୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ : ୫ ଜୁଆଡ଼ି ଗିରଫ

ରାଉରକେଲା ଅଫିସ,୭।୮: ରାଉରକେଲା ଉଦିତନଗର ପୋଲିସ ବୁଧବାର ୫ ଜୁଆଡ଼ିଙ୍କୁ ଗିରଫ କରିଛି। ଏମାନେ ହେଲେ ନାଲ ରୋଡ୍‌ ବାସିନ୍ଦା ଉତ୍ତମ ଶର୍ମା, ବାସନ୍ତୀ କଲୋନୀର ଉମା ସିଂ, ପ୍ଲାଣ୍ଟ ସାଇଟ୍‌ ବାସିନ୍ଦା ରାଜୁ ଲୋଧି, ଗାନ୍ଧୀ ରୋଡ୍‌ର ମନପ୍ରୀତ ସିଂ, ନାଲା ରୋଡ୍‌ର ଏମ୍‌ଡି ରଫିକ୍‌। ଏମାନଙ୍କ ଠାରୁ ନଗଦ ୪ ଲକ୍ଷ ୧୭ ହଜାର ଟଙ୍କା ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଥା ଦେଇ ପାସରିଦେଲେ ବିଦ୍ୟୁତ୍‌ ବିଭାଗ ଏସ୍‌ଡିଓ: ଭଏଭୀତ ଅବସ୍‌ତାରେ ଗାଁବାସୀ

ବିନିକା,୩୦।୮(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସାରଙ୍ଗପାଲି ଗାଁର ୫୦ରୁ ଅଧ୍‌କା ଚାଷୀ ଉଠା ଜଲସେଚନ ଭରସାରେ ଫିବଛର ୭୦ ହେକ୍ଟର ଜମିରେ ଧାନଚାଷ୍‌ କରୁଛନ୍‌।...

ପଞ୍ଚାୟତସ୍ତରୀୟ ପ୍ରଧାନ ଶିକ୍ଷକ ବୈଠକ

କୋମନା,୨୨।୯(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗ୍ରାମପଞ୍ଚାୟତସ୍ତରୀୟ ପ୍ରଧାନ ଶିକ୍ଷକମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଲଖନା ପଞ୍ଚାୟତ ସରପଞ୍ଚ ସୋନପତି ଜଏନଙ୍କ...

‘ଜନତା କର୍ଫ୍ୟୁ’ରେ ଶୂନଶାନ୍‌ ବରଗଡ଼

ବରଗଡ଼ ଅଫିସ,୨୨।୩- କରୋନା ସଂକ୍ରମଣ ରୋକିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିବେଦନ କ୍ରମେ ରବିବାର ଦେଶବ୍ୟାପୀ ଚାଲିଥିବା ଜନତା କର୍ଫ୍ୟୁ ବରଗଡ଼ରେ ଅନୁଭୂତ ହୋଇଛି।...

ଯୋଡ଼ା -କେନ୍ଦୁଝର ଯୋଗାଯୋଗ ବିଚ୍ଛିନ୍ନ

ଯୋଡ଼ା, ୨୮।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକରେ ଥିବା ତଥା ୫୨୦ ନଂ ଜାତୀୟ ରାଜପଥର ବାସୁଦେବପୁରଠାରେ ଥିବା ବୈତରଣୀ ନଦୀ ସେତୁ ଦୁର୍ବଳ ହୋଇଯାଇଥିବାରୁ ତଥା...

୨୨୧ବର୍ଷରେ କାଷ୍ଠମୁଖାଧାରୀ ରାମଲୀଳା

ନୟାଗଡ଼ ଅଫିସ/ ଦଶପଲ୍ଲା,୩୦।୩(ଡି.ଏନ.ଏ.): ଗୁରୁବାର ରାମନବମୀରୁ ଆରମ୍ଭ ହେଉଛି ଭାରତ ପ୍ରସିଦ୍ଧ ଲଙ୍କାପୋଡ଼ି ଯାତ୍ରା। ରାମାୟଣର ବିଭିନ୍ନ ପ୍ରସଙ୍ଗକୁ ନେଇ ୧୪ଦିନ ଧରି ଏହା ମଙ୍ଗଳରାତି...

ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା କାର୍ଯ୍ୟକ୍ରମରେ ୫୬୭ ଚିକିତ୍ସିତ

ଭବାନୀପାଟଣା,୩୦ା୩(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ପ୍ରଥମ ଥର ପାଇଁ ସୋମବାରଠାରୁ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ସୋମବାର ଓ ମଙ୍ଗଳବାର ୨ ଦିନରେ...

ହୃତ୍‌ପିଣ୍ଡ-ଫୁସ୍‌ଫୁସ୍‌ ସଂଯୋଗୀ ନଳୀରୁ କଢ଼ାଗଲା ଜମାଟ ରକ୍ତ

କଟକ ଅଫିସ,୧୮ା୧୦:ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲରେ ଏକ ଜଟିଳ ଅସ୍ତ୍ରୋପଚାର ସଫଳତାର ସହ ସମ୍ପନ୍ନ ହୋଇଛି। ଜଣେ ରୋଗୀ ଆକ୍ୟୁଟ ପଲମୋନାରୀ ଥ୍ରମ୍ବୋଏମ୍ବୋଲିଜମ୍‌ ରୋଗରେ ଆକ୍ରାନ୍ତ...

ନାକରେ ବିରଳ ଅସ୍ତ୍ରୋପଚାର: ସ୍ବାଭାବିକ ହେଲା ଶ୍ୱାସକ୍ରିୟା

କଟକ ଅଫିସ,୨୦ା୨: କଟକ ଜିଲା ଟାଙ୍ଗୀସ୍ଥିତ ପଦ୍ମିନୀ କେୟାର ହସ୍ପିଟାଲରେ ଜଣେ ଯୁବକଙ୍କ ନାକ ସଫଳତାର ସହ ବିରଳ ଅସ୍ତ୍ରୋପଚାର କରାଯାଇଛି। ଫଳରେ ସେ ଏବେ...

Advertisement
Archives

Model This Week