୫ ଜିଲାରେ ପ୍ରବଳ ବର୍ଷା:୪୮ ଘଣ୍ଟାରେ ଲଘୁଚାପ

ଭୁବନେଶ୍ୱର,୪।୮(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଏବଂ ନୂଆପଡା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ଅରେଞ୍ଜ ଓ୍ବାର୍ନିଂ ସତର୍କ ସୂଚନା ଜାରି କରିଛି। ଏଥିସହିତ ବଲାଙ୍ଗୀର, ବରଗଡ, ଗଜପତି, କେନ୍ଦୁଝର, ଖୋର୍ଦ୍ଧା, ଗଞ୍ଜାମ, ପୁରୀ ଓ ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୬ରୁ ୮ ତାରିଖ ଯାଏ ବର୍ଷା ଲାଗି ରହିବ। ଲଘୁଚାପକୁ ଦୃଷ୍ଟିରେ ରଖି ଆସନ୍ତା ୪ ତାରିଖରୁ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫୦% କର୍ମଚାରୀରେ ଚାଲିବ ରାଜ୍ୟର ସମସ୍ତ ସରକାରୀ ଅଫିସ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ବଢ଼ୁଥିବାରୁ ସରକାରଙ୍କ ପକ୍ଷରୁ କଟକଣା ଲଗାଯାଇଛି। ଏହି କ୍ରମରେ ସରକାରୀ କାର୍ଯ୍ୟାଳୟଗୁଡ଼ିକ ୫୦% କର୍ମଚାରୀରେ କାମ କରିବେ ବୋଲି...

ଚର୍ଚ୍ଚାରେ ନାୟକ ସାର୍‌

ନାଉଗଁା,୧।୩(ସ୍ବ.ପ୍ର.): ଚାକିରି ଛାଡ଼ିି ଯୁବକମାନଙ୍କୁ ସୈନ୍ୟବାହିନୀରେ ଯୋଗଦେବା ପାଇଁ ପ୍ରଶିକ୍ଷଣ ଦେଉଥିବା ଜଗତ୍‌ସିଂହପୁର ଜିଲା ନାଉଗଁା ବ୍ଲକ ରୋହିଆ ପଞ୍ଚାୟତ ଅରଖକୁଦ ଗ୍ରାମର ସିଲୁ ନାୟକଙ୍କୁ...

୩ ଦିନିଆ ରିମାଣ୍ଡରେ ଶର୍ମିଷ୍ଠା

ଭୁବନେଶ୍ୱର,୪।୪(ବ୍ୟୁରୋ): ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ପୋଲିସକୁ ସମ୍ପୂର୍ଣ୍ଣ ପ୍ରମାଣ ମିଳିିନାହିଁ। ତେବେ କ୍ରାଇମବ୍ରାଞ୍ଚ ସୋମବାରଠୁ ଶର୍ମିଷ୍ଠା ଓ ଝୁନା ଭୋଇଙ୍କୁ ୩...

କେନାଲକୁ ଖସି ପଡିଲା କାର୍‌; ୨ ନିଖୋଜ

ଭୁବନେଶ୍ୱର,୪।୧୧(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ପୁରୀ କେନାଲରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କେନାଲରେ ଏକ କାର୍‌ ଖସି ପ଼ଡିଥିବା ଯୋଗୁ କାର୍‌ରେ ଥିବା...

ମେଡିକାଲ ଆସେସ୍‌ମେଣ୍ଟ ବୋର୍ଡ ପୁନର୍ଗଠିତ

ଭୁବନେଶ୍ୱର,୧୭ା୧୨(ବ୍ୟୁରୋ):ରାଜ୍ୟର ବିଭିନ୍ନ ମେଡିକାଲ କଲେଜଗୁଡ଼ିକରେ ଚିକିତ୍ସା ମୂଲ୍ୟାଙ୍କନ ବୋର୍ଡ (ମେଡିକାଲ ଆସେସ୍‌ମେଣ୍ଟ ବୋର୍ଡ)ର ପୁନର୍ଗଠନ କରାଯାଇଛି ା ଏହି ବୋର୍ଡଗୁଡ଼ିକ ଭିନ୍ନକ୍ଷମ ପ୍ରମାଣପତ୍ର ପ୍ରଦାନରେ ଦେଖାଦେଉଥିବା...

ସୁସ୍ଥ ହେଲେ ୨୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୮।୪ : ଓଡ଼ିଶାରେ ଗୁରୁବାର ୨୨୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟ ଲାଭ କରିଥିବା କରୋନା ଆକ୍ରାନ୍ତଙ୍କ...

ଗୋଟିଏ ଦିନରେ ମାଉସୀମା’ ମନ୍ଦିରରେ ଲାଗିବ ରଥ

ପୁରୁଣା ଭୁବନେଶ୍ୱର,୧୭।୩(ଡି.ଏନ୍‌.ଏ.): ଅଶୋକାଷ୍ଟମୀରେ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା। ଏ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି। ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ନବଦିନାତ୍ମକ ହୋଇଥିବାବେଳେ ଶ୍ରୀଲିଙ୍ଗରାଜଙ୍କ...

୧ ନିୟୁତ ଟନ୍‌ ପାଉଁଶ ପରିବହନ କରିବ ପୂର୍ବତଟ ରେଳପଥ

ଭୁବନେଶ୍ୱର,୯।୧୦ (ବ୍ୟୁରୋ): ୨୦୨୦-୨୧ରେ ପଣ୍ୟ ପରିବହନରେ ନିଜର ଅଂଶ ବୃଦ୍ଧି କରିବାକୁ ପୂର୍ବତଟ ରେଳପଥ ଲକ୍ଷ୍ୟ ରଖିଛି। ସଡ଼କ ମାର୍ଗରେ ପରିବହନ ହେଉଥିବା ପଣ୍ୟକୁ ରେଳପଥ...

Advertisement
Archives

Model This Week