

ବୟଫ୍ରେଣ୍ଡଙ୍କ କାର୍‌ରେ ୩୪୦୦ ଚୁମ୍ବନ ଦେଲେ ଗର୍ଲଫ୍ରେଣ୍ଡ: ଶେଷରେ ଭୋଗିବାକୁ ପଡ଼ିଲା…

ଗ୍ବାଲିୟର, ୨୬।୮:ସୋସିଆଲ ମିଡିଆରେ ଭାଇରାଲ ହେବା ପାଇଁ ପ୍ରେମ ପ୍ରକାଶର ଏକ ଅଜବ ଉପାୟ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଗ୍ବାଲିୟରରେ ଜଣେ ଯୁବତୀ ନିଜ ପ୍ରେମିକଙ୍କ…

ରକ୍ଷାବନ୍ଧନରେ ହେଉଛି ଅଦ୍ଭୁତ ତ୍ରିବେଣୀ ସଂଗମ: ଏହି ଶୁଭ ମୁହୂର୍ତ୍ତରେ ରାକ୍ଷୀ ବାନ୍ଧିଲେ ଚମକିବ ଭାଇଙ୍କ ଭାଗ୍ୟ!

ରକ୍ଷାବନ୍ଧନ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ପ୍ରତୀକ। ଏହି ପର୍ବରେ ଯେତେବେଳେ ଶୁଭ ଯୋଗ ଗଠିତ ହୁଏ, ସେତେବେଳେ ଏହାର ମହତ୍ତ୍ୱ ଆହୁରି ବଢ଼ିଯାଏ। ଚଳିତ ବର୍ଷ ଅଗଷ୍ଟ…

ସରକାରଙ୍କ ବଡ଼ ଘୋଷଣା: ଇଣ୍ଟରକାଷ୍ଟରେ ବିବାହ କଲେ ମହିଳାଙ୍କୁ ମିଳିବ ଅଢ଼େଇ ଲକ୍ଷ!

ନୂଆଦିଲ୍ଲୀ,୨୬।୮: ବିହାରର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ମହିଳା, ବିଶେଷକରି ଅନୁସୂଚିତ ଜାତି (SC) ଓ ଅନୁସୂଚିତ ଜନଜାତି (ST) ବର୍ଗର ମହିଳାଙ୍କ ପାଇଁ ବଡ଼ ଘୋଷଣା…

ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରୁ ହତ୍ୟା ଅଭିଯୁକ୍ତ ଫେରାର

ସୁନ୍ଦରଗଡ଼, ୨୬।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ହତ୍ୟା ଅଭିଯୁକ୍ତ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ପରିସ୍ରା ଯିବା…

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri