Posted inଜାତୀୟ

୫ ଦିନିଆ ଭାରତ ଗସ୍ତରେ ସୁଇଡେନର ରାଜ ଦମ୍ପତ୍ତି

ନୂଆଦିଲ୍ଲୀ,୨।୧୨: ସୁଇଡେନର ରାଜା ଗୁସ୍ତାଫ ଓ ରାଣୀ ସିଲଭିୟା ୫ ଦିନିଆ ଗସ୍ତରେ ସୋମବାର ଭାରତକୁ ଆସିଛନ୍ତି। ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ସୁଇଡେନର ରାଜଦମ୍ପତିଙ୍କୁ ଭେଟି ଭବ୍ୟ ସ୍ବାଗତ ଜଣାଇଛନ୍ତି। ରାଜା ଗୁସ୍ତାଫ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ରାଜଦମ୍ପତ୍ତି ମୁମ୍ବାଇ ଓ ଉତ୍ତରାଖଣ୍ଡ ଗସ୍ତ କରିବେ ବୋଲି ଜଣାପଡ଼ିଛି। ଏଥିସହ ସେମାନେ ଦିଲ୍ଲୀର ଜାମା ମସ୍‌ଜିଦ, ଲାଲ କିଲ୍ଲା ଓ ଗାନ୍ଧୀ ସ୍ମୃତି ସ୍ଥଳ ପରିଭ୍ରମଣ କରିଛନ୍ତି। ରାଜାଙ୍କ ସହ ଏକ ପ୍ରତିନିଧିମଣ୍ଡଳ ମଧ୍ୟ ଆସିଥିବା ବେଳେ ତାଙ୍କର ଏହା ତୃତୀୟ ଭାରତ ଗସ୍ତ ବୋଲି ଜଣାପଡ଼ିଛି। ଉକ୍ତ ଗସ୍ତରେ ଦୁଇ ଦେଶର ସମ୍ପର୍କକୁ ମଜଭୁତ କରିବା ପାଇଁ ଦ୍ୱିପାକ୍ଷିକ ଆଲୋଚନା ହେବା ସହ କିଛି ଚୁକ୍ତି ମଧ୍ୟ ସ୍ବାକ୍ଷରିତ ହୋଇପାରେ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୌଣସି ପ୍ରମାଣ ନାହିଁ… ୧୧ ବର୍ଷ ପୁରୁଣା ମାମଲାରେ ମନମୋହନ ସିଂଙ୍କୁ କ୍ଲିନଚିଟ୍

ନୂଆଦିଲ୍ଲୀ,୨୯ା୭: କୋଇଲା ବ୍ଲକ ଆବଣ୍ଟନ ମାମଲାରେ ସ୍ବର୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିରୋଧରେ ଜାରି ସମନକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମୃତ୍ୟୁର…

ସିଭିଲ କୋର୍ଟ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି ପାଳନରେ ସମ୍ବର୍ଦ୍ଧିତ ହେଲେ ୩ ମାଜିଷ୍ଟ୍ରେଟ୍‌

ଦିଗପହଣ୍ଡି,୨୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଗତ ୨୦୨୫ ଜୁଲାଇ ୨୯ରେ ନୂତନ ଭାବେ ଦେଓ୍ବାନୀ କୋର୍ଟ (ସିଭିଲ ଜଜ ସିନିୟର ଡିଭିଜନ) ଶୁଭାରମ୍ଭ ହୋଇଥିଲା।…

ବଢୁଛି ସାପ ଆତଙ୍କ: ଅଧ୍ୟାପକଙ୍କ ଘରେ ବିରାଟ ନାଗ, ଆଉ ତା’ ପରେ……

ଭଞ୍ଜନଗର,୨୯ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଆଜକୁ କିଛିଦିନ ହେବ ମଝିରେ ମଝିରେ ବର୍ଷା ହେଉଛି। ତେଣୁ ଖାଲଖମାଗୁଡ଼ିକ ପାଣିରେ ଭର୍ତ୍ତି ହୋଇଥିବା ଯୋଗୁ ସାପ…

ବିରୋଧୀଙ୍କ ହଙ୍ଗାମା ମଧ୍ୟରେ ଲୋକ ସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ବିଲ୍

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ଆଣ୍ଟି ପେପର ଲିକ୍ ବିଲ୍ ପାରିତ ହୋଇଛି । ପରୀକ୍ଷାରେ ସଂସ୍କାର ନେଇ ଆସିଥିବା ବିଲ୍ ପାରିତ ହୋଇଛି । ପରୀକ୍ଷାରେ ପେପର…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୯ା୭: ବନ୍ୟା ପ୍ରଭାବିତ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଜିଲାପାଳମାନଙ୍କୁ ସ୍କୁଲ ଛୁଟି ଘୋଷଣା ସମ୍ପର୍କିତ…

ଲଗାଣ ବର୍ଷାରେ ପଦ୍ମପୁର ସହର ବେହାଲ: ୱାର୍ଡ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କଲେ ବିଧାୟିକା

ପଦ୍ମପୁର,୨୯।୭(ପ୍ରଦୀପ୍ତ ଦାଶ): ଲଗାଣ ବର୍ଷାରେ ପଦ୍ମପୁର ସହରର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ପଦ୍ମପୁରରେ ୧୪୮ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ ବର୍ତ୍ତମାନ…

୬୬ ଜଣଙ୍କୁ ଚୋରି ମୋବାଇଲ ଫେରାଇଲା ଛତ୍ରପୁର ଉପଖଣ୍ଡ ପୋଲିସ

ଛତ୍ରପୁର,୨୯।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଦାରା ଛତ୍ରପୁର ଉପଖଣ୍ଡ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜାମ ଜିଲା ଆରକ୍ଷୀ ଅଧିକ୍ଷକ ହରିଶ ବି.…

ରାଜ୍ୟ ସରକାରୀ କର୍ମଚାରୀଙ୍କ ବଲ୍ଲେ ବଲ୍ଲେ! କେନ୍ଦ୍ର କର୍ମଚାରୀଙ୍କ ଭଳି ବଢିବ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୨୯ା୭: ପଶ୍ଚିମବଙ୍ଗର ହଜାର ହଜାର ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁବ୍‌ ଭଲ ଖବର ସାମ୍ନାକୁ ଆସିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମହଙ୍ଗା ଭତ୍ତା (DA) କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri