Posted inଜାତୀୟ

୫ ରାଜ୍ୟରେ ସକ୍ରିୟ ହେବାରେ ଲାଗିଛି ବାଂଲାଦେଶୀ ଆତଙ୍କବାଦୀ ସଂଗଠନ ଜେଏମ୍‌ବି

ନୂଆଦିଲ୍ଲୀ,୧୪।୧୦: ଦେଶର ୫ଟି ରାଜ୍ୟରେ ଜମାତ୍‌ ଉଲ୍‌ ମୁଜାହିଦ୍ଦିନ୍‌ ବାଂଲାଦେଶ(ଜେଏମ୍‌ବି) ଆତଙ୍କବାଦୀ ସଂଗଠନ ସକ୍ରିୟ ହେବାରେ ଲାଗିଛି। ଏନେଇ ରାଷ୍ଟ୍ରୀୟ ଯାଞ୍ଚ୍‌ ଏଜେନ୍ସି(ଏନ୍‌ଆଇଏ) ପକ୍ଷରୁ କୁହାଯାଇଛି। ଏନ୍‌ଆଇଏ ଡିଜି ଯୋଗୋଶ ଚନ୍ଦର ମୋଦି ଏସମ୍ପର୍କରେ ସୂଚନା ଦେଇଛନ୍ତି। ଆସାମ, ଝାଡ଼ଖଣ୍ଡ, ମହାରାଷ୍ଟ୍ର, କେରଳ ଏବଂ କର୍ନାଟକରେ ଏହି ଆତଙ୍କବାଦୀ ସଂଗଠନର କାର୍ଯ୍ୟକଳାପ ଧୀରେ ଧୀରେ ବଢ଼ିବାରେ ଲାଗିଛି। ଏହି ସଂଗଠନର ୧୨୫ ଜଣ ସନ୍ଦିଗ୍ଧ ସଦସ୍ୟଙ୍କ ତାଲିକା ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଖିଳେଶଙ୍କ ବିରୋଧରେ ଅପର୍ଣାଙ୍କୁ ଛିଡ଼ା କରାଇବା ଲାଗି ଭାଜପାର ଯୋଜନା…

ଲକ୍ଷ୍ନୌ, ୩୧।୧ : ଆଗକୁ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ। ଭାଜପା ପକ୍ଷରୁ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କୁ କଡ଼ା ଟକ୍କର ଦେବା ପାଇଁ ଯୋଜନା...

ବୁଦ୍ଧ ପୂର୍ଣ୍ଣିମାରେ ଲୁମ୍ବିନି ଯିବେ ମୋଦି, ନେପାଳ ପ୍ରଧାନମନ୍ତ୍ରୀଙ୍କ ସହ ହେବ ବାର୍ତ୍ତାଳାପ

ନୂଆଦିଲ୍ଲୀ,୧୬ ।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନେପାଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ସେ ଗୌତମ ବୁଦ୍ଧଙ୍କ ଜନ୍ମସ୍ଥାନ ଲୁମ୍ବିନି ଗସ୍ତ କରିବେ...

୩୫ ଟଙ୍କା ଫେରସ୍ତ ପାଇଁ ୫ ବର୍ଷ ଲଢ଼ିଲେ

ନୂଆଦିଲ୍ଲୀ, ୩୧ା୫: ରାଜସ୍ଥାନର କୋଟା ସହର ବାସିନ୍ଦା ତଥା ଇଞ୍ଜିନିୟର ସୁଜିତ ସ୍ବାମୀ ରେଳ ଟିକେଟ କ୍ୟାନ୍‌ସେଲ ବାବଦ ସର୍ଭିସ ଟ୍ୟାକ୍ସ ୩୫ ଟଙ୍କା ପାଇବା...

ମୁଖ୍ୟମନ୍ତ୍ରୀଙ୍କୁ ମୋଦିଙ୍କ ଥ୍ରୀ-ଟି ମନ୍ତ୍ର

ନୂଆଦିଲ୍ଲୀ,୮ା୮: ଭାରତର ବିକାଶ ପାଇଁ କୃଷି କ୍ଷେତ୍ରରେ ଆଧୁନିକୀକରଣ ସହ ୩-ଟି ମନ୍ତ୍ର ଆପଣାଇବାକୁ ପଡ଼ିବ ବୋଲି ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୀତି ଆୟୋଗ...

ଛଟେଇ ଆଣିବ ଅର୍ଥନୀତିରେ ସୁନାମି

ନୂଆଦିଲ୍ଲୀ,୯ା୫: କରୋନା ଭାଇରସ୍‌ ବିରୋଧରେ ଲଢ଼େଇ ପାଇଁ ଦେଶବ୍ୟାପୀ ଜାରି କରାଯାଇଥିବା ଲକ୍‌ଡାଉନ୍‌ ଅନ୍‌ ଅଫ୍‌ ସୁଇଚ୍‌ ଭଳି ନୁହେଁ। କେନ୍ଦ୍ର ସରକାର ଲକ୍‌ଡାଉନ୍‌ ଅବଧି...

ଲୁଚକାଳି ଖେଳ ସମୟରେ ବନ୍ଦ ହୋଇଗଲା କଣ୍ଟେନର: ଶ୍ୱାସରୁଦ୍ଧ ହୋଇ ୫ ଶିଶୁଙ୍କ ମୃତ୍ୟୁ

ବିକାନେର,୨୨।୩: ଲୁଚକାଳି ଖେଳରୁ ଗୋଟିଏ ପରିବାରର ୫ ଜଣ ଶିଶୁଙ୍କ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ଘଟିଛି। ରାଜସ୍ଥାନର ବିକାନେରର ହିମତ୍ତସର ଗାଁରେ ଏଭଳି ଅଭାବନୀୟ ଘଟଣା...

‘ଇଣ୍ଡିଆ’ ସମନ୍ବୟ ସମିତି ବୈଠକରେ ପ୍ରଚାର, ରାଲି ନେଇ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨ା୯: ଇଣ୍ଡିଆନ୍‌ ନ୍ୟାଶନାଲ ଡେମୋକ୍ରାଟିକ୍‌ ଇନ୍‌କ୍ଲୁସିଭ୍‌ ଆଲାଏନ୍ସ (ଇଣ୍ଡିଆ) ବ୍ଲକ୍‌ ସମନ୍ବୟ ସମିତିର ପ୍ରଥମ ବୈଠକ ଆସନ୍ତା ୧୩ରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ। ଏନ୍‌ସିପି ଅଧ୍ୟକ୍ଷ...

୧.୪୮ ଲକ୍ଷ କୋଟିର ଅତିରିକ୍ତ ବ୍ୟୟବରାଦକୁ ମଞ୍ଜୁରୀ

ନୂଆଦିଲ୍ଲୀ, ୨୨ା୩(ପି.ଟି.): ଆଦାନୀ ଗ୍ରୁପ୍‌ ପ୍ରସଙ୍ଗକୁ ନେଇ ବିରୋଧୀ ଦଳଗୁଡ଼ିକର ହଟ୍ଟଗୋଳ ମଧ୍ୟରେ ମଙ୍ଗଳବାର ୨୦୨୨-୨୩ ଆର୍ଥତ୍କ ବର୍ଷ ଲାଗି କେନ୍ଦ୍ର ସରକାରଙ୍କ ୧.୪୮ ଲକ୍ଷ...

Advertisement
Archives

Model This Week