୫ ବର୍ଷରେ ହରିୟାଣା କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସମ୍ପତ୍ତି ହୋଇଛି ୨ ଗୁଣା: ମହାରାଷ୍ଟ୍ରରେ ବଢ଼ିଛି ୬୨ ପ୍ରତିଶତ

ନୂଆଦିଲ୍ଲୀ,୧୯।୧୦: ହରିୟାଣାରେ ଗତ ୫ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟରଙ୍କ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସମ୍ପତ୍ତି ଦୁଇଗୁଣା ବଢ଼ିଛି। ଅପରପକ୍ଷରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ାନଭୀସ୍‌ଙ୍କ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସମ୍ପତ୍ତି ୬୨ ପ୍ରତିଶତ ବୃଦ୍ଧି ପାଇଛି। ଏହା ମହାରାଷ୍ଟ୍ରର ୨୫ରୁ ୧୭ ଜଣ ଏବଂ ହରିୟାଣାର ୯ରୁ ୭ ଜଣ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସତ୍ୟପାଠରୁ ଜଣାପଡ଼ିଛି। ୨୦୧୪ରେ ହରିୟାଣାର ସମସ୍ତ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ମୋଟ ସମ୍ପତ୍ତି ପରିମାଣ ୯୦ କୋଟି ଥିଲା। ୨୦୧୯ରେ ଏହା ୧୦୬ ପ୍ରତିଶତ ବଢ଼ି ୧୮୬ କୋଟି ଟଙ୍କାରେ ପହଞ୍ଚିଛି। ସେହିପରି ମହାରାଷ୍ଟ୍ରର ସମସ୍ତ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ମୋଟ ସମ୍ପତ୍ତି ୨୦୧୪ରେ ୧୭୫ କୋଟି ଥିଲା। ୨୦୧୯ରେ ଏହା ୬୨ ପ୍ରତିଶତ ବଢ଼ି ୨୮୪ କୋଟି ଟଙ୍କା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦୋରରେ କରୋନା ସୁସ୍ଥ ହାର ୬୪ ପ୍ରତିଶତରୁ ଅଧିକ: ଶିବରାଜ

ଇନ୍ଦୋର,୮।୬: ମଧ୍ୟ ପ୍ରଦେଶର ଇନ୍ଦୋର ଜିଲାରେ କରୋନା ପରିସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ସୋମବାର ଏକ ବୈଠକର ଆୟୋଜନ କରିଥିଲେ। ଜିଲାପାଳଙ୍କ କାର୍ଯ୍ୟାଳୟରେ...

ଘାତକ ହେଲାଣି ସିଏଏ ନିଆଁ: ପୋଲିସ ଗୁଳିରେ ଟଳିଲେ ୩ ବିକ୍ଷୋଭକାରୀ

ମାଙ୍ଗାଲୁରୁ/ଲକ୍ଷ୍ନୌ, ୨୦।୧୨:ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧକରି ଦେଶବ୍ୟାପୀ ମୁଣ୍ଡଟେକିଥିବା ଆନ୍ଦୋଳନର ନିଆଁ ଘାତକ ହେଲାଣି। କର୍ନାଟକର ମାଙ୍ଗାଲୁରୁ ଓ ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ଗୁରୁବାର ବିକ୍ଷୋଭ...

ମନ୍ତ୍ରୀଙ୍କୁ କାମୁଡିଦେଲା ମୂଷା

ଲକ୍ଷ୍ନୌ,୨।୫: ଉତ୍ତର ପ୍ରଦେଶର କ୍ରୀଡ଼ା ମନ୍ତ୍ରୀ ଗିରିଶ ଚନ୍ଦ୍ର ଯାଦବଙ୍କ ସହ ଏକ ଅଜବ ଘଟଣା ଘଟିଛି। ଶୋଇଥିବା ସମୟରେ ତାଙ୍କୁ ମୂଷା କାମୁଡ଼ି ଦେଇଛି।...

ଟ୍ରକ-ବସ୍‌ ମୁହାଁମୁହିଁ, ୫ ଜୀବନ୍ତ ଦଗ୍ଧ …

ଜୟପୁର,୧୦।୧୧: ରାଜସ୍ଥାନର ବାଡ଼ମେର୍‌-ଯୋଧପୁର ହାଇଓ୍ବେରେ ଭାଣ୍ଡିଆଓ୍ବାସ୍‌ ଗାଁ ନିକଟରେଏକ ଟ୍ରକ ଏବଂ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଘଟଣାସ୍ଥଳରେ ୫ ଜଣ ଲୋକ...

ସ୍ଥିର ଅଛି ମୁଲାୟମଙ୍କ ସ୍ୱାସ୍ଥ୍ୟାବସ୍ଥା, ସିସିୟୁରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୪ ।୧୦: ସମାଜବାଦୀ ପାର୍ଟିର ସଂରକ୍ଷକ ମୁଲାୟମ ସିଂ ଯାଦବ ଏବେ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏବେ ତାଙ୍କର ସ୍ୱାସ୍ଥାବସ୍ଥା ଗୁରୁତର...

କମ୍ୟୁନିଟି ରେଡିଓରେ ବିଜ୍ଞାପନ ସମୟ ବଢ଼ିବ

ନୂଆଦିଲ୍ଲୀ,୨୩ା୫: ଟେଲିଭିଜନ ଚ୍ୟାନେଲ ଭଳି କମ୍ୟୁନିଟି ରେଡିଓରେ ବିଜ୍ଞାପନ ପ୍ରସାରଣ ସମୟ ଘଣ୍ଟାପ୍ରତି ୭ ମିନିଟରୁ ୧୨ ମିନିଟକୁ ବଢ଼ାଇବା ପାଇଁ ସରକାର ଆଗ୍ରହୀ ଥିବା...

ଭିଡିଓ ମେସେଜ୍‌ ଦେଇ ୩-୪ଦିନ ପରେ ଆତ୍ମସମର୍ପଣ କରିବାକୁ କହିଲେ ବିଧାୟକ

ପାଟନା,୧୯।୮: ବିହାରର ବାହୁବଳୀ ବିଧାୟକ ଅନନ୍ତ ସିଂ ସୋମବାର ଏକ ଭିଡିଓ ମେସେଜ୍‌ ଜାରି କରିଛନ୍ତି। ଏଥିରେ ସେ କହିଛନ୍ତି ଗିରଫକୁ ସେ ଭୟ କରୁ...

ଦିଲ୍ଲୀରେ କୋଠା ଭୁଶୁଡ଼ି ୫ ମୃତ

ନୂଆଦିଲ୍ଲୀ,୨୬ା୧: ଦିଲ୍ଲୀର ଭଜନପୁରା ଅଞ୍ଚଳରେ ଶନିବାର ଏକ ନିର୍ମାଣାଧୀନ କୋଠା ଭୁଶୁଡ଼ି ୪ ଛାତ୍ରଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଛି। ଛାତ୍ରମାନଙ୍କ ବୟସ ୧୦ରୁ...

Advertisement
Archives

Model This Week