୫ ଲକ୍ଷ ଲୋକଙ୍କୁ ଖାଦ୍ୟ ଯୋଗାଉଥିବା ଆମ୍ମା କ୍ୟାଣ୍ଟିନ ଏବେ ୧୧ ଲକ୍ଷ ଭୋକିଲାଙ୍କ ପେଟକୁ ଯୋଗାଉଛି ଦାନା

ଚେନ୍ନାଇ,୧୧।୪: ତାମିଲନାଡୁର ଆମ୍ମା କ୍ୟାଣ୍ଟିନ ଦେଶ ବିଦେଶରେ ବେଶ୍‌ ପରିଚିତ। ଦୌନିକ ଏହି କ୍ୟାଣ୍ଟିନ ପାଖାପାଖି ୫ ଲକ୍ଷ ଲୋକଙ୍କୁ ଖାଦ୍ୟ ଯୋଗାଉଥିଲା। ହେଲେ କରୋନା ଭାଇରସ ସଂକ୍ରମଣକୁ ଦେଖି ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଥିବାରୁ ସବୁ ଛୋଟ ବଡ ହୋଟେଲକୁ ବନ୍ଦ କରି ଦିଆଯାଇଛି। ହେଲେ ଆମ୍ମା କ୍ୟାଣ୍ଟିନ ଏବେ ବି ତା’ର ସେବା ଯୋଗାଇ ଚାଲିଛି। ପୂର୍ବରୁ ୫ ଲକ୍ଷ ଲୋକଙ୍କୁ ଖାଦ୍ୟ ଯୋଗାଉଥିବା ଆମ୍ମା କ୍ୟାଣ୍ଟିନ ଏବେ ୧୧ ଲକ୍ଷ ଲୋକଙ୍କୁ ଖାଦ୍ୟ ଯୋଗାଉଛି ବୋଲି ଶୁକ୍ରବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଗ୍ରେଟର ଚେନ୍ନାଇ କର୍ପୋରେଶନର କମିଶନର ଜି. ପ୍ରକାଶ। ଏହି ସମୟରେ କାହାକୁ ଭୋକରେ ରହିବାକୁ ଦିଆଯିବନାହିଁ ବୋଲି କହିଛନ୍ତି କମିଶନର। ସେଥିପାଇଁ ଆମ୍ମା କ୍ୟାଣ୍ଟିନକୁ ସବୁ ପ୍ରକାର ସହଯୋଗ ଯୋଗାଇ ଦିଆଯିବା ସହ ଭୋକିଲାକୁ ଆହର ଯୋଗାଇ ଦିଆଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିରାଗଙ୍କୁ ସମର୍ଥନ କଲେ ତେଜସ୍ୱୀ

ପାଟନା,୧୯ ।୧୦: ଆସନ୍ତା ୨୮ ତାରିଖରେ ବିହାରରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯିବ । ସମୟ ଯେତିକି ପାଖେଇ ଆସୁଛି ରାଜନୀତି ବି ସେତିକି...

ଦୋମୁହାଁ ସାପର ଦାମ୍‌ ଅମୂଲ ମୂଲ

ମୁମ୍ବାଇ,୨୯।୫: ମହାରାଷ୍ଟ୍ରର ଠାଣେ ଜିଲ୍ଲାରୁ ଚୋରା ଚାଲାଣ କରାଯାଉଥିବା ୨ଟି ଦୋମୁହାଁ ସାପକୁ ଜବତ କରାଯାଇଛି। ଏଥିସହ ଏହି ମାମଲାରେ ୨ଜଣଙ୍କୁ ଗିରଫ କରିଛି ନବଘର...

‘ଭାରତ ଆତ୍ମବିଶ୍ୱାସର ସହ ଅଜଣା ଶତ୍ରୁକୁ କରିଛି ସାମ୍ନା’

ଚେନ୍ନାଇ,୨୯।୭: ଚେନ୍ନାଇରେ ଆନ୍ନା ବିଶ୍ୱବିଦ୍ୟାଳୟର ୪୨ତମ ସମାବର୍ତ୍ତନ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଯୋଗ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ସହ ତାମିଲନାଡୁର ରାଜ୍ୟପାଳ...

