Posted inଜାତୀୟ

୫ ମହଲା ହୋଟେଲରେ ଅଗ୍ନିକାଣ୍ଡ: ନିଆଁ ଘେରରେ କେତେକ ପରିବାର

ଲକ୍ଷ୍ନୌ, ୨୫।୫: ଉତ୍ତରପ୍ରଦେଶ କାନପୁରରେ ଏକ ୫ ମହଲା ହୋଟେଲ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କଲେକ୍ଟରଗଞ୍ଜ ଥାନା ଅଞ୍ଚଳରେ ଥିବା ଲକି ହୋଟେଲରେ କେତେକ ପରିବାର ନିଆଁ ଘେରରେ ରହିଥିବା କୁହାଯାଉଛି। ସେମାନେ ବୁଲିବା ପାଇଁ ଏଠାକୁ ଆସି ହୋଟେଲରେ ରହିଥିଲେ। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। କିଭଳି ଅଗ୍ନିକାଣ୍ଡ ଘଟିଲା ଜଣାପଡ଼ି ନ ଥିଲେ ମଧ୍ୟ ଶର୍ଟ ସର୍କିଟ୍‌ ଯୋଗୁ ଏହା ହୋଇଥିବା ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି। ହୋଟେଲର ଉପର ମହଲା ଅଗ୍ନିକାଣ୍ଡ ଯୋଗୁ ସମ୍ପୂର୍ଣ୍ଣ ଜଳିଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ବିରୋଧରେ ମାନହାନି ମାମଲା

ପାଟନା, ୧୮।୪: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନାଁରେ ଗୁରୁବାର ମାନହାନି ମାମଲା ଦାଏର କରିଛନ୍ତି ବିହାର ଉପମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦି। ଏକ ନିର୍ବାଚନୀ...

୨୦ ବର୍ଷ ପରେ ବ୍ରିଟେନ୍‌ରୁ ଭାରତ ଫେରିଲେ ସୀତା-ରାମ-ଲକ୍ଷ୍ମଣଙ୍କ ମୂର୍ତ୍ତି

ନୂଆଦିଲ୍ଲୀ,୧୯।୧୧: ପ୍ରଭୁ ଶ୍ରୀରାମ,ମାତା ସୀତା ଏବଂ ସାନଭାଇ ଲକ୍ଷ୍ମଣଙ୍କ ଚୋରୀ ହୋଇଥିବା ମୂର୍ତ୍ତି ୨୦ ବର୍ଷ ପରେ ଭାରତକୁ ଫେରିଛନ୍ତି। ମୂର୍ତ୍ତି ଚୋର ଏହାକୁ ବ୍ରିଟେନରେ...

ଏନ୍‌ଡିଏରେ ରହୁନି ତାଳମେଳ: ବିବାଦ ସମାଧାନ ପାଇଁ କମିିଟି ଗଠନ ପରାମର୍ଶ ଦେଲେ ମୋଦି

ନୂଆଦିଲ୍ଲୀ,୧୭।୧୧: ସଂସଦର ଶୀତକାଳୀନ ଅଧିବେଶନ ପୂର୍ବରୁ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନ୍‌ଡିଏ)ର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ମହାରାଷ୍ଟ୍ରରେ ଭାଜପା ଏବଂ ଶିବସେନା ମଧ୍ୟରେ ବିବାଦ...

ଜିଭ କାଟି ମହାଦେବଙ୍କୁ ଅର୍ପଣ କଲେ ଯୁବକ

ରାୟପୁର,୨୨।୭: ଆଧୁନିକ ବିଜ୍ଞାନ ଯୋଗୁ ଏବେ ମଣିଷ ଚନ୍ଦ୍ରରେ ବସତି ସ୍ଥାପନ କରିବାକୁ ଚିନ୍ତା କରୁଛି। ଏପରି ସ୍ଥଳେ କେତେକ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ନାନା...

ଅଢ଼େଇ କୋଟିରେ ନିଲାମ ହେଲା ଚଷମା…

ଲଣ୍ଡନ, ୨୨।୮: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଚଷମା ନିଲାମ କରାଯାଇଛି। ଏହା ୨ କୋଟି ୫୫ ଲକ୍ଷ ଟଙ୍କାରେ ନିଲାମ କରାଯାଇଛି। ଏହାକୁ ଆମେରିକାର...

ଇଂଲଣ୍ଡ ଯିବା ପୂର୍ବରୁ ଶିରିଡି ସାଇ ଦର୍ଶନ କଲେ କୋଚ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ, ୨୧।୫: ମେ ୩୦ରୁ ଇଂଲଣ୍ଡରେ ଆରମ୍ଭ ହେଉଛି ବିଶ୍ୱକପ୍‌ ମହାସମର। ଏଥିପାଇଁ ଭାରତୀୟ କ୍ରିକେଟ ଦଳ ମଙ୍ଗଳବାର ଇଂଲଣ୍ଡ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ...

ସମ୍ବର ନେଲା ୬ବର୍ଷ ଛାତ୍ରର ଜୀବନ

ହାଇଦ୍ରାବାଦ୍‌,୧୫।୧୧: ଆନ୍ଧ୍ର ପ୍ରଦେଶ କୁରନୁଲର ଏକ ସ୍କୁଲରେ ଅଭାବନୀୟ ଘଟଣା ଘଟିଛି। ଗରମ ସନ୍‌ମ୍ବରରେ ପଡି ଜଣେ ୬ ବର୍ଷ ଛାତ୍ରର ମୃତ୍ୟୁ ଘଟିଛି। ମୃତ...

ମା’କ୍ଷୀରର ଚମତ୍କାରିତା: ବିନା ଔଷଧରେ କରୋନାକୁ ହରାଇଲା ୨୩ ଦିନର ଶିଶୁ !

ଆଗ୍ରା,୧୧।୫: କରୋନା ଏବେ ସମସ୍ତଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଥିବା ବେଳେ ଏହି ଅଦୃଶ୍ୟ ରୋଗକୁ ବିନା ଔଷଧରେ ହରାଇ ଦେଇଛନ୍ତି ଜଣେ ୨୩ ଦିନର...


Coronavirus Update

Archives

Model This Week

Why Dharitri