୫ ଦଫା ଦାବିରେ ନିଖିଳ ଓଡ଼ିଶା କେନ୍ଦ୍ର ସମବାୟ ବ୍ୟାଙ୍କ କର୍ମଚାରୀଙ୍କ ଆନ୍ଦୋଳନ : ଦାବି ପୂରଣ ନ ହେଲେ କାର୍ଯ୍ୟବନ୍ଦ ଆନ୍ଦୋଳନ ଚେତାବନୀ

କେନ୍ଦୁଝର,୧୪।୬(ସ୍ବ.ପ୍ର.): ୫ ଦଫା ଦାବିରେ ନିଖିଳ ଓଡ଼ିଶା କେନ୍ଦ୍ର ସମବାୟ ବ୍ୟାଙ୍କ କର୍ମଚାରୀ ମହାସଂଘ ଆହ୍ବାନରେ ଶୁକ୍ରବାର କେନ୍ଦୁଝର ମୁଖ୍ୟ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ ହୋଇଛି। ଏହା ଅଧୀନରେ ଥିବା ଜିଲାର ୧୫ ଶାଖାରେ କାର୍ଯ୍ୟ କରୁଥିବା ସମସ୍ତ କର୍ମଚାରୀ କଳାବ୍ୟାଜ ପରିଧାନ କରି ଆନ୍ଦୋଳନ କରିଛନ୍ତି। ସମସ୍ତ କର୍ମଚାରୀଙ୍କୁ ସପ୍ତମ ବେତନ କମିଶନ ହାରରେ ଦରମା, ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ ଅନୁଯାୟୀ ବର୍ଦ୍ଧିତ ଘରଭଡା, ଖାଲି ପଡିଥିବା ପଦବୀ ପୂରଣ, ସମବାୟ କ୍ଷେତ୍ରରେ ଦ୍ୱିସ୍ତରୀୟ ବ୍ୟାଙ୍କ ପୁନର୍ଗଠନ ଦିଗରେ ପଦକ୍ଷେପ ନେବା ଆଦି ଦାବିରେ ଏହି ଆନ୍ଦୋଳନ ହୋଇଛି। ଦାବି ପୂରଣ ନ ହେଲେ ବାଧ୍ୟ ହୋଇ ଆସନ୍ତା ୧୮ ରୁ ୨୦ ତାରିଖ ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ ବୋଲି ଜିଲା ସଂଘର ସଭାପତି ଇନ୍ଦ୍ରାବତୀ ପାଢୀ, ଉପ ସଭାପତି ଅନିଲ ସାହୁ ଓ ସାଧାରଣ ସମ୍ପାଦକ ଆଲୋକ ବଳ ଚେତାବନୀ ଦେଇଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ଲଘୁଚାପ: ରଥଯାତ୍ରାରେ ଅତି ପ୍ରବଳ ବର୍ଷା, ଆହୁରି ୪ ଦିନ ହାଇଆଲର୍ଟ!

ଭୁବନେଶ୍ୱର,୧୫।୭: ପାଣିପାଗକୁ ନେଇ ବଡ଼ ଖବର । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ରଥଯାତ୍ରା ପୂର୍ବରୁ ପାଣିପାଗରେ ବଡ଼ ପରିବର୍ତ୍ତନ । ରାଜ୍ୟର ବିଭିନ୍ନ ସ୍ଥାନରେ…

ଛେଳି ଚରାଳିଙ୍କୁ ମାରି ଖାଇଥିଲା ଭାଲୁ, ଶେଷରେ ନିଜେ ମଲା

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମୀ ଶ୍ମଶାନରୁ ବନ ବିଭାଗ ଦ୍ୱାରା କାବୁ ହୋଇଥିବା ରକ୍ତମୁଖା ନରହନ୍ତା ଭାଲୁର ବିଳମ୍ବିତ ରାତିରେ ମୃତ୍ୟୁ…

ସମୁଦ୍ରରେ ଟ୍ରଲର ଦୁର୍ଘଟଣା, ମିଳିଲା ଆଉ ଏକ ମତ୍ସ୍ୟଜୀବୀଙ୍କ ମୃତଦେହ

ଭୋଗରାଇ,୧୫।୭( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ମା କାଳୀ ନାମକ ଟ୍ରଲର ଦୁର୍ଘଟଣାରେ ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୧ ୩ ତାରିଖରେ ଦକ୍ଷିଣ…

ବଲାଙ୍ଗୀରରେ ଚାଞ୍ଚଲ୍ୟ, ମହିଳାଙ୍କୁ ଛୁରି ଭୁସିବା ପରେ ନିସ୍ତୁକ ମାଡ଼ରେ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

ବେଲପଡ଼ା/ବଲାଙ୍ଗୀର,୧୫।୭(ମନୋଜ କୁମାର ମିଶ୍ର/ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଅଞ୍ଚଳରେ ବୁଧବାର ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଜଣେ ଯୁବକ ପ୍ରଥମେ ଜଣେ…

ଏଥାନଲ୍ ମିଶ୍ରିତ ପେଟ୍ରୋଲ ପସନ୍ଦ ନୁହେଁ ତ ଅଧିକ ଟଙ୍କା ଦିଅ, ଶୁଦ୍ଧ ପେଟ୍ରୋଲ କିଣ: ନିତିନ ଗଡ଼କରୀ

ନୂଆଦିଲ୍ଲୀ,୧୫।୭: ଏଥାନଲ ମିଶ୍ରିତ ପେଟ୍ରୋଲ (E୨୦) କୁ ନେଇ ଚାଲିଥିବା ବିବାଦ ଓ ଆଶଙ୍କା ଉପରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ…

TMCରେ ବଡ଼ ବିଦ୍ରୋହ! ପତ୍ନୀଙ୍କୁ ED ସମନର ଦିନକ ପରେ ମମତାଙ୍କ ହାତ ଛାଡ଼ିଲେ ମଦନ ମିତ୍ର

କୋଲକାତା,୧୫।୭: ପଶ୍ଚିମବଙ୍ଗର ରାଜନୀତିରେ ହଲଚଲ୍ ଦେଖାଯାଉଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଶ୍ୱସ୍ତ ସହଯୋଗୀ ମଦନ ମିତ୍ର, ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମସି ଗୋଷ୍ଠୀରେ…

ବିଜୁଳି ଘଡ଼ଘଡ଼ିରେ ଭାଙ୍ଗିଲା ମନ୍ଦିର ଦଧିନଉତି, ଲୋକେ କହିଲେ…

ଖଣ୍ଡପଡ଼ା,୧୫।୭(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା, ପବନରେ ଏକ ଅଘଟଣ ସାମ୍ନାକୁ ଆସିଛି। ଘଡ଼ଘଡ଼ି, ବର୍ଷା, ପବନରେ…

ଏହି ଦିନ ଆକାଶରେ ଦେଖାଦେବ ଅଦ୍ଭୁତ ଦୃଶ୍ୟ, ଘୋଟିଆସିବ ଅନ୍ଧାର, ଆଉ ତା’ ପରେ…

ଅଗଷ୍ଟ ହେଉଛି ଜ୍ୟୋତିର୍ବିଜ୍ଞାନ ଘଟଣା ପ୍ରତି ଆଗ୍ରହୀ ଲୋକଙ୍କ ପାଇଁ ଏକ ବିଶେଷ ମାସ। ଏହି ମାସରେ ଅନେକ ମହାକାଶୀୟ ଘଟଣା ଦେଖାଯିବ। ଅଗଷ୍ଟ ୧୨ରେ ସୂର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri