୬ଘଣ୍ଟାରେ ୨୦ ବାଇକ୍‌ ଜବତ

ବଡ଼ସାହି,୯ା୪(ସ୍ବ.ପ୍ର.)-କରୋନା ମୁକାବିଲା ପାଇଁ ସାରା ଦେଶ ଲକ୍‌ଡାଉନରେ ରହିଛି। ସରକାରଙ୍କ ନିୟମକୁ ଊଲ୍ଲଂଘନ କରି କେତେକ ଅସାମାଜିକ ଯୁବକ ବାଇକ ଯୋଗେ ଏଣେ ତେଣେ ବୁଲୁଥିବା ବେଳେ ସାମାଜିକ ଦୂରତା ଅବଲମ୍ବନ କରୁ ନାହାନ୍ତି। ସ୍ଥାନୀୟ ବଜାରକୁ ଆସୁଥିବା ୨୦ଟି ବାଇକ୍‌କୁ ପୋଲିସ ଜବତ କରିବା ସହିତ ସେମାନଙ୍କ ନାମରେ ମାମଲା ରୁଜୁ କରିଛି। କୋଭିଡ-୧୯ ଆଇନ ଅମାନ୍ୟ କରୁଥିବା ଲୋକମାନଙ୍କ ପାଇଁ ବୁଧବାର ବଡ଼ସାହି ପୋଲିସ ପକ୍ଷରୁ କଡ଼ାକଡ଼ି ବ୍ୟବସ୍ଥା ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ପତାକା ଉତ୍ତୋଳନ କଲେ କୃଷି ମନ୍ତ୍ରୀ

ରାୟଗଡ଼ା ଅଫିସ,୨୬ା୧: ରାୟଗଡ଼ା ସଦରସ୍ଥିତ ଜିସିଡି ହାଇସ୍କୁଲ ପଡ଼ିଆରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଏବଂ ପ୍ରାଣୀ...

ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ

ପାଟପୁର,୨୨ା୮(ଡି.ଏନ.ଏ.)-ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଏସ୍‌.ଗୋପାଳପୁର କାଳୀମନ୍ଦିର ସାହିରେ ମଙ୍ଗଳବାର ରାତିରେ ଜଣେ ମହିଳାଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ସେ ହେଲେ ଏସ୍‌.ଗୋପାଳପୁର ଗ୍ରାମର...

ମାଟ୍ରିକ ପରୀକ୍ଷା ବେଳେ ଛାତ୍ରଙ୍କ ମୃତ୍ୟୁ

ଦାମନଯୋଡ଼ି, ୧୭ା୩(ଡି.ଏନ.ଏ.):ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍‌ଇ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ବେଳେ ଦାମନଯୋଡି ନାଲ୍‌କୋ ଟାଉନଶିପ ସରସ୍ବତୀ ବିଦ୍ୟାମନ୍ଦିର ପରୀକ୍ଷା କେନ୍ଦ୍ରରେ...

ମିଳିଲା ଅନୁମତି, ପରୀକ୍ଷା ପରିଚାଳନା କରିବ ଭିମ୍‌ସାର

ସମ୍ବଲପୁର,୧୬ା୪(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ବୀର ସୁରେନ୍ଦ୍ର ସାଏ ମେଡିକାଲ ଆଣ୍ଡ ରିସର୍ଚ୍ଚ ସେଣ୍ଟର (ଭିମ୍‌ସାର) ଚଳିତ ଶିକ୍ଷାବର୍ଷରୁ ନିଜେ ପରୀକ୍ଷା ପରିଚାଳନା କରିବ। ଏ...

ସଙ୍ଗରୋଧ କେନ୍ଦ୍ରରୁ ଫେରିଲେ ବାହାର ରାଜ୍ୟର ୪୭ ଅଟକ ବ୍ୟକ୍ତି

  ରାୟଗଡ଼ା ଅଫିସ,୩ା୫: ରାୟଗଡ଼ା ବ୍ଲକ୍‌ ଅଧୀନ ଆନ୍ଧ୍ର-ଓଡ଼ିଶା ସୀମାନ୍ତ କେରେଡ଼ା ଗାଁ ସଙ୍ଗରୋଧ କେନ୍ଦ୍ରରେ ଥିବା ୪୭ ଅଟକ ବ୍ୟକ୍ତିଙ୍କୁ ରବିବାର ନିଜ ଅଞ୍ଚଳଙ୍କୁ...

କେନ୍ଦୁପତ୍ର ବୋଝେଇ ଟ୍ରକ ଜବତ : ୨ ଗିରଫ

ବାଙ୍ଗିରିପୋଷି,୨୫ା୮(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବନାଞ୍ଚଳ ଅଧୀନ ଅଗ୍ନିଶମ ବିଭାଗ ରାସ୍ତାରୁ ଏକ କେନ୍ଦୁପତ୍ର ବୋଝେଇ ଟ୍ରକ୍‌କୁ ବନ ବିଭାଗ ଜବତ କରିଛି। ଏହି ଘଟଣାରେ...

ଘର ନ ଛାଡ଼ିବାରୁ ଭଡ଼ାଟିଆଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ

ବ୍ରହ୍ମପୁର ଅଫିସ,୧୩।୧୧: ଭଡ଼ାରେ ରହୁଥିବା ଜଣେ ମହିଳା ଘର ନ ଛାଡ଼ିବାରୁ ତାଙ୍କୁ ହତ୍ୟା ଉଦ୍ୟମ କରାଯାଇଥିଲା। ଅଭିଯୋଗ ପରେ ଟାଉନ ଥାନା ପୋଲିସ ସମ୍ପୃକ୍ତ...

କଟକରୁ ୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ମାଲଗୋଦାମ ଅଞ୍ଚଳରୁ ଅଛନ୍ତି ସର୍ବାଧିକ, ଜାଣନ୍ତୁ…

କଟକ ଅଫିସ,୪।୮: କଟକରେ ମାଡ଼ି ଚାଲିଛି କରୋନା। ମଙ୍ଗଳବାର ସହରରେ ୯୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ କଟକରେ ମୋଟ ସଂକ୍ରମିତଙ୍କ ସଂଖ୍ୟା...

Advertisement
Archives

Model This Week