୫ ବର୍ଷର ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ଜି.ଉଦୟଗିରିି,୨୧ା୪(ଡି.ଏନ.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଥାନା ଅଞ୍ଚଳରେ ଜଣେ ୫ ବର୍ଷର ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣାରେ ଜଣେ ୧୪ବର୍ଷର ନାବାଳକଙ୍କୁ ଜି.ଉଦୟଗିରି ପୋଲିସ ମେଡିକାଲରେ ଡାକ୍ତରୀ ମାଇନା ପରେ ଫୁଲବାଣୀ ଜୁଭେନାଇଲ କୋର୍ଟରେ ହାଜର କରିଛି।

ଯେ, ଗୁରୁବାର ନାବାଳିକାଙ୍କ ଆଈ ଭୋଟ ଦେବାକୁ ଯାଇଥିବାବେଳେ ସେ ଘରେ ଏକୁଟିଆ ଥିଲେ। ଏହାର ସୁଯୋଗ ନେଇ ନାବାଳକ ଜଣକ ତାଙ୍କୁ ଶୌଚାଳୟକୁ ନେଇ ବଳାତ୍କାର କରିଥିବା ତାଙ୍କ ଆଈ ଶୁକ୍ରବାର ସନ୍ଧ୍ୟାରେ ଥାନାରେ ଅଭିଯୋଗ କରିଥିଲେ।  ପୋଲିସ ନଂ.୫୧/୧୯ରେ ମାମଲା ରୁଜୁ କରିଥିଲା। ତଦନ୍ତ କରି ନାବାଳକଙ୍କୁ ଶନିବାର ଡାକ୍ତରୀ ମାଇନା ପରେ ଫୁଲବାଣୀ ଜୁଭେନାଇଲ କୋର୍ଟରେ ହାଜର କରାଯାଇଛି ବୋଲି ଜି.ଉଦୟଗିରି ଆଇଆଇସି ଜୀବନାନନ୍ଦ ଜେନା କହିଛନ୍ତି। ମହିଳା ଓ ଶିଶୁ ଡେସ୍କ ଦାୟିତ୍ୱରେ ଥିବା ଏସ୍‌ଆଇ ଅଞ୍ଜଳି ବେହେରା ମାମଲାର ତଦନ୍ତ  କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଦିନରେ ପହଞ୍ଚିଲା ଭଞ୍ଜନଗର ଯାତ୍ରା: ମା’ ବ୍ୟାଘ୍ରଦେବୀଙ୍କ ଆଶୀର୍ବାଦ ନେଲେ ବାଚସ୍ପତି ସୁରମା ପାଢ଼ୀ

ଭଞ୍ଜନଗର,୧୨।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ମଙ୍ଗଳବାର ୧୭ ଦିନରେ ପହଞ୍ଚିଛି। ଆଉ ୮ ଦିନ ପରେ ୨୦ ତାରିଖରେ ଯାତ୍ରା ଉଦଯାପିତ ହେବ। ଆସନ୍ତା…

ଦିନରେ ଲୁଚୁଛି, ରାତିରେ ବୁଲୁଛି: ରତନେଇ ପାହାଡ଼ ଖୋଲରେ ଡେରା ପକାଇଛି କଲରାପତରିଆ,ଡ୍ରୋନ୍ କ୍ୟାମେରାରେ…

ଦିଗପହଣ୍ଡି,୧୨। ୫(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧିନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟ୍ର ଜକର ଗ୍ରାମ ନିକଟ ମା…

ଘୁମୁସର ବନଖଣ୍ଡରେ ବଣ୍ଟନ ହେବ ୩୫ ଲକ୍ଷ ଚାରା, ବନ୍ୟପ୍ରାଣୀଙ୍କ ଖାଦ୍ୟ ପାଇଁ ୪୦ ପ୍ରତିଶତ ଫଳନ୍ତି ଚାରା ଲାଗିବ

ଭଞ୍ଜନଗର,୧୨।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ରାଜ୍ୟର ଏକ ପୁରାତନ ବନଖଣ୍ଡ । ଏହି ବନଖଣ୍ଡ ୧୮୩୦ ମସିହାରେ ବ୍ରିଟିଶ ଶାସକମାନେ…

ଟ୍ରାକ୍ଟର-ଅଟୋ ମୁହାଁମୁହିଁ ଧକ୍କା; ନାବାଳକ ସମେତ ୩ ଗୁରୁତର, ଜଣେ ମୃତ

ଚିକିଟି,୧୨।୫(ପ୍ରକାଶଚନ୍ଦ୍ର ସାହୁ): କେ ନୂଆଗାଁ ଥାନା ଅନ୍ତର୍ଗତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ନିକଟରେ ମଙ୍ଗଳବାର ଟ୍ରାକ୍ଟର- ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ…

ଗୋପାଳପୁର–ରାୟଗଡ଼ା ରେଳ ଲାଇନ: ସର୍ଭେ ରିପୋର୍ଟକୁ ପରିବର୍ତ୍ତନ କରି ଚାଲିଛି ଯୋଜନାବଦ୍ଧ …

ଦିଗପହଣ୍ଡି, ୧୨।୫ (ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ଭୀଷ୍ମଗିରି ଗ୍ରାମର ଗୋପାଳ ସମାଜ କୋଠଘର ପରିସରରେ ଦକ୍ଷିଣ ଓଡ଼ିଶା ବିକାଶ ସମିତିର…

ବାଘ ଭୟରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ: ଧରିବାକୁ ଡ୍ରୋନ ଚଳାଇଛି ବନବିଭାଗ, ହେଲେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟର ଜକର ଗ୍ରାମ ନିକଟ ମା…

ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି: ବିଭିନ୍ନ ସମସ୍ୟା ସମାଧାନ ଦାବି

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପ୍ରଶାସନ ପକ୍ଷରୁ ସୋମବାର ଗୌଡ଼ଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା। ଦିଗପହଣ୍ଡି ବିଡ଼ିଓ…

ମୋଦିଙ୍କ ଆହ୍ବାନ: ଭାରତର ସାଂସ୍କୃତିକ ପୁନର୍ଜାଗରଣର ଏକ ଶକ୍ତିଶାଳୀ ସଙ୍କେତ

ଗଞ୍ଜାମ,୧୧।୫(ଅନାଥ ତରାଇ/ ବିଦ୍ୟାଧର ସାହୁ): ଭାରତର ସାଂସ୍କୃତିକ ରାଷ୍ଟ୍ରବାଦର ପ୍ରତୀକ ସୋମନାଥ ମହାପ୍ରଭୁଙ୍କ ମନ୍ଦିର ପୁନରୁଦ୍ଧାରର ୭୫ ବର୍ଷ ପୂର୍ତ୍ତି ଅବସରରେ ସମଗ୍ର ଦେଶ ଆଜି ଉତ୍ସବମୁଖର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri