୫ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ନିଯୁକ୍ତ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୦।୧(ବ୍ୟୁରୋ): ସୋମବାର ରାଜ୍ୟର ୫ଟି ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର। ଲୋପାମୁଦ୍ରା ମହାନ୍ତି ଓୟୁଏଟି, ଶ୍ୟାମଳୀ ମହାପାତ୍ର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ, ସୀତାରାମ ପଟେଲ ସମ୍ବଲପୁର ବିଶ୍ୱବିଦ୍ୟାଳୟ, ସହଦେବ ସାମଧିଆଙ୍କୁ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ, ବ୍ରହ୍ମାନନ୍ଦ ବେହେରାଙ୍କୁ ଫକୀର ମୋହନ ବିଶ୍ୱବିଦ୍ୟାଳୟ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକୃତି ପାଠଶାଳାରେ ଗଛ ଚିହ୍ନିଲେ ପିଲା, ପରିବେଶ ସୁରକ୍ଷା ସହ…

ଦାରିଙ୍ଗବାଡ଼ି,୨୨ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ତିଲୋରୀ ପଞ୍ଚାୟତ ଦୁର୍ଗମ ଗଣ୍ଡିଗୁଡ଼ା ଗ୍ରାମରେ ଶିଶୁମାନଙ୍କର ଏକ ଦିବସୀୟ ପ୍ରକୃତି ପାଠଶାଳା ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ…

ପ୍ରସବ ଯନ୍ତ୍ରଣାରେ ଛଟପଟ ମା’: ଆମ୍ବୁଲାନ୍ସ ରେ ଜନ୍ମ ହେଲା ଛୁଆ, ସୁରକ୍ଷିତ ପ୍ରସବ କରାଇ ପ୍ରଶଂସା ସାଉଁଟିଲେ…

ଦିଗପହଣ୍ଡି,୨୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଜନଜାତି ବହୁଳ ଟି. ଗୋବିନ୍ଦପୁର ପଞ୍ଚାୟତ ଗୁହାରିଖୋଲ ଗାଁ ର ଲକ୍ଷ୍ମଣ ଗମାଙ୍ଗଙ୍କ ଗର୍ଭବତୀ ସ୍ତ୍ରୀ  ସସ୍ମିତା…

Iran US Talk in Switzerland:ଆମେରିକା ସହ ନା ହାତ ମିଳାଇଲା ନା ଫଟୋ ଉଠାଇଲା, ଆଲୋଚନା ଟେବୁଲରେ ବି ମତ ପରିବର୍ତ୍ତନ କଲା ନାହିଁ ଇରାନ

ତେହରାନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଇରାନ ଏବଂ ଆମେରିକା ମଧ୍ୟରେ ରବିବାର (ଜୁନ ୨୧, ୨୦୨୬)ରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଦେଖାଯାଇଥିଲା।…

ସରିଲା ଛୁଟି, କେଭିରେ ଆରମ୍ଭ ହେଲା +୨ ପାଠପଢ଼ା

ଭଞ୍ଜନଗର,୨୨ା୬(ବାବୁଲା ପ୍ରଧାନ): ଗ୍ରୀଷ୍ମ ଛୁଟି ସରିବା ପରେ ସୋମବାରଠାରୁ ଗଞ୍ଜାମ ଜିଲାର ସମସ୍ତ ବିଦ୍ୟାଳୟ ଖୋଲିଛି। ଛାତ୍ରୀଛାତ୍ର ନିର୍ଦ୍ଧାରିତ ସମୟରେ ବିଦ୍ୟାଳୟକୁ ଆସିଛନ୍ତି। ଅନ୍ୟପଟେ ଚଳିତ ବର୍ଷ…

ପିତୃ ଦିବସରେ ବାପାଙ୍କୁ ବିଳାସପୂର୍ଣ୍ଣ କାର ଉପହାର ଦେଲେ ଏହି କ୍ରିକେଟର, ଦାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୬: ଭାରତୀୟ ଟିମର ଇଂଲଣ୍ଡ ଗସ୍ତ ୧ ଜୁଲାଇରୁ ଆରମ୍ଭ ହେବାକୁ ଯାଉଛି। ଏହି ଗସ୍ତ ସମୟରେ, ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ପାଞ୍ଚଟି ଟି-୨୦ ମ୍ୟାଚ…

ପ୍ଲେୟାର ଅଫ ଦ ମ୍ୟାଚ ବିବେଚିତ ହେବା ପରେ ସମାଲୋଚକମାନଙ୍କୁ କଡ଼ା ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୨।୬: ଶ୍ରୀଲଙ୍କା ଏ’କୁ ପରାସ୍ତ କରିବା ପରେ ‘ପ୍ଲେୟାର ଅଫ ଦି ମ୍ୟାଚ’ ବିବେଚିତ ବୈଭବ ସୂର୍ଯ୍ୟବଂଶୀ କହିଛନ୍ତି ଯେ ସେ ପ୍ରଥମ ୧୦ ଓଭରର ଫାଇଦା…

ଆମେରିକା-ଇରାନ ଶାନ୍ତି ଆଲୋଚନା ମଧ୍ୟରେ କତାର ଗ୍ୟାସ ଟର୍ମିନାଲରେ ବଡ଼ ବିସ୍ଫୋରଣ; ୫୪ ଜଣ ଆହତ, ୧୮ ନିଖୋଜ

ଦୋହା,୨୨।୬: ରବିବାର ରାତିରେ (ଜୁନ ୨୧) କତାରର ରାସ ଲାଫାନରେ ଏକ ପ୍ରମୁଖ ପ୍ରାକୃତିକ ଗ୍ୟାସ ରପ୍ତାନି ଟର୍ମିନାଲରେ ଏକ ବଡ଼ ବିସ୍ଫୋରଣ ଘଟିଥିଲା। ଇରାନ ଦ୍ୱାରା…

ପିଲାଚୋର ସନ୍ଦେହରେ ବାହାର ରାଜ୍ୟର ଯୁବକଙ୍କୁ ନିର୍ଧୂମ ମାଡ଼, ଭିଡିଓ ଭାଇରାଲ ପରେ…

ସମ୍ବଲପୁର,୨୨ା୬(ପ୍ରମୋଦ ବହିଦାର): ସମ୍ବଲପୁର ସହରର କ୍ଷେତରାଜପୁର ଥାନା ଅନ୍ତର୍ଗତ ଧୋବାପଡ଼ା ଅଞ୍ଚଳରେ ରବିବାର ସକାଳେ ଜଣେ ବାହାର ରାଜ୍ୟର ଯୁବକଙ୍କୁ ପିଲା ଚୋର ଭାବି କିଛି ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri