୫ ମିନିଟ୍‌ ବିଳମ୍ବରେ ପହଞ୍ଚିବାରୁ ପରୀକ୍ଷାକେନ୍ଦ୍ରକୁ ଯିବାକୁ ଛାତ୍ରଙ୍କୁ ଅନୁମତି ଦେଲେନାହିଁ କର୍ତ୍ତୃପକ୍ଷ

ଅନୁଗୋଳ ଅଫିସ,୨୦।୨: ଅନୁଗୋଳ କେନ୍ଦ୍ରୀୟ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଅଭିଭାବକଙ୍କୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କୁ ପରୀକ୍ଷା ଦେବାକୁ ଆସିବାରେ ୫ ମିନିଟ୍‌ ବିଳମ୍ବ ହୋଇଥିଲା। ଏହାକୁ ନେଇ ତାଙ୍କୁ ପରୀକ୍ଷାକେନ୍ଦ୍ରକୁ ଯିବା ପାଇଁ ଅନୁମତି ଦିଆଯାଇ ନ ଥିଲା। ଫଳରେ ଅଭିଭାବକମାନେ ବିଦ୍ୟାଳୟ ସମ୍ମୁଖରେ ହଟ୍ଟଗୋଳ କରିଥିଲେ। ଘଟଣାରେ ଜିଲାପାଳ ହସ୍ତକ୍ଷେପ କରିବା ପରେ ଛାତ୍ରଜଣଙ୍କ ପରୀକ୍ଷା ଦେଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ ଜିଲାରେ ଶନିବାର, ରବିବାର ଶଟ୍‌ଡାଉନ୍‌

ଭୁବନେଶ୍ୱର,୧ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସପ୍ତାହକୁ ଦୁଇଦିନିଆ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ରାଜ୍ୟର ୧୧ଟି ଜିଲା ଯଥା ବାଲେଶ୍ୱର, ଭଦ୍ରକ, ଯାଜପୁର,...

ଏମ୍‌ବିବିଏସ୍‌ ଛାତ୍ରୀଙ୍କୁ କାମୁଡ଼ି ଡାକ୍ତର ଗିରଫ

ବ୍ରହ୍ମପୁର ଅଫିସ,୨୪ା୧୧: ବ୍ରହ୍ମପୁର ବଡ଼ ମେଡିକାଲ ପରିସରରେ ଜଣେ ଡାକ୍ତର ଏମ୍‌ବିବିଏସ୍‌ର ଶେଷବର୍ଷ ଛାତ୍ରୀଙ୍କୁ କାମୁଡ଼ି ରକ୍ତାକ୍ତ କରି ଦେଇଛନ୍ତି। ଏହି ଘଟଣା ସହରରେ ଚର୍ଚ୍ଚାର...

ଦୁଇ ସପ୍ତାହରେ ଓଡ଼ିଶାରେ ତିଆରି ହେଲା ଅତ୍ୟାଧୁନିକ ହସ୍ପିଟାଲ

ଚିତ୍ରକୋଣ୍ଡା,୩୦ା୧୧(ଡି.ଏନ.ଏ.): ଗୁରୁପ୍ରିୟା ସେତୁ ନିର୍ମାଣ ପରେ ବଦଳି ଯାଇଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ମାନଚିତ୍ର। ଦ୍ରୁତ ଗତିରେ ଏଠାରେ ହେଉଛି ବିକାଶମୂଳକ...

ଡ୍ରେନ୍‌ ସମସ୍ୟାର ସମାଧାନ ନାହିଁ

ଅନୁଗୋଳ ଅଫିସ,୧୮ା୩- ଅନେକଥର ପୌର ନିର୍ବାଚନ ହେଲାଣି। କେତେ କାଉନସିଲରଙ୍କ କାର୍ଯ୍ୟକାଳ ସରିଲାଣି। ହେଲେ ଅନୁଗୋଳ ପୌର ପରିଷଦର ୧୯ନଂ. ଓ୍ବାର୍ଡ ଏବେ ବି ଅବହେଳିତ...

ଅଣ୍ଡର ବ୍ରିଜ ନିର୍ମାଣ ଲାଗି ଚତୁର୍ଥ ଦିନରେ ଆନ୍ଦୋଳନ : ଜିଲା ପ୍ରଶାସନ ପକ୍ଷରୁ ବୈଠକ

କେସିଙ୍ଗା, ୨୫।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହର ନିକଟରେ ଥିବା ରେଳ ଫାଟକ ନିକଟରେ ଅଣ୍ଡର ବ୍ରିଜ ନିର୍ମାଣ ଦାବି ଶନିବାର ଚତୁର୍ଥ ଦିନରେ ପହଞ୍ଚିଛି।...

ଦର୍ପଣ ଗଡ଼ ମନ୍ଦିରରୁ ଚୋରି ମୂର୍ତ୍ତି ଦିଲ୍ଲୀରୁ ଜବତ

ଚଣ୍ଡିଖୋଲ,୨୯ା୧୧(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ଥାନା ଅନ୍ତର୍ଗତ ଦର୍ପଣଗଡ଼ ଗ୍ରାମର ଗ୍ରାମ ଦେବତୀ ମା’କୋଟ୍ରାକ୍ଷୀଙ୍କ ଚୋରି ହୋଇଥିବା ଅଷ୍ଟଧାତୁ ମୂର୍ତ୍ତି ଦିଲ୍ଲୀରୁ ଜବତ କରାଯାଇଛି। କିଛିଦିନ...

ମହନ୍ତଙ୍କୁ ଧମକ ଚମକ: ମଙ୍ଗୁ ମଠକୁ ଜଗିଲା ପୋଲିସ

ପୁରୀ ଅଫିସ, ୧୪ା୯: ଶ୍ରୀମନ୍ଦିରର ସୁରକ୍ଷା ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ପ୍ରଶାସନ ପକ୍ଷରୁ ଉଚ୍ଛେଦ ଅଭିଯାନ ଚାଲିଛି। ପ୍ରାଥମିକ ପର୍ଯ୍ୟାୟରେ ବିପଦସଙ୍କୁଳ ନିର୍ମାଣ ଭଙ୍ଗା ଯାଉଛି।...

ଲକ୍‌ଡାଉନ୍‌ ବେଳେ ଗଞ୍ଜେଇ ଚାଲାଣ, ୪ ଗିରଫ

ଫିରିଙ୍ଗିଆ,୨୬ା୩-କରୋନା ଲାଗି ରାଜ୍ୟ ଲକ୍‌ଡାଉନରେ ଥିବା ବେଳେ ଗଞ୍ଜେଇ ଚାଲାଣକାରୀ ସକ୍ରିୟ ହୋଇଉଠିଛନ୍ତି। ପୋଲିସର ବ୍ଲକିଂକୁ ଚକମା ଦେଇ ଗଞ୍ଜେଇ ଚାଲାଣ କରାଯାଉଥିବା ବେଳେ ଫିରିଙ୍ଗିଆ...

Advertisement
Archives

Model This Week