Posted inଜାତୀୟ

୫ ବର୍ଷରେ ଉପସାଗରୀୟ ଅଞ୍ଚଳରେ : ଗଲାଣି ୩୪ ହଜାର ଭାରତୀୟଙ୍କ ଜୀବନ

ହାଇଦ୍ରାବାଦ,୨୩ା୧୧: ଉପସାଗରୀୟ ରାଷ୍ଟ୍ର କୁଏଟ୍‌, ସୌଦି ଆରବ, ବାହାରିନ୍‌, କାତାର, ଓମାନ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ଦିନକୁ ହାରାହାରି ୧୫ ଭାରତୀୟ ପ୍ରାଣ ହରାଉଛନ୍ତି। ବହିର୍ବ୍ୟାପାର ମନ୍ତ୍ରଣାଳୟ ତଥ୍ୟ ଅନୁଯାୟୀ ୨୦୧୪ରୁ ଇତିମଧ୍ୟରେ ଅର୍ଥାତ୍‌ ୫ ବର୍ଷ ମଧ୍ୟରେ ଏହି ୬ଟି ଦେଶରେ ମୋଟ ୩୩,୯୮୮ ଭାରତୀୟଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରୁ କେବଳ ତେଲଙ୍ଗାନାରୁ ୧୨୦୦ ଲୋକ ପ୍ରାଣ ହରାଇଥିବା ଜଣାପଡିଛି। ଗତବର୍ଷ ଉପସାଗରୀୟ ଅଞ୍ଚଳରେ ୪୮୨୩ ଜଣଙ୍କ ମୃତ୍ୟୁ ହୋଇଥିଲା। ଲୋକ ସଭାରେ କଂଗ୍ରେସ ଏମ୍‌ପି ଏନ୍‌. ଉତ୍ତମ କୁମାର ରେଡ୍ଡୀଙ୍କ ଏ ସମ୍ପର୍କିତ ପ୍ରଶ୍ନର ଉତ୍ତରରେ ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭି. ମୁରଲୀଧରନ୍‌ ଉପରୋକ୍ତ ତଥ୍ୟ ଦେଇଥିଲେ। ସୌଦି ଆରବ ଏବଂ ୟୁଏଇରେ ସର୍ବାଧିକ ଭାରତୀୟଙ୍କ ମୃତ୍ୟୁ ଘଟିଛି।
ଚଳିତ ବର୍ଷ ଅକ୍ଟୋବର ସୁଦ୍ଧା ଉପସାଗରୀୟ ଅଞ୍ଚଳରେ ରହିଥିବା ପ୍ରବାସୀ ଭାରତୀୟଙ୍କଠାରୁ ବହିର୍ବ୍ୟାପାର ମନ୍ତ୍ରଣାଳୟ ୧୫,୦୫୧ଟି ଅଭିଯୋଗ ପାଇଛି। ଏଜେଣ୍ଟଙ୍କ ଦ୍ୱାରା ନିଯୁକ୍ତିରେ ଠକେଇକୁ ନେଇ ଅଧିକାଂଶ ଅଭିଯୋଗ ଆସିଥିବା ମୁରଲୀଧରନ କହିଛନ୍ତି। ବେତନ ନ ମିଳିବା, ଆଇନଗତ ଶ୍ରମ ଅଧିକାର ଏବଂ ଅନ୍ୟାନ୍ୟ ସୁବିଧା ସୁଯୋଗ ନ ମିଳିବା ଆଦି ଅଭିଯୋଗ ମଧ୍ୟ ମନ୍ତ୍ରଣାଳୟର ହସ୍ତଗତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପକ୍ଷରୁ ମିଶ୍ରଣ ପର୍ବ: ୭୦୦ରୁ ଅଧିକ ଜଣ ସାମିଲ

ହାଟଡିହୀ/ଛେନାପଦୀ, ୨୨।୫ (ଶୁଭକାନ୍ତ ନାୟକ / ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀଠାରେ ଭାଜପା ପକ୍ଷରୁ ବିଧାନସଭା ନେତା ଆଲୋକ ସେଠୀଙ୍କ ନେତୃତ୍ୱରେ…

ଜଙ୍ଗଲରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଅଂଶୁଘାତ ସନ୍ଦେହ, : ବନ୍ୟ ପ୍ରାଣୀ ଖାଉଥିବା ଦେଖି…

ଆନନ୍ଦପୁର/ହାଟଡିହୀ, ୨୨।୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରେ ଗତ ଗୁରୁବାରଠାରୁ ନିଖୋଜ ଥିବା ଗଙ୍ଗାଧର…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଉଦ୍‌ଘାଟିତ ୬୯୨ ପେନ୍‌ସନ, ଭବିଷ୍ୟନିଧି ଅଭିଯୋଗର ଶୁଣାଣି

କୋରାପୁଟ,୨୨ା୫(ଅମିତାଭ ବେହେରା)-କୋରାପୁଟ ସଦ୍‌ଭାବନା ଗୃହରେ ୨ଦିନିଆ ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପେନ୍‌ସନ ଓ ଭବିଷ୍ୟନିଧି ସମ୍ବନ୍ଧୀୟ ବକେୟା…

କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର

ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ…

ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…

ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଜିଲା ଆଇନ ସେବା ପ୍ରାଧିକରଣ: ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ କାର୍ଯ୍ୟକ୍ରମ

ଛତ୍ରପୁର,୨୨ା୫ (ଦିଲ୍ଲୀପ ସାମଲ): ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଛତ୍ରପୁର ସ୍ଥିତ ବିଜ୍ଞାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri