Posted inଜାତୀୟ

୫ ଏକର ଜମି ମିଳିଲେ ରାମଙ୍କ ନାମରେ ହସ୍ପିଟାଲ ନିର୍ମାଣ କରିବ ଶିହା ଓ୍ବାକଫ୍‌ ବୋର୍ଡ

ନୂଆଦିଲ୍ଲୀ,୨୫।୧୧: ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ସୁନ୍ନି ଓ୍ବାକଫ୍‌ ବୋର୍ଡକୁ ରାମ ଜନ୍ମଭୂମି ମାମଲାରେ ୫ ଏକର ଜମି ଅଯୋଧ୍ୟା ଦେବାକୁ ନିର୍ଦ୍ଦେଶ ଜାରି ହୋଇଛି। ତେବେ ଏହାକୁ ନେଇ ଶିହା ଓ୍ବାକଫ୍‌ ବୋର୍ଡ ଅଧ୍ୟକ୍ଷ ଓ୍ବାସିମ୍‌ ରିଜ୍‌ଭି କହିଛନ୍ତି ଯେ, ଯଦି ଜମିକୁ ସୁନ୍ନି ଓ୍ବାକଫ୍‌ ବୋର୍ଡ କିମ୍ବା ଅଲ୍‌ ଇଣ୍ଡିଆ ମୁସଲିମ୍‌ ପର୍ସନାଲ୍‌ ଲ ବୋର୍ଡ ନେବାକୁ ଅମଙ୍ଗ ହୁଅନ୍ତି ତେବେ ଏହାକୁ ଶିହା ଓ୍ବାକଫ୍‌ ବୋର୍ଡକୁ ଦେଇଦେବା ଆବଶ୍ୟକ। ଏହି ଜମି ଉପରେ ଶିହା ଓ୍ବାକଫ୍‌ ବୋର୍ଡ ରାମଙ୍କ ନାମରେ ଏକ ହସ୍ପିଟାଲ ନିର୍ମାଣ କରିବ। ସେଠାରେ ମଧ୍ୟ ଏକ ମନ୍ଦିର, ମସଜିଦ୍‌, ଚର୍ଚ୍ଚ ଓ ଗୁରୁଦ୍ୱାରା ନିର୍ମାଣ କରାଯିବ ବୋଲି ରିଜ୍‌ଭି ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?