୫-ଟି ପ୍ରଭାବ:ମାଲକାନଗିରି ବ୍ଲକ ସମନ୍ବିତ ଶିଶୁ ବିକାଶ ଅଧିକାରୀ ନିଲମ୍ବିତ

ମାଲକାନଗିରି,୯।୧ (ଡି.ଏନ୍‌.ଏ.)- ବୁଧବାର ମାଲକାନଗିରି ଜିଲାରେ ୫-ଟିର ପ୍ରଭାବ ଦେଖିବାକୁ ମିଳିଛି। ମାଲକାନଗିରି ସଦର ବ୍ଲକ ସମନ୍ବିତ ଶିଶୁ ବିକାଶ ଅଧିକାରୀ ବିପୁଳା ସରଦାରଙ୍କୁ ସରକାର କାର୍ଯ୍ୟରୁ ନିଳମ୍ବିତ କରିଛନ୍ତି। ବିପୁଳାଙ୍କ ବିରୋଧରେ ବିଭିନ୍ନ ଦୁର୍ନୀତି ଏବଂ ଅନିୟମିତତା ଅଭିଯୋଗ ପାଇଲା ପରେ ଜିଲାପାଳ ମନୀଷ ଅଗ୍ରଓ୍ବାଲ ଏହାର ତଦନ୍ତ କରି ତାଙ୍କୁ ନିଳମ୍ବିତ କରିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିଶ କରିଥିଲେ। ଗତ ୬ରେ ବିପୁଳାଙ୍କୁ ନିଲମ୍ବିତ କରାଯାଇଥିବା ବେଳେ ଏହି ଆଦେଶ ପାଇବା ପରେ ନିଲମ୍ବିତ ଆଦେଶକୁ
କାର୍ଯ୍ୟକାରୀ କରାଯାଇଛି। ସୂଚନାଯୋଗ୍ୟ ଯେ, ସମନ୍ବିତ ଶିଶୁ ବିକାଶ ଯୋଜନା ମାଧ୍ୟମରେ ସ୍ବୟଂ ସହାୟକ ମହିଳା ଗୋଷ୍ଠୀଙ୍କୁ ଶାଢି କିଣା, ଅଙ୍ଗନଓ୍ବାଡି କେନ୍ଦ୍ରକୁ ବିଭିନ୍ନ ସାମଗ୍ରୀ ଯୋଗାଣରେ ଅନିୟମିତତା, କର୍ମଚାରୀଙ୍କୁ ଦୁର୍ବ୍ୟହାର ସମ୍ପର୍କରେ ଅଭିଯୋଗ ହୋଇଥିଲା। ଏହାର ତଦନ୍ତ କରାଯାଇ ତାଙ୍କୁ ନିଲମ୍ବିତ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଓସିଏ ନିର୍ବାଚନ: ଆଜି ପ୍ରାର୍ଥିପତ୍ର ଦାଖଲ

କଟକ ଅଫିସ,୨୧।୧୦: ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ନିର୍ବାଚନ ଆସନ୍ତା ୨୮ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ତେବେ ନିର୍ବାଚନ ଲାଗି...

ଜିଲା ପରିଷଦ ପ୍ରାର୍ଥୀଙ୍କୁ ନୋଟିସ

କେନ୍ଦୁଝର,୧୩ା୨(ସ୍ବ.ପ୍ର.): ପ୍ରାର୍ଥିପତ୍ର ଦାଖଲବେଳେ ମିଥ୍ୟା ସତ୍ୟପାଠ ଦେଇଥିବା ଭାଜପାର ହାଟଡିହି ବ୍ଲକ ୩୪ ନମ୍ବର ଜୋନ୍‌ର ପ୍ରାର୍ଥୀ ବିବେକାନନ୍ଦ ରାଉତଙ୍କ ବିରୋଧରେ ଉପଜିଲାପାଳ ଗୋପୀନାଥ କୁଅଁର...

ମାଲକାନଗିରିରେ କଂଗ୍ରେସର ମାଲା ମାଢ଼ି ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନମଣ୍ଡଳୀର ତୃତୀୟ ରାଉଣ୍ଡରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ଥିବାବେଳେ ଚତୁର୍ଥ ରାଉଣ୍ଡରେ ଆଗେଇଛନ୍ତି କଂଗ୍ରେସର ମାଲା ମାଢ଼ି। ୩ୟ...

ମାଟି ଚୋରା ଚାଲାଣ ବେଳେ ଚଢ଼ାଉକୁ ନେଇ ସନ୍ଦେହ

ଅନୁଗୋଳ ଅଫିସ, ୬।୧୧-ବଅଁରପାଳ ବ୍ଲକ କୁଇଓ ଠାରେ ୫ଟି ଟିପ୍ପର ସହ ଗୋଟିଏ ଜେସିବି ମେଶିନ୍‌ ଦ୍ୱାରା ମାଟି ଚୋରା ଚାଲାଣ ହେଉଥିବା ବେଳେ ମଙ୍ଗଳବାର...

୩ ଥାନା ଅଞ୍ଚଳରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ଅନୁଗୋଳ ଅଫିସ, ୩ା୩: ଅନୁଗୋଳ ଜିଲାରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଯାଇଛି। ଜିଲାରେ ନୂତନ ଏସ୍‌ପି ଭାବେ ସୁଧାଂଶୁ ଶେଖର ମିଶ୍ର ଯୋଗଦେବା ପରେ ଏକ ବଡ଼...

ତପ୍ତପାଣି ଘାଟିରେ ବସ୍‌ ଦୁର୍ଘଟଣାଗ୍ରସ୍ତ: ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ, ୨ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ବୁଧବାର ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିବା ଯୋଗୁ ୮ଜଣଙ୍କ ମୃତ୍ୟୁ ଘଟିଛି। ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ରୋଜଗାର ପାଇଁ ଜୀବିକା ବଦଳାଉଛନ୍ତି କ୍ଷୁଦ୍ର ବ୍ୟବସାୟୀ

ବୁଗୁଡା,୧ା୫(ଡି.ଏନ୍‌.ଏ.)- ବୁଗୁଡା ସହର ତଥା ଆଖପାଖ ଅଞ୍ଚଳରେ କରୋନା ସଂକ୍ରମଣକୁ ପ୍ରତିହତ ପାଇଁ ମାସେ ହେଲା ଲକ୍‌ଡାଉନ କଟକଣା ଜାରି ହୋଇଛି। ଏଥି ନିମନ୍ତେ ବହୁ...

ସୋମବାର ମହାବିଷୁବ ସଂକ୍ରାନ୍ତି: ଆରଡ଼ିରେ ହେବନାହିଁ ଜଳଲାଗି

ଆରଡ଼ି,୧୨ା୪(ଡି.ଏନ୍‌.ଏ) : ସୋମବାର ମହାବିଷୁବ ସଂକ୍ରାନ୍ତି। ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ଚଳିତବର୍ଷ ହେବ ନାହିଁ ଭକ୍ତଙ୍କ ସମାଗମ। ଲକ୍‌ଡାଉନ୍‌ ହୋଇଥିବାରୁ ୧୯ଦିନ ହେଲା...

Advertisement
Archives

Model This Week