ହାଟଡିହୀ,୨୨ା୬ (ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରୁ ୫ ଜଣ କାର୍ଯ୍ୟନିର୍ବାହୀ ଅଧିକାରୀ ବଦଳି ହୋଇଛନ୍ତି ା କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ତାମଣି ଦାସ ଓ ବିଶ୍ୱନାଥ ବଦ୍ରା ଆନନ୍ଦପୁର, ରମେଶ ଚନ୍ଦ୍ର ମାଝୀ ଓ ଚନ୍ଦ୍ରଶେଖର ସୋରେନ୍ ବାଆଁଶପାଳ, ବ୍ୟାସଦେବ ନାୟକ ପାଟଣାକୁ ବଦଳି ହୋଇଛି ା ସେହିପରି ଘସିପୁରାରୁ ଦିଲୀପ କୁମାର ମାଝୀ, ଚିତ୍ତରଞ୍ଜନ ଧୀର, ରଶ୍ମିରଞ୍ଜନ ମହାରଣା ଓ କେନ୍ଦୁଝରରୁ ରାଜେନ୍ଦ୍ର କୁମାର ଦିଘି ପ୍ରମୁଖ ୪ ଜଣଙ୍କର ହାଟଡିହୀକୁ ବଦଳି ହୋଇଛି ା ମୋଟ ଜିଲାରେ ୫୧ଜଣ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି ହୋଇଛି ା ଜିଲା ପଞ୍ଚାୟତ ବିଭାଗ ଚିଠି ନଂ. ୮୩୨ ଜିପି(କେ)/୧୩.୬.୨୦୧୯ରେ ନିର୍ଦ୍ଦେଶନାମା ଜାରି ହୋଇଛି ା ଅପରପକ୍ଷେ ହାଟଡିହୀ ଶିକ୍ଷା ଜିଲାର ବିଆର୍ସିସି ତପୋଧନ ସ୍ବାଇଁ ଓ ଏବିଇଓ ଧନେଶ୍ୱର ଖଣ୍ଡେଇଙ୍କର ତେଲକୋଇକୁ ବଦଳି ହୋଇଛି ା ତାଙ୍କ ସ୍ଥାନରେ ବିଆରସିସି ଭାବେ ବିନୋଦ ରାଉତ ଓ ଏବିଇଓ ଭାବେ ସୁରଥ ସାହୁ ଶନିବାର ଯୋଗଦାନ କରିଛନ୍ତି ା
୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…
ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…
ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…
ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
ଫସିଗଲେ ଡେଭିଡ୍ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ
ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…
ଆମେରିକା ରେଡ୍ ଲାଇନ୍ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ
ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍ଲାଇନ୍ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…
ଟ୍ରମ୍ପଙ୍କ ଅଲ୍ଟିମେଟମ୍: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ
ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…
ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…
ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…
ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍-ବାଂଲାଦେଶ
ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…
Archives

