Posted inଜାତୀୟ

୫ ବିଦେଶୀଙ୍କୁ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୪ା୩: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ବିକ୍ଷୋଭରେ ସାମିଲ ହୋଇଥିବା ୫ ଜଣ ବିଦେଶୀ ଭିଜା ନିୟମର ଉଲ୍ଲଂଘନ କରିଥିବାରୁ ସେମାନଙ୍କୁ ଦେଶ ଛାଡ଼ି ଚାଲିଯିବା ଲାଗି କୁହାଯାଇଛି। ମଙ୍ଗଳବାର ଲୋକ ସଭାରେ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଇମିିଗ୍ରେଶନ ବ୍ୟୁରୋ ରିପୋର୍ଟ ଅନୁଯାୟୀ, ୫ ବିଦେଶୀ ଭିଜା ନିୟମ ଉଲ୍ଲଂଘନ କରି ବିକ୍ଷୋଭରେ ସାମିଲ ହୋଇଥିଲେ ବୋଲି କେନ୍ଦ୍ର ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଏକ ଲିଖିତ ପ୍ରଶ୍ନର ଉତ୍ତରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଳାତକ ଚୋକ୍‌ସି ଆଣ୍ଟିଗୁଆରୁ ଫେରାର୍‌…

ନୂଆଦିଲ୍ଲୀ,୨୫।୫: କୋଟି କୋଟି ଟଙ୍କାର ବ୍ୟାଙ୍କ ଅର୍ଥ ହେର୍‌ଫେର୍‌ କରିଥିବା ପଳାତକ ଘୋଷିତ ହୋଇଥିବା ମେହୁଲ ଚୋକ୍‌ସି ଆଣ୍ଟିଗୁଆରୁ କୌଣସି ଗୁପ୍ତ ସ୍ଥାନକୁ ଚାଲିଯାଇଛନ୍ତି। ସେ...

ହିନ୍ଦୁ ଆତଙ୍କବାଦ ରୂପ ଦେବାକୁ ହୋଇଥିଲା ଚକ୍ରାନ୍ତ

ମୁମ୍ବାଇ,୧୯ା୨(ପି.ଟି.): ୨୬/୧୧ ମୁମ୍ବାଇ ଆକ୍ରମଣକୁ ହିନ୍ଦୁ ଆତଙ୍କବାଦ ରୂପ ଦେବା ଲାଗି ଲଶ୍କର-ଇ-ତୋଇବା ଯୋଜନା ପ୍ରସ୍ତୁତ କରିଥିଲା ବୋଲି ପୂର୍ବତନ ମୁମ୍ବାଇ ପୋଲିସ କମିଶନର ରାକେଶ...

ବାରମୁଳାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୪।୧୨: ଜମ୍ମୁ-କଶ୍ମୀରରେ ଆତଙ୍କ ସୃଷ୍ଟି କରିବା ଲାଗି ଆତଙ୍କବାଦୀ ସଂଗଠନ ପକ୍ଷରୁ ଲଗାତାର ଉଦ୍ୟମ ଜାରି ରହିଛି। ବାରମୁଳାରେ ଗୁରୁବାର ମିଳିତ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ...

ଦୁର୍ଘଟଣାରେ ଗଲା ସୁଶାନ୍ତଙ୍କ ପରିବାରର ୫ ଜୀବନ

ପାଟଣା,୧୬।୧୧: ଏକ ସଡ଼କ ଦୁର୍ଘଟଣାରେ ସ୍ବର୍ଗତ ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପରିବାରର ୫ ଜଣଙ୍କ ମୃତ୍ୟୁ ହୋଇଛି। ବିହାରର ଲଖିସାରାଇ ଜିଲାରେ ୩୩୩...

ଶିକ୍ଷାରେ ବିପର୍ଯ୍ୟୟ ଆଣିବ କରୋନା

ନୂଆଦିଲ୍ଲୀ,୧୨ା୫ (ପି.ଟି.): କୋଭିଡ୍‌-୧୯ ମହାମାରୀ ସାରା ବିଶ୍ୱର ଶିକ୍ଷାକୁ ଗୁରୁତର ପ୍ରଭାବିତ କରିବାକୁ ଯାଉଛି। ଯଦି ତୁରନ୍ତ ମହତ୍ୱାକାଂକ୍ଷୀ ନୀତି କାର୍ଯ୍ୟକାରୀ କରା ନଯାଏ ତେବେ...

ଭାରତରେ ଚାଇନା ବାଣ: ସତର୍କ ସୂଚନା ଜାରି

ନୂଆଦିଲ୍ଲୀ,୩୦।୯: ଆଗକୁ ଆଲୋକର ପର୍ବ ଦୀପାବଳି ଆସୁଥିବାରୁ ଘାତକ ଚାଇନା ବାଣ ଭାରତ ପ୍ରବେଶ କରିଛି। ଏନେଇ ଡିଆରଆଇ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।...

ଗୋଟିଏ ଦିନ ପୂର୍ବରୁ କରିଥିଲେ ଦଳ ପାଇଁ ପ୍ରଚାର, ଆଜି ଛାଡିଲେ ହାତ

ଭୋପାଳ,୨୪।୧୦: ମଧ୍ୟପ୍ରଦେଶରେ କଂଗେସକୁ ଏକ ବଡ଼ ଝଟ୍‌କା ଲାଗିଛି। ରବିବାର ବଡବାହର କଂଗ୍ରେସ ବିଧାୟକ ସଚିନ ବିର୍ଲାଙ୍କ କଂଗ୍ରେସ ବିଧାୟକ ଦଳ ଛାଡି ଭାଜପାରେ ଯୋଗ...

କୃଷକ ଆନ୍ଦୋଳନକୁ ନେଇ ଭାଜପା ନେତାଙ୍କ ବିବାଦୀୟ ବୟାନ

ବେଙ୍ଗାଲୁରୁ,୧୨ ।୧: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ନେଇ ପ୍ରାୟ ୪୮ ଦିନ ହେବ ଆନ୍ଦୋଳନରେ ବସିଛନ୍ତି ବିଭିନ୍ନ ରାଜ୍ୟର କୃଷକ । ଏହାକୁ ନେଇ...

Advertisement
Archives

Model This Week