୫ ହଜାର ପୋଲିସ କର୍ମଚାରୀଙ୍କ ସ୍ବାବ୍‌ ଟେଷ୍ଟ

ଭୁବନେଶ୍ୱର,୯।୫ (ବ୍ୟୁରୋ): ମୁମ୍ବାଇରେ ୨୫୦ ପୋଲିସ କରୋନା ଭୂତାଣୁ ସଂକ୍ରମଣରେ ଆକ୍ରାନ୍ତ ହୋଇଥିବା ଖବର ଆସିବା ପରେ କମିଶନରେଟ ପୋଲିସରେ ଛନକା ପଶିଛି। ତେଣୁ କମିଶନରେଟ ପୋଲିସର ପ୍ରାୟ ୫ ହଜାର ପୋଲିସ କର୍ମଚାରୀଙ୍କ କରୋନା ପରୀକ୍ଷା କରାଯାଇଛି। କିନ୍ତୁ କାହାରି ବି ପଜେଟିଭ୍‌ ଆସି ନ ଥିବା ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି। ସେ ଆହୁରି କହିଛନ୍ତି ଯେ, ପ୍ରତି ଥାନାକୁ ବଡି ସ୍କ୍ରିନିଂ ମେଶିନ୍‌ ଦିଆଯାଇଛି। କର୍ମଚାରୀଙ୍କ ସ୍କ୍ରିନିଂ କରାଯାଉଛି। ଯେଉଁ ପୋଲିସ କର୍ମଚାରୀଙ୍କ କରୋନା ଲକ୍ଷଣ ଆସୁଛି ତାଙ୍କର ସ୍ବାବ୍‌ ପରୀକ୍ଷା ପାଇଁ ପଠାଯାଉଛି। ୫୦ବର୍ଷରୁ ଊର୍ଦ୍ଧ୍ୱ ପୋଲିସ ଅଧିକାରୀଙ୍କୁ ବାହାର ଡ୍ୟୁଟି ପରିବର୍ତ୍ତେ ଥାନାରେ କାର୍ଯ୍ୟ କରିବାକୁ କୁହାଯାଇଛି। ପୋଲିସ ବାରାକରେ ସାମାଜିକ ଦୂରତ୍ୱ ଉପରେ ଧ୍ୟାନ ଦିଆଯାଇଛି। ବାରାକରେ ଏକାଧିକ ସିପାହୀଙ୍କୁ ବାଣୀବିହାର ହଷ୍ଟେଲକୁ ସ୍ଥାନାନ୍ତର କରାଯାଇଛି। ସମସ୍ତଙ୍କୁ ମାସ୍କ, ସାନିଟାଇଜର ବ୍ୟବହାର କରିବାକୁ କୁହାଯାଇଛି। ରିଜର୍ଭରେ ରହୁଥିବା ପୋଲିସ କର୍ମଚାରୀଙ୍କ ସ୍କ୍ରିନିଂ ମଧ୍ୟ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ୱରାନ୍ବିତ ହେବ ଏସ୍‌ସିବି ମେଡିକାଲ ସମ୍ପ୍ରସାରଣ

କଟକ ଅଫିସ,୨୬।୬: କଟକ ଏସ୍‌ସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ସମ୍ପ୍ରସାରଣ ଓ ଉନ୍ନତିକରଣ କାର୍ଯ୍ୟର ସମୀକ୍ଷା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମେଡିକାଲ କ୍ୟାମ୍ପସ...

ପିଲାଙ୍କ ପାଇଁ ନେଟ୍‌ଫ୍ଲିକ୍ସର ନୂଆ ସେଫ୍‌ଟି ଫିଚର୍‌

ଭୁବନେଶ୍ୱର, ୨୨।୪ (ବ୍ୟୁରୋ): ଦର୍ଶକଙ୍କ ପରାମର୍ଶ ତଥା ଅନୁରୋଧକୁ ରକ୍ଷାକରି ବିଶ୍ୱର ସର୍ବବୃହତ୍‌ ଭିଡ଼ିଓ ଷ୍ଟ୍ରିମିଂ ସର୍ଭିସ୍‌ ‘ନେଟ୍‌ଫ୍ଲିକ୍ସ’ ତା’ର ଫିଚର୍‌ ଓ ସେବାରେ ପରିବର୍ତ୍ତନ...

