୫ ଜୁଆଡ଼ି ଗିରଫ, ଟଙ୍କା ଜବତ

ବୁଗୁଡ଼ା,୨୭ା୫(ଡି.ଏନ.ଏ.)- ବୁଗୁଡ଼ା ଥାନା ଆଦିପୁର ଗ୍ରାମ ନିକଟସ୍ଥ ଏକ ବଟ ମୂଳରେ ବୁଧବାର ଅପରାହ୍ନରେ ଜୁଆଖେଳ ଚାଲିଥିବାବେଳେ ବୁଗୁଡ଼ା ଥାନା ଆଇଆଇସି ଚିତ୍ତରଞ୍ଜନ ବେହେରା ସଦଳବଳ ଚଢାଉ କରିଥିଲେ। ସେଠାରୁ ୫ ଜୁଆଡିଙ୍କୁ ଗିରଫ କରିବା ସହ ୨୨୨୦ ଟଙ୍କା ଜବତ କରିଥିବା ଜଣାପଡ଼ିଛି। ଗିରଫମାନେ ସମସ୍ତେ ଆଦିପୁର ଗ୍ରାମର। ଏନେଇ ବୁଗୁଡ଼ା ଥାନାରେ ନଂ.୧୩୫/୨୦ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri