Posted inଜାତୀୟ

୫ ବର୍ଷରେ ଏକ କୋଟିରୁ ଅଧିକ ଗଛ କାଟିଛନ୍ତି କେନ୍ଦ୍ର ସରକାର: କଂଗ୍ରେସ

ନୂଆଦିଲ୍ଲୀ,୨୭।୭: କେନ୍ଦ୍ର ସରକାର ପରିବେଶ ସୁରକ୍ଷା ପରିବର୍ତ୍ତେ ଏହାକୁ ନଷ୍ଟ କରି ଚାଲିଛନ୍ତି। ଗତ ୫ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଏକ କୋଟିରୁ ଅଧିକ ଗଛ କଟାଇଛନ୍ତି। ଏନେଇ ଶନିବାର କଂଗ୍ରେସ ପ୍ରବକ୍ତା ରଣଦୀପ୍‌ ସୁରେଜଓ୍ବାଲା କହିଛନ୍ତି। ଏହି ସମୟ ମଧ୍ୟରେ ସରକାର ଏକ କୋଟି ୯ ଲକ୍ଷ ୭୫ ହଜାର ୮ ଶହ ୪୪ ଗଛ କାଟିଥିବା ସେ ଟୁଇଟ୍‌ କରି ଜଣାଇଛନ୍ତି। ଏହାଦ୍ୱାରା ପରିବେଶୀୟ ସନ୍ତୁଳନ ବିଗିଡ଼ିଯିବାର ଆଶଙ୍କା ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୧ ଜୁଲାଇ ପର୍ଯ୍ୟନ୍ତ ଓ୍ବାନ୍‌ ନେଶନ୍‌-ଓ୍ବାନ୍‌ ରାଶନ କାର୍ଡ ସୁବିଧା ପାଇଁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୯।୬: ଭାରତରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ପ୍ରବାସୀ ଶ୍ରମିକଙ୍କ ସୁବିଧା ପାଇଁ ଦେଶରେ ଓ୍ବାନ୍‌ ନେଶନ୍‌-ଓ୍ବାନ୍‌ ରାଶନ କାର୍ଡ...

ପ୍ରକାଶ ପାଇଲା ଜେଇଇ ଆଡଭାନ୍ସ ପରୀକ୍ଷା ଫଳ

ନୂଆଦିଲ୍ଲୀ,୧୪।୬: ମେ ୨୭ରେ ଅନୁଷ୍ଠିତ ହୋଇଥିବା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଆଡଭାନ୍ସଡ ରେଜଲ୍ଟ ପ୍ରକାଶ ପାଇଛି। ଏଥିରେ ମହାରାଷ୍ଟ୍ରର କାର୍ତ୍ତିକେୟ ଗୁପ୍ତା ୩୬୦ରୁ ୩୩୭...

ଏନ୍‌ପିଡିଆର୍‌ଆର୍‌ ପୁନର୍ଗଠିତ

ନୂଆଦିଲ୍ଲୀ,୭ା୩(ପି.ଟି.): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଅଧ୍ୟକ୍ଷତାରେ ବିପର୍ଯ୍ୟୟ ବିପଦ ପ୍ରଶମନ ଜାତୀୟ ମଞ୍ଚ (ଏନ୍‌ପିଡିଆର୍‌ଆର୍‌) ଗଠନ କରାଯାଇଛି। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ପ୍ରତିରକ୍ଷା ମନ୍ତ୍ରୀ...

ପଶ୍ଚିମବଙ୍ଗରେ ରହୁଥିବା ସବୁ ବାଂଲାଦେଶୀ ଭାରତୀୟ: ମମତା

କାଲିଆଗଞ୍ଜ, ୪ା୩ (ପି.ଟି.): ବାଂଲାଦେଶରୁ ଆସି ପଶ୍ଚିମବଙ୍ଗରେ ରହୁଥିବା ଓ ଏଠାରେ ଭୋଟ ଦେଇଆସୁଥିବା ଲୋକମାନେ ଭାରତୀୟ ନାଗରିକ। ସେମାନଙ୍କୁ ନାଗରିକତା ପାଇଁ ପୁଣିଥରେ ଆବେଦନ...

ଫିଲ୍ମ‘ପୁଷ୍ପା’ର ମିମ୍‌ସ ଶେୟାର କଲା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୯।୧: ସାଉଥ୍‌ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ-ରଶ୍ମିକା ମନ୍ଦାନାଙ୍କ ଅଭିନୀତ ଫିଲ୍ମ‘ପୁଷ୍ପା’କୁ ନେଇ ଦର୍ଶକଙ୍କ ମଧ୍ୟରେ କ୍ରେଜ୍‌ ରହିଛି। ଏହି ଫିଲ୍ମକୁ ସୋସିଆଲ ମିଡିଆରେ ଅନେକ ମିମ୍‌ସ...

ସକ୍ରିୟ ମାମଲା ୪୮ ହଜାର ମୁହାଁ …

ନୂଆଦିଲ୍ଲୀ, ୧୩।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

କରୋନା ନୂଆ ଷ୍ଟ୍ରେନ୍‌: ଅଧିକ ମାରାତ୍ମକ ହେବା ଆଶଙ୍କା

ନୂଆଦିଲ୍ଲୀ,୨୪।୨: ଦେଶରେ ପୁଣି କରୋନା ଆତଙ୍କ ଆରମ୍ଭ ହୋଇଛି। ମହାରାଷ୍ଟ୍ର,କେରଳ ଏବଂ ତେଲଙ୍ଗାନାରେ କରୋନାର ନୂଆ ଷ୍ଟ୍ରେନ୍‌ ଚିହ୍ନଟକ ହୋଇଛି। ଭାରତରେ ମିଳିଥିବା ନୂଆ ଷ୍ଟ୍ରେନ୍‌...

ପ୍ରୟାଗରାଜକୁ ପୂରିଲା ବର୍ଷେ

ପ୍ରୟାଗରାଜ,୧୮।୧୦: ଧାର୍ମିକ ଓ ରାଜନୈତିକ ସ୍ତରରେ ଦେଶରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଆହ୍ଲାବାଦର ନାମ ପରିବର୍ତ୍ତନକୁ ଶୁକ୍ରବାର ବର୍ଷେ ପୂରିଛି। ୨୦୧୮ ଅକ୍ଟୋବର...

Advertisement
Archives

Model This Week