୫-ଟି ଅନୁଧ୍ୟାନକାରୀ ଦଳ ଜିଲା ମୁଖ୍ୟ ଚିକିତ୍ସାଳୟର ଭିତ୍ତିଭୂମି କଲେ ଯାଞ୍ଚ୍‌

ଯାଜପୁର ଅଫିସ,୧୩।୧୦: ଯାଜପୁରରେ ୫-ଟି ଅନୁଧ୍ୟାନକାରୀ ଦଳ ପହଞ୍ଚି ଜିଲା ମୁଖ୍ୟ ଚିକିତ୍ସାଳୟର ଭିତ୍ତିଭୂମି ଯାଞ୍ଚ କରିଛନ୍ତି। ସ୍ବାସ୍ଥ୍ୟ ବିଭାଗ ଯୁଗ୍ମସଚିବ ପୁନମ ଗୁହା, ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଦିଲୀପ କୁମାର ମହାନ୍ତି ଏବଂ ଯୁଗ୍ମ ସଚିବ ଆଦିତ୍ୟ ମହାପାତ୍ର ଏହି ଦଳରେ ଅଛନ୍ତି। ରୋଗୀ ସେବା ପାଇଁ ଆନୁଷଙ୍ଗିକ ଯନ୍ତ୍ରପାତି ଡିଏମ୍‌ଏଫ୍‌ ଫଣ୍ଡ୍‌ରୁ କିଣିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଖୁବଶୀଘ୍ର ଆଇସିୟୁ, ଡିଜିଟାଲ ଏକ୍ସ-ରେ ଓ ମାଗଣା ଔଷଧ ବିତରଣ କେନ୍ଦ୍ର ଗୋଟିଏ ପରିବର୍ତ୍ତେ ଦୁଇଟି କାର୍ଯ୍ୟକ୍ଷମ ପାଇଁ ଜିଲା ପ୍ରଶାସନ ସହ ଆଲୋଚନା କରିବା ପରେ ସିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅନୁଧ୍ୟାନ ସମୟରେ ଯାଜପୁର ଭରପ୍ରାପ୍ତ ଜିଲାପାଳ ମିହିର ପ୍ରସାଦ ମହାନ୍ତି, ଏସ୍‌ପି ଚରଣସିଂ ମୀନା, ସିଡିଏମ୍‌ଓ ଅରୁଣ କୁମାର ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri