ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ: ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହେଲେଣି ୨୯ ଆକ୍ରାନ୍ତ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଓଡ଼ିଶା ପାଇଁ ଖୁସି ଖବର। ମଙ୍ଗଳବାର ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୯ଜଣ ସୁସ୍ଥ ହୋଇଛନ୍ତି। ମଙ୍ଗଳବାର ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଭୁବନେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ା ଜିଲାର ଜଣେ ଲେଖାଏ ଅଛନ୍ତି। ଏ ନେଇ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରବାରଠୁ ନିୟମ କଡାକଡି, ନ ମାନିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ଜୁଲାଇ ୧ ଅର୍ଥାତ୍‌ ଶୁକ୍ରବାରଠୁ ଭୁବନେଶ୍ବରରେ ଜୁଲାଇ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍‌ ଉପରେ ପ୍ରତିବନ୍ଧକ ଲଗାଇଛି ବିଏମ୍‌ସି। ପ୍ଲାଷ୍ଟିକ୍‌ ବିପର୍ଯ୍ୟୟ ପରିଚାଳନା ଆଇନ-୨୦୨୧ରେ ସଂଶୋଧନ...

କିମ୍ସ ସୁପର ସ୍ପେଶାଲିଟି, କ୍ୟାନ୍‌ସର ସେଣ୍ଟର ଉଦ୍‌ଘାଟିତ

ଭୁବନେଶ୍ୱର, ୩୦ା୭(ବ୍ୟୁରୋ): କିମ୍ସ ପ୍ରଦ୍ୟୁମ୍ନ ବଳ ମେମୋରିଆଲ୍‌ ହସ୍ପିଟାଲ୍‌ (ପିବିଏମ୍‌ଏଚ୍‌) ଏବେ ୧୬୦୦ ଶଯ୍ୟା ବିଶିଷ୍ଟ ସମ୍ପୂର୍ଣ୍ଣ ଶୀତତାପ ନିୟନ୍ତ୍ରିତ ହସ୍ପିଟାଲରେ ପରିଣତ ହୋଇଛି। ଏଥିସହ...

ପୁରୀ ପ୍ରଶାସନ ପାଇଁ ଅଳିଆ ଅଡୁଆ: ସଫେଇ ଚାଲିଛି, ପକାଇବାକୁ ଜାଗା ନାହିଁ

ପୁରୀ ଅଫିସ, ୧୧ା୮: ଆଇକନିକ୍‌ ସହର ପୁରୀକୁ ସ୍ବଚ୍ଛ ରଖିବା ପାଇଁ ହେଉଥିବା ପ୍ରୟାସକୁ ସମସ୍ତେ ପ୍ରଶଂସା କରୁଛନ୍ତି। ଏଭଳି ମହତ ଉଦ୍ଦେଶ୍ୟରେ ପ୍ରଶାସନିକ ଅଧିକାରୀ,...

ଦିଲ୍ଲୀ ଗଲେ କୋଶଲ ରାଜ୍ୟ ସମନ୍ବୟ ସମିତି ପ୍ରତିନିଧି

ବରଗଡ଼ ଅଫିସ, ୨୩।୭: ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବିନେଇ ମଙ୍ଗଳବାର ସକାଳୁ କୋଶଲ ରାଜ୍ୟ ସମନ୍ବୟ ସମିତିର ଏକ ପ୍ରତିନିଧି ଦଳ ଦିଲ୍ଲୀ ଗସ୍ତ...

ଓଡ଼ିଶାକୁ ନେଇ ଏକଜିଟ୍‌ ପୋଲ: ଭାଜପା କରିବ ଭଲ ପ୍ରଦର୍ଶନ

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ଲୋକସଭା ନିର୍ବାଚନର ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଶେଷ ହେବା ପରେ ଏକଜିଟ ପୋଲ ଅନୁମାନ ଭାଜପା ପାଇଁ ଭଲ ଖବର ଆଣିଛି।...

‘ହାଲ୍‌’ ତଥ୍ୟ ପ୍ରଘଟ ଚର୍ଚ୍ଚା

ଭାରତରୁ ପ୍ରତିରକ୍ଷା ସମ୍ପର୍କିତ ତଥ୍ୟ ସଂଗ୍ରହ କରିବାକୁ ବାହାର ଦେଶ ଦ୍ୱାରା ନିୟୋଜିତ ସୁନ୍ଦରୀ ତରୁଣୀମାନେ ଜୋର୍‌ଦାର ଉଦ୍ୟମ ଚଳାଇଛନ୍ତି। ସେମାନେ ବିଭିନ୍ନ ପ୍ରତିରକ୍ଷା ଓ...

ଶପଥ ନେଲେ ଅଳକା

ଭୁବନେଶ୍ୱର,୧୩।୬(ବ୍ୟୁରୋ): ବ୍ରଜରାଜନଗର ବିଧାୟକ ଭାବେ ସୋମବାର ଶପଥ ନେଇଛନ୍ତି ଅଳକା ମହାନ୍ତି। ନୂଆ ବାଚସ୍ପତି ବିକ୍ରମ କେଶରୀ ଆରୁଖ ତାଙ୍କୁ ଶପଥ ପାଠ କରାଇଛନ୍ତି। ଅଳକା...

ଧୀରେ ଧୀରେ ସ୍ବାଭାବିକ ହେବ ଟ୍ରେନ୍‌: ସୋମବାର ୪ଟାରୁ ଆଇଆର୍‌ସିଟିସିରେ ଟିକେଟ ବୁକିଂ

ନୂଆଦିଲ୍ଲୀ,୧୦।୫: ଦେଶବ୍ୟାପୀ ଲକ୍‌ଡାଉନ ଯୋଗୁ ମାର୍ଚ୍ଚ ୨୫ରୁ ଯାତ୍ରୀବାହୀ ରେଳ ସେବା ବନ୍ଦ ହୋଇଛି। ତେବେ ଏହି ସେବା ଆସନ୍ତା ମଙ୍ଗଳବାରଠାରୁ ଦେଶ ମଧ୍ୟରେ ଧୀରେ...

Advertisement
Archives

Model This Week