ଗର୍ଭବତୀଙ୍କ ଚିକିତ୍ସା କରିବାକୁ ମନାକଲେ ୮ ହସ୍ପିଟାଲ: ୧୩ ଘଣ୍ଟାପରେ ଆମ୍ବୁଲାନ୍ସ୍‌ରେ ଘଟିଲା ମୃତ୍ୟୁ

ନୋଏଡ଼ା, ୭।୬: ଦେଶରେ କରୋନା ସଂକ୍ରମଣ ନେଇ ଲୋକେ ଏଭଳି ଆତଙ୍କିତ ହୋଇ ପଡ଼ିଛନ୍ତି ଯେ, ସେମାନଙ୍କ ମଧ୍ୟରେ ଥିବା ସାଧାରଣ ମାନବିକତା ମଧ୍ୟ ଏବେ...

ବୁଦ୍ଧି ଶିଖିଲେ ଓଲି: ଅପଲୋଡ୍‌ କଲେ ନେପାଳର ପୁରୁଣା ମାନଚିତ୍ର

ନୂଆଦିଲ୍ଲୀ, ୨୪।୧୦: ନେପାଳର ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ବୁଦ୍ଧି ଶିଖିଛନ୍ତି। ଚାଇନା ସହିତ ବନ୍ଧୁତା କରିବା ତାଙ୍କୁ ମହଙ୍ଗା ପଡ଼ିଛି। ଭାରତୀୟ ର’ ମୁଖ୍ୟ...

ବିଦେଶରେ ପ୍ରସ୍ତୁତ ହେବ କୋଭାକ୍ସିନ

ନୂଆଦିଲ୍ଲୀ, ୨୨।୫: ଭାରତରେ କୋଭିଡ୍‌ ଭାକ୍ସିନ ସଙ୍କଟ ଏଡ଼ାଇବା ପାଇଁ କେନ୍ଦ୍ର ସରକାର ବିଦେଶରେ ଟିକା ଉତ୍ପାଦନ ନିମନ୍ତେ ଉଦ୍ୟମ ଆରମ୍ଭ କରିଛନ୍ତି। ସ୍ବଦେଶୀ ଜ୍ଞାନକୌଶଳରେ...

ରକ୍ତ ଦାନ କରି ଗୋଟିଏ କୁକୁରକୁ ବଞ୍ଚାଇଲା ଆଉ ଏକ କୁକୁର

ନରସିଂହପୁର,୨୬।୭: ମଧ୍ୟ ପ୍ରଦେଶର ନରସିଂହପୁର ଅନ୍ତର୍ଗତ ସୈସରା ଗାଁରେ ରକ୍ତଦାନକୁ ନେଇ ଏକ ଭିନ୍ନ ଉଦାହରଣ ଦେଖିବାକୁ ମିଳିଛି। ମନୁଷ୍ୟ ରକ୍ତଦାନ କରିବା କଥା ସମସ୍ତେ...

ବର୍ଡର ସିଲ୍‌ ହେବା ପରେ ଦିଲ୍ଲୀ-ଗୁରୁଗ୍ରାମରେ ରାସ୍ତା ଜାମ୍‌: ପାସ୍‌ଧାରୀଙ୍କୁ ବି ମିଳିଲାନି ଅନୁମତି

ନୂଆଦିଲ୍ଲୀ,୨୯।୫: କରୋନା ଭାଇରସ୍‌ ବଢ଼ୁଥିବା ମାମଲାକୁ ଦେଖି ହରିୟାଣା ସରକାର ଦିଲ୍ଲୀ ନିକଟସ୍ଥ ସୀମାକୁ ପୁଣି ଥରେ ସିଲ୍‌ କରିଦେଇଛନ୍ତି। ଗୁରୁବାର ରାତିରେ ଏନେଇ ନିଷ୍ପତ୍ତି...

Advertisement
Archives

Model This Week