୫ ଜିଲାରେ ଅତିପ୍ରବଳ ବର୍ଷା

ଭୁବନେଶ୍ୱର,୨୪।୧୦(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାକୁ ଥିବାବେଳେ ଆଉ କିଛି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ କେନ୍ଦୁଝର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, ବରଗଡ, କଟକ ଦେବଗଡ ଓ କେନ୍ଦୁଝର ଜିଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଇପାରିଲାନି ସ୍କୁଲ ମରାମତି କାର୍ଯ୍ୟ: ବର୍ଷାରେ ଭିଜି ବାରଣ୍ଡାରେ ପଢିଲେ ଛାତ୍ରୀଛାତ୍ର

ରଣପୁର,୨୨।୬(ସ୍ବ.ପ୍ର.:ସାମୁଦ୍ରିକ ଝଡ ଫନୀ ପ୍ରଭାବରେ ନୟାଗଡ ଜିଲାର ରଣପୁର ବ୍ଲକ ବିଶେଷ କ୍ଷତିଗ୍ରସ୍ତ ହୋଇଥିଲା। ଗତ ମେ ୩ତାରିଖରେ ସଂଘଟିତ ହୋଇଥିବା ବାତ୍ୟାକୁ ଏ ମଧ୍ୟରେ...

ଚିନ୍ତା ବଢ଼ାଉଛି ଶିଶୁ ସଂକ୍ରମଣ: ଆଜି ରାଜ୍ୟରେ ୧୧୬ ପିଲା କରୋନା ପଜିଟିଭ୍‌

ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୬ ଜଣ ୧୮ ବର୍ଷରୁ କମ...

ଏଟିଏମ ଭାଙ୍ଗି ଲୁଟ ଉଦ୍ୟମ

ଭଦ୍ରକ ଅଫିସ,୨୬।୧୦: ଭଦ୍ରକ ଗ୍ରାମାଞ୍ଚଳ ଥାନା ବଜାର ଅଧିନସ୍ତ ବଜାର ରାନ୍ଦିଆ ବଜାରରେ ଥିବା ଏସବିଆଇ ଏଟିଏମରୁ ଲୁଟ ଉଦ୍ୟମ। କେହି ଦୁର୍ବୃତ୍ତ ଏଟିଏମ୍‌ର ସମ୍ମୁଖ...

ବଢ଼ିବ ଚୁକ୍ତିଭିତ୍ତିକ ଡାକ୍ତରଙ୍କ କାର୍ଯ୍ୟକାଳ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦୁଇ ଦିନିଆ ସିଡିଏମ୍‌ଓ ସମ୍ମିଳନୀ ଚାଲିଛି। ଏହି ସମ୍ମିଳନୀର ଦ୍ୱିତୀୟ ଦିନରେ ଚୁକ୍ତିଭିତ୍ତିକ ଡାକ୍ତରଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯିବା ନେଇ ଘୋଷଣା...

ଯାଇଥିଲେ ଭୋଜି କରିବାକୁ, ମିଳିଲା ମୃତଦେହ

ସୋନପୁର,୧୦।୧(ନି.ପ୍ର.): ସୋନପୁର ସହର ଯାତ୍ରୀ ନିବାସ ସମ୍ମୁଖ ମହାନଦୀ ପାଚେରୀ ଘାଟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ବଡବଜାର ଘାସିପଡାର...

ନୀଳମାଧବ ପୀଠରେ ଦେବ ଦୀପାବଳି ଉତ୍ସବ

ଖଣ୍ଡପଡ଼ା,୨୮ା୧୧(ସ୍ବ.ପ୍ର.): ଜଗନ୍ନାଥ ସଂସ୍କୃତିର ଆଦିପୀଠ କଣ୍ଟିଲୋ ନୀଳମାଧବ ପୀଠରେ ସୋମବାରଠାରୁ ଆରମ୍ଭ ହୋଇଥିବା ଦେବ ଦୀପାବଳି ଉତ୍ସବ ବୁଧବାର ଉଦ୍‌ଯାପିତ ହୋଇଯାଇଛି। ଏହି ଉତ୍ସବରେ ବହୁ...

‘ଲୋକଙ୍କ ଆବଶ୍ୟକତା ପୂରଣ କର’

ଭୁବନେଶ୍ୱର,୧।୯(ବ୍ୟୁରୋ): କୋଭିଡ୍‌ ମହାମାରୀ ସମୟରେ ଲୋକମାନଙ୍କର ବଢୁଥିବା ପାୈର ସେବା ଆବଶ୍ୟକତାକୁ ପୂରଣ କର। ସୋମବାର ସ୍ବାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ମହିମାନନ୍ଦ ମିଶ୍ରଙ୍କୁ ଜାମିନ: ତଳକୋର୍ଟ ନିର୍ଦ୍ଧାରଣ କରିବେ ଜାମିନ ସର୍ତ୍ତ

କଟକ ଅଫିସ, ୧୪ା୧୧- ପାରାଦୀପ ସିୱେଜ ଶିପିଙ୍ଗ କମ୍ପାନୀ ମ୍ୟାନେଜର ମହେନ୍ଦ୍ର ସ୍ବାଇଁ ହତ୍ୟା ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ଶିଳ୍ପପତି ମହିମାନନ୍ଦ ମିଶ୍ରଙ୍କୁ...

Advertisement
Archives

Model This Week