Posted inଜାତୀୟ

୫ ପଡ଼ୋଶୀ ରାଷ୍ଟ୍ରକୁ ଅଭିନନ୍ଦନ ଜଣାଇଲେ ମୋଦି

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ତାନ ବ୍ୟତୀତ ଅନ୍ୟ ୫ଟି ପଡୋଶୀ ଦେଶର ୭ ଜଣ ନେତାଙ୍କୁ ଫୋନ୍‌ ଯୋଗେ ଅଭିନନ୍ଦନ ଜଣାଇଛନ୍ତି। ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ ଭାରତବାସୀଙ୍କ ତରଫରୁ ନବବର୍ଷର ଅଭିନନ୍ଦନ ଜଣାଇ ମୋଦି କହିଥିଲେ, ଦୁଇ ଦେଶ ମଧ୍ୟରେ ସମ୍ପର୍କ ବଢ଼ାଇବା ତାଙ୍କ ସରକାରର ପ୍ରାଥମିକତା। ସେହିପରି ଭୁଟାନ ରାଜା ଜିଗ୍‌ମେ ଖେସର ନାମଗ୍ୟାଲ ଓ୍ବାଙ୍ଗ୍‌ଚୁକ୍‌, ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି, ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପାକ୍‌ସେ, ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍‌ସେ, ମାଳଦ୍ୱୀପ ରାଷ୍ଟ୍ରପତି ଇବ୍ରାହିମ୍‌ ମହମ୍ମଦ ସୋଲିଙ୍କୁ ମୋଦି ଅଭିନନ୍ଦନ ଜଣାଇଥିଲେ। ପଡୋଶୀ ଦେଶଗୁଡ଼ିକ ଭାରତ ସହ ସମ୍ପର୍କ ଦୃଢ଼ୀଭୂତ କରିବା ନେଇ ଆଗ୍ରହ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

ମୁଥୁଟ ଫିନକର୍ପ (Muthoot Fincorp) ସହିତ ଏକ ନୂତନ ଅଧ୍ୟାୟ ଆରମ୍ଭ କରିଛି BCCI, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୨୭।୯: ଭାରତୀୟ କ୍ରିକେଟ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ, ‘ମୁଥୁଟ ଫିନକର୍ପ ଲିମିଟେଡ’ (Muthoot Fincorp Limited) ଭାରତରେ ଖେଳାଯାଉଥିବା ଘରୋଇ କ୍ରିକେଟ ମ୍ୟାଚଗୁଡ଼ିକ ପାଇଁ…

ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ସ୍ଲୁଇସ୍‌ ଗେଟ୍‌: ମୋଟ ୨୬ଟି ଗେଟ୍‌ରେ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର, ୨୭/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବଢ଼ିବାରୁ ରୁଲ୍‌କର୍ଭର ଉତ୍ତମ ପରିଚାଳନା ସ୍ୱରୂପ ରବିବାର ପର୍ଯ୍ୟାୟକ୍ରମେ ଆଉ ୬ଟି ସ୍ଲୁଇସ୍‌…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର…

ଏଣିକି ୨୮ଦିନିଆ ନୁହେଁ ୩୦ଦିନ ରହିବ ରିଚାର୍ଜ ପ୍ଲାନ! ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍‌ଲୀ,୨୭।୯: ଦେଶର କୋଟି କୋଟି ମୋବାଇଲ ଉପଭୋକ୍ତାଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (TRAI) ନିୟମରେ ଏକ…

AIକୁ ନେଇ ବିଲ ଗେଟ୍ସଙ୍କ ଚେତାବନୀ, କହିଲେ ‘କୋଟି କୋଟି ଲୋକଙ୍କର ହେବ ମୃତ୍ୟୁ’, ଚିନ୍ତାରେ ସାରା ବିଶ୍ୱ!

ଓ୍ବାଶିଂଟନ,୨୭।୯: କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବୃଦ୍ଧି ପାଉଥିବା ଶକ୍ତି ଏବଂ ଏହାର ବିପଦପୂର୍ଣ୍ଣ ପରିଣାମ ସମ୍ପର୍କରେ ସାରା ବିଶ୍ୱରେ ପୁଣି ଥରେ ଏକ ବଡ଼ ବିତର୍କ…

ପିତୃ ପକ୍ଷରେ ଚମକିବ ଏହି ୫ ରାଶିର ଭାଗ୍ୟ, ଧନ ସହ ମିଳିବ କ୍ୟାରିୟରରେ ବଡ଼ ସଫଳତା

ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, ପିତୃ ପକ୍ଷର ସମୟ ପିତୃପୁରୁଷଙ୍କ ତର୍ପଣ ଏବଂ ଶ୍ରାଦ୍ଧ ପାଇଁ ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ। ପିତୃ ପକ୍ଷ ୨୬ ସେପ୍ଟେମ୍ୱରରୁ…

ନାବାଳକଙ୍କୁ ହତ୍ୟା କରି ଦୁଇ କୋଠା ମଝିରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ସମ୍ବଲପୁର,୨୭ା୯(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଢିପାପଡ଼ା ଅଞ୍ଚଳରେ ରବିବାର ସକାଳେ ଏକ ନାବାଳିକଙ୍କ ମୃତଦେହକୁ ଠାବ କରିଛି ପୋଲିସ। ଉଦ୍ଧାର ମୃତଦେହଟି ଓ୍ବାନ୍‌ ଆର୍‌ କଲୋନୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?