Posted inଜାତୀୟ

୫ ବର୍ଷ ଶହେ ଦିନରେ କେତେ ନିଯୁକ୍ତି ଦେଇଛନ୍ତି ଭାଜପା ସରକାର: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୧୬।୯ : କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଭାଜପା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ ଭାଜପା ମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ବାରଙ୍କୁ ପଚାରିଛନ୍ତି ଗତ ୫ ବର୍ଷ ଶହେ ଦିନରେ ଭାଜପା ସକରାର କେତେ ନିଯୁକ୍ତି ଦେଇଛନ୍ତି ତାହାର ହିସାବ ଦିଅନ୍ତୁ। ସ୍କିଲ୍‌ ଇଣ୍ଡିଆ ତଥା ଦକ୍ଷତା ବିକାଶ କାର୍ଯ୍ୟକ୍ରମ କଥା କହି ଲୋକଙ୍କୁ ସରକାର ମିଛ କହୁଥିବା ପ୍ରିୟଙ୍କା ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ,ସନ୍ତୋଷ କହିଥିଲେ ଯେ, ଚାକିରି ଲାଗି ଉତ୍ତର ଭାରତୀୟଙ୍କ ଯୋଗ୍ୟତା ନାହିଁ। ଏହାକୁ ବିରୋଧ କରି ପ୍ରିୟଙ୍କା ଟୁଇଟ୍‌ କରି ସରକାରଙ୍କୁ ନିଯୁକ୍ତି ହିସାବ ମାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ବିଜେଡି ଯୁବ ରାଜ୍ୟ ସଭାପତି, କହିଲେ ଆଗାମୀ ପଞ୍ଚାୟତ ନିର୍ବାଚନରେ…

କେସିଙ୍ଗା,୨୦ା୮(ତୁମେଶ୍ୱର ସାହୁ): ରାଜ୍ୟ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଚିନ୍ମୟ କୁମାର ସାହୁ ନବରଙ୍ଗପୁରରେ ହେବାକୁ ଥିବା ଛାତ୍ର ସମାବେଶରେ ଯୋଗ ଦେବାପାଇଁ ଗୁରୁବାର…

ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି ।…

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri