ସରକାରୀ କର୍ମଚାରୀଙ୍କ ୫% ମହଙ୍ଗା ଭତ୍ତା ବୃଦ୍ଧି, ୨୦୨୦ ଜାନୁୟାରୀ ପହିଲାରୁ ପିଛିଲା ଭାବେ ହେବ ଲାଗୁ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ୫% ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। ଏହା ୨୦୨୦ ଜାନୁୟାରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବା ନେଇ ଘୋଷଣା କରାଯାଇଛି।

ପ୍ରକାଶ ଯେ, ଗୁୁରୁବାର ରାଜ୍ୟ ସରକାର ସରକାରୀ କର୍ମଚାରୀ ସପ୍ତମ ବେତନ କମିଶନ ବକେୟା ୧୦% ଦରମା ପାଇବା ନେଇ ଘୋଷଣା କରିଥିଲେ। ପୂର୍ବରୁ ସରକାରୀ କର୍ମଚାରୀ ୪୦% ଏରିୟର ଟଙ୍କା ନେବା ସମୟରେ ରହିଥିବା ନିୟମ ଓ ସର୍ତ୍ତାବଳୀ ଅନୁଯାୟୀ ଏଥର ମଧ୍ୟ ସମାନ ନିୟମ ରହିବ। ଯେଉଁମାନେ ୪୦% ବକେୟା ଦରମା ପୂର୍ବରୁ ନେଇଥିବେ ସେହି କର୍ମଚାରୀମାନେ ହିଁ ବର୍ତ୍ତମାନ ଘୋଷଣା କରାଯାଇଥିବା ୧୦% ଅର୍ଥ ଉଠାଇପାରିବା କୁହାଯାଇଥିଲା। ଏହି ଘୋଷଣା ପରେ କର୍ମଚାରୀମାନେ ମହଙ୍ଗା ଭତ୍ତା ନ ମିଳିବା ନେଇ ଅସନ୍ତୁଷ୍ଟ ପ୍ରକାଶ କରିଥିଲେ। ଶେଷରେ ରାଜ୍ୟ ସରକାର ଭତ୍ତା ବୃଦ୍ଧି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri