୫ ଗାଁ ୭୨ ଘଣ୍ଟା ପାଇଁ ଶଟ୍‌ଡାଉନ

ପାଟଣା,୧୧।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣି ଘାଟି, ଏରଣ୍ଡେଇ ଓ ସରସକୋଲା ପଞ୍ଚାୟତର ଜଣେ ଲେଖାଏ କରୋନା ପଜିଟିଭ ବାହାରିଥିବାରୁ ଗୁରୁବାର ଜିଲା ପ୍ରଶାସନ ତରଫରୁ ଟୁଇଟର ଯୋଗେ ସୂଚନା ଦିଆଯାଇଛି। ଏଥିସହ ପାଟଣା ବ୍ଲକରେ ସଂକ୍ରମିତଙ୍କ ସଂଖ୍ୟା ୭ରେ ପହଞ୍ଚିଛି। ଏହାପରେ ସଂକ୍ରମଣକୁ ରୋକିବା ପାଇଁ ପଲାଣଘାଟି ପଞ୍ଚାୟତର ସରପଞ୍ଚ ନେତ୍ରମଣି ନାଏକ କୁମୁଳା ବାହାଳୀ, ଗୋଧିରାମ ପଡା, ଜାମୁଳେଇ ବେଡା, ପଲାଣଘାଟି ଓ ଷଡଙ୍ଗ ବାହାଳୀ ଆଦି ୫ ଗାଁକୁ ୭୨ ଘଣ୍ଟା ପାଇଁ ଶଟ୍‌ଡାଉନ ଘୋଷଣା କରିଛନ୍ତି। ସଂକ୍ରମିତ ବ୍ୟକ୍ତିମାନେ ହାଟ, ବଜାର ଆଦି ବୁଲିଥିବାରୁ ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ ସରପଞ୍ଚ ଏହି ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନାକୁ ହରାଇ ଫେରିଥିବା ରୋଗୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କଲେ ଗଞ୍ଜାମ ଜିଲାପାଳ, ଜାଣନ୍ତୁ କ’ଣ

ଛତ୍ରପୁର,୨୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାବେଳେ ଦୈନିକ ସୁସ୍ଥ ହାର ବଢ଼ିଉଛି। ଅପରପକ୍ଷରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଏକ ଅଭିନବ ପଦକ୍ଷେପ...

ସରକାରୀ ଜାଗାରେ ଦୋକାନ ନିର୍ମାଣ : ତାଲା ପକାଇଲେ ଲୋକେ

ରାୟଗଡ଼ା ଅଫିସ,୧୦।୧୦ : ରାୟଗଡ଼ା ସହରର କପିଳାସ ରୋଡ୍‌ର ଷ୍ଟାଇଲ ବଜାର ନିକଟରେ କିଛିଦିନ ହେବ ବେଆଇନ ଭାବେ ସରକାରୀ ଜାଗାରେ ପ୍ରାୟ ୮୦ ଲକ୍ଷ...

ଗୋଟିଏ ଦିନ ବଢିଲା ବାଲିଯାତ୍ରା

କଟକ ଅଫିସ,୧୫।୧୧: ଐତିହାସିକ କଟକ ବାଲିଯାତ୍ରା ଗୋଟିଏ ଦିନ ବଢିଲା। ଏ ନେଇ ସିଏମ୍‌ସି ମେୟର ସୁବାସ ସିଂ ମଙ୍ଗଳବାର ସୂଚନା ଦେଇଛନ୍ତି। ବୁଧବାର ବାଲିଯାତ୍ରା...

ବିପଦ ସାଜିଛି ଟ୍ରାନ୍ସଫର୍ମର

ପାରଳାଖେମୁଣ୍ଡି, ୨୩ା୧(ଡି.ଏନ୍‌.ଏ):ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗାରବନ୍ଧ ଗ୍ରାମରେ ଥିବା ଏକ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ସ୍ଥାନାନ୍ତର କରିବା ପାଇଁ ଦାବି ହୋଇଛି। ଏହି ବିଦ୍ୟୁତ୍‌...

ମାଟ୍ରିକ ରେଜଲ୍ଟ ଖରାପ ହେବାରୁ ଜୀବନ ହାରିଲେ ଛାତ୍ରୀ

ଏରସମା,୨୯ା୭(ସ୍ବ.ପ୍ର.):ମାଟ୍ରିକ ପରୀକ୍ଷା ରେଜଲ୍ଟ ଖରାପ ହେବାରୁ ଜଗତ୍‌ସିଂହପୁର ଜିଲାର ଜଣେ ଛାତ୍ରୀ ବୁଧବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଏରସମା ଥାନା ଅନ୍ତର୍ଗତ ଜାନକାଦେଈପୁର ପଞ୍ଚାୟତସ୍ଥିତ...

ଆଞ୍ଚଳିକ ନିଦାନ କେନ୍ଦ୍ରରେ ରୋଗୀଙ୍କୁ ଶୋଷଣ ଅଭିଯୋଗରେ ବିକ୍ଷୋଭ: ଅଧ୍ୟକ୍ଷଙ୍କୁ ଦାବିପତ୍ର

ବ୍ରହ୍ମପୁର ଅଫିସ୍‌,୨୦।୫: ବ୍ରହ୍ମପୁର ବଡ଼ ମେଡ଼ିକାଲ ପରିସରରେ ଥିବା ଆଞ୍ଚଳିକ ନିଦାନ କେନ୍ଦ୍ର(ଆର୍‌ଡିସି)ରେ ରୋଗୀଙ୍କୁ ଶୋଷଣ ଏବଂ ଦୁର୍ବ୍ୟବହାର କରାଯାଉ ଥିବା ନେଇ ସୋମବାର ଅଭିଯୋଗ...

ବାହାନଗାରୁ ଗଲା ୨ କାଠଘୋଡ଼ା

ବାହାନଗା, ୧୮।୬(ଡି.ଏନ.ଏ.) କୋଲକାତାରେ ଜଗନ୍ନାଥଙ୍କ ରଥ ନିମନ୍ତେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ଆରୁହାବାଡ ପଞ୍ଚାୟତ ଦୋଳପୁର ଗ୍ରାମରୁ ଦୁଇଟି କାଠଘୋଡା ନିର୍ମାଣ କରାଯାଇ ସେଠାକୁ...

ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ିଲା ସ୍କୁଲ ପାଚେରି

ମାଲକାନଗିରି,୩୦ା୫(ଡି.ଏନ୍‌.ଏ.): ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ସ୍କୁଲ ପାଚେରି। ଅସରାଏ ବର୍ଷାରେ ଶନିବାର ରାତିରେ ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଅଁଳାପଦର ସ୍କୁଲର ପାଚେରି ନଷ୍ଟ...

Advertisement
Archives

Model This Week