ହାଟଡ଼ିହୀରେ ହାତୀ ଆକ୍ରମଣରେ ଦୁଇଜଣଙ୍କ ମୃତ୍ୟୁ ଘଟଣା: ହଦଗଡ଼ ଫରେଷ୍ଟ ଅଫିସ ଘେରାଉ କଲେ ଅଞ୍ଚଳବାସୀ, ବ୍ୟାପକ ଭଙ୍ଗାରୁଜା

ହାଟଡିହୀ, ୧୮।୫(ସ୍ବ.ପ୍ର.)- କେନ୍ଦୁଝର ଜିଲା ହାଟଡ଼ିହୀ ଅଞ୍ଚଳରେ ହାତୀ ଆକ୍ରମଣରେ ଦୁଇଜ ପ୍ରତିବାଦରେ ୨ ହଜାରରୁ ଊର୍ଦ୍ଧ୍ୱ ଲୋକ ଶନିବାର ହଦଗଡ଼ ଫରେଷ୍ଟ ଅଫିସ ଘେରାଉ...

୧୪ ଜିଲାରେ ୩୫ ନକଲି ଶିକ୍ଷକ

ଯାଜପୁର ଅଫିସ,୧୮ା୧୧:  ରାଜ୍ୟର କୋଣ ଅନୁକୋଣରେ ନକଲି ବିଏଡ୍‌/ସି.ଟି. ଡିଗ୍ରୀଧାରୀ ଶିକ୍ଷୟତ୍ରୀଶିକ୍ଷକ ନିଯୁକ୍ତି ପାଇ ସମସ୍ତ ସରକାରୀ ସୁବିଧାସୁଯୋଗ ହାସଲ କରୁଛନ୍ତି। ଏହାଦ୍ୱାରା ପ୍ରକୃତ ବିଏଡ୍‌/ସି.ଟି....

ଅଧା କର୍ମଚାରୀରେ ଷ୍ଟେଟ୍‌ ଫିଙ୍ଗର ପ୍ରିଣ୍ଟ ବ୍ୟୁରୋ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ରାଜ୍ୟରେ ଏବେ ଅପରାଧ ବଢ଼ି ଚାଲିଛି। କିନ୍ତୁ ତଦନ୍ତରେ ବୈଜ୍ଞାନିକ ତଥା ଅତ୍ୟାଧୁନିକ ଜ୍ଞାନକୌଶଳର ଠିକ୍‌ ଉପଯୋଗ ହୋଇପାରୁ ନ ଥିବାରୁ ଅଧିକାଂଶ ମାମଲାରେ...

ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହେଲା ଭାଜପା

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ବିଜେଡି ଓ ଭାଜପା ମଧ୍ୟ ଭିତିରି ବୁଝାମଣା ରହିଥିବା ନେଇ କଂଗ୍ରେସ ପକ୍ଷରୁ ବାରମ୍ବାର ଅଭିଯୋଗ କରାଯାଉଥିବାବେଳେ ଏକଥାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ଖଣ୍ଡନ...

ଆସନ୍ତା ଜାନୁୟାରୀ ୨୦ରୁ ଭୁବନେଶ୍ୱର-ସୁରଟ ମଧ୍ୟରେ ଉଡିବ ବିମାନ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ଆସନ୍ତା ଜାନୁୟାରୀ ୨୦ ତାରିଖରୁ ଭୁବନେଶ୍ୱର-ସୁରଟ ମଧ୍ୟରେ ବିମାନ ଚଳାଚଳ ହେବ। ଏୟାର ଇଣ୍ଡିଆ ପକ୍ଷରୁ ଏହି ସେବା ଯୋଗାଇ ଦିଆଯିବ। ସୋମବାର ଓ...

ହଷ୍ଟେଲରେ ଛାତ୍ରଙ୍କୁ ମାଡ଼ ମାରିବା ଘଟଣା: ଗିରଫ ହେଲେ ଓ୍ବାର୍ଡେନ

ଭୁବନେଶ୍ୱର,୨୦।୮(ବ୍ୟୁରୋ): ଖଣ୍ଡଗିରି ଥାନା ଅଞ୍ଚଳରେ ଥିବା ଏକ ଆବାସିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ସ୍କୁଲର ହଷ୍ଟେଲରେ ଛାତ୍ରଙ୍କୁ ମାଡ଼ ମାରିବା ଘଟଣାରେ ଅଭିଯୁକ୍ତ ଓ୍ବାର୍ଡେନ୍‌ଙ୍କୁ ପୋଲିସ...

Play 250+ Trending Games
Archives

Model This Week

Why Dharitri