୫ ବଖରା ଜଳିଗଲା

ରୂପ୍‌ସା, ୧୪ା୪(ଡି.ଏନ୍‌.ଏ.)-ବାଲେଶ୍ୱର ସଦର ବ୍ଲକ ଆଙ୍କୋ ପଞ୍ଚାୟତ ଅନ୍ତର୍ଗତ ଆଘିରିଆ ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ୩ ପରିବାରର ୫ ବଖରା ବାସଗୃହ ଭସ୍ମୀଭୂତ ହେବା ସହ ୮ଲକ୍ଷ ଟଙ୍କାର ସମ୍ପତ୍ତି ଜଳି ଛାରଖାର ହୋଇଯାଇଛି। ପ୍ରହ୍ଲାଦ ଦାସଙ୍କର ୨ ବଖରା, ଅର୍ଜୁନ ଦାସଙ୍କର ୨ ବଖରା ଓ ଗଜାନନ ଦାସଙ୍କର ୧ ବଖରା ଘର ବିଦ୍ୟୁତ୍‌ ସଟସର୍କିଟ୍‌ରୁ ନିଆଁ ଲାଗିଯାଇଥିଲା। ବସ୍ତା ଅଗ୍ନିଶମ ବିଭାଗ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନି ବିପନ୍ନ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri