Posted inଜାତୀୟ

୫ ଶହ କିଲୋଗ୍ରାମ୍‌ ଆମ୍ବରେ ହେଲା ବାଲାଜୀଙ୍କ ଆମ୍ରାଭିଷେକ

ଇନ୍ଦୋର,୮।୬: ମଧ୍ୟପ୍ରଦେଶ ଇନ୍ଦାରଠାରେ ଥିବା ତିରୁପତି ବାଲାଜୀଙ୍କ ମନ୍ଦିରରେ କରାଯାଇଛି ଏକ ସ୍ବତନ୍ତ୍ର ଅଭିଷେକ। ୫ କିଲୋଗ୍ରାମ୍‌ ଅମ୍ବରେ ଭଗବାନ ବାଲାଜୀଙ୍କ ଆମ୍ରାଭିଷେକ ହୋଇଛି। ଅତ୍ୟଧିକ ଗରମରୁ ରକ୍ଷା ପାଇବା ପାଇଁ ଏଭଳି ଅଭିଷେକ କରାଯାଇଥିବା ସ୍ଥାନୀୟ ଲୋକେ କହିଛନ୍ତି। ଅଭିଷେକରେ ୧୧ କିସମର ଆମ୍ବର ବ୍ୟବହାର କରାଯାଇଥିଲା। ଏହାକୁ ଦେଖିବା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲା। ପ୍ରଥମେ ୧୦୮ ପବିତ୍ର ନଦୀଜଳରେ ବାଲାଜୀଙ୍କ ଅଭିଷେକ କରାଯିବା ପରେ ଏଭଳି ହୋଇଥିଲା। ସ୍ଥାନୀୟ ବୈଷ୍ଣବ ସମ୍ପ୍ରଦାୟ ପୁରାତନ କାଳରୁ ଅତ୍ୟଧିକ ଗରମରୁ ରକ୍ଷା ପାଇବା ଲାଗି ବାଲାଜୀଙ୍କଠାରେ ଏଭଳି ପରମ୍ପରା ପାଳିତ କରୁଥିବା ବୈଷ୍ଣବ ସମ୍ପ୍ରଦାୟର ମିଡ଼ିଆ ପ୍ରଭାରୀ ରାମ ସ୍ବରୂପ ମୁଦଣ୍ଡା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ଲାମେଣ୍ଟ ଭବନରେ ଥର୍ମାଲ ସ୍କ୍ରିନିଂ ବ୍ୟବସ୍ଥା

ନୂଆଦିଲ୍ଲୀ,୧୭।୩(ପି.ଟି.):କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପାର୍ଲାମେଣ୍ଟ ଭବନ ପରିସରକୁ ଆସୁଥିବା ଦର୍ଶକମାନଙ୍କ ପାଇଁ ସୋମବାର ଥର୍ମାଲ ସ୍କ୍ରିନିଂ ବ୍ୟବସ୍ଥା ଗ୍ରହଣ କରାଯାଇଛି। ପାର୍ଲାମେଣ୍ଟ ଭିତରକୁ ଯାଉଥିବା...

ସ୍କୁଲ୍‌ ଛାତ୍ରୀଙ୍କୁ ବଳାତ୍କାର ମାମଲା: ମହନ୍ତ ଶିବମୂର୍ତ୍ତି ଗିରଫ

ବେଙ୍ଗାଲୁରୁ,୧ା୯: ନାବାଳିକା ଯୌନ ନିର୍ଯାତନା ଓ ବଳାତ୍କାର ମାମଲାରେ କର୍ନାଟକର ଏକ ପ୍ରମୁଖ ଲିଙ୍ଗାୟତ ମଠର ମହନ୍ତ ଶିବମୂର୍ତ୍ତି ମୁରୁଘା ଶରାନାରୁଙ୍କୁ ଗୁରୁବାର ରାତିରେ ଗିରଫ...

ଅପରେଶନ୍‌ ଲୋଟସ୍‌ ଦାବି ମଧ୍ୟରେ ଆସ୍ଥା ପ୍ରସ୍ତାବ ଆଣିବେ ମାନ ସରକାର

ଚଣ୍ଡିଗଡ଼,୧୯।୯: ପଞ୍ଜାବରେ ସରକାର ଭାଙ୍ଗିବା ପାଇଁ ଭାଜପା ପକ୍ଷରୁ ‘ଅପରେଶନ ଲୋଟସ୍‌’ ଅଭିଯାନ ଚାଲିଥିବା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଅଭିଯୋଗ କରିଛି। ଏଏପିର ୧୦ଜଣ...

ମହାତ୍ମା ଗାନ୍ଧୀ ଭାରତ ରତ୍ନଠାରୁ ଊର୍ଦ୍ଧ୍ୱରେ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୭।୧: ମହାତ୍ମା ଗାନ୍ଧୀଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନରେ ସମ୍ମାନିତ କରିବା ପାଇଁ ସୁପ୍ରମିକୋର୍ଟରେ ୟୁନିୟନ ଅଫ୍‌ ଇଣ୍ଡିଆ ପକ୍ଷରୁ ଆବେଦନ...

ମାର୍ଚ୍ଚରୁ ୧୨ରୁ ୧୪ ବର୍ଗଙ୍କୁ ଟିକା

ନୂଆଦିଲ୍ଲୀ,୧୭।୧: ଆସନ୍ତା ମାର୍ଚ୍ଚରୁ ଦେଶରେ ୧୨ରୁ ୧୪ ବର୍ଷ ବୟସ ବର୍ଗର ପିଲାଙ୍କୁ ଟିକା ଦିଆଯିବ। ଏ ନେଇ କୋଭିଡ୍‌-୧୯ ଓ୍ବାର୍କିଂ ଗ୍ରୁପ୍‌ ଅଧ୍ୟକ୍ଷ ଡ....

ରାମ ନବମୀ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨।୪: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମ ନବମୀ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ରାଷ୍ଟ୍ରପତି ରାମଙ୍କ ସଦ୍‌ଗୁଣ...

ଟୁଇଟର ୱାର: ପ୍ରିୟଙ୍କା ଗାନ୍ଧୀ ଟୁଇଟର ପ୍ରୋଫାଇଲରେ ଲଗାଇଲେ ରାହୁଲଙ୍କ ଫଟୋ

ନୂଆଦିଲ୍ଲୀ,୧୨ ।୮: ଟୁଇଟର ଓ କଂଗ୍ରେସ ମଧ୍ୟରେ ବିବାଦ ବଢିବାରେ ଲାଗିଛି । ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଟୁଇଟର ଆକାଉଣ୍ଟ ଲକ୍ ହେବା...

ଖେଳ ଆରମ୍ଭ

କୋଲକାତା,୧୧ା୩: ନନ୍ଦିଗ୍ରାମ ବିଧାନସଭା ଆସନରୁ ମୋ ବିଜୟ ନେଇ ମୁଁ ଦୃଢ଼ ନିଶ୍ଚିତ। ମୁଁ ଭବାନୀପୁର ନିର୍ବାଚନମଣ୍ଡଳୀରୁ ସହଜରେ ଜିତି ପାରିଥାଆନ୍ତି। କିନ୍ତୁ ଗତ ଜାନୁୟାରୀରେ...

Advertisement
Archives

Model This Week