୬ଦଫା ଦାବିରେ କୃଷକ ମହାସଂଘର ସ୍ମାରକପତ୍ର

ଜଳେଶ୍ୱର,୩।୬(ସ୍ବ.ପ୍ର)- ବାଲେଶ୍ୱର ଜିଲାର ଜଳେଶ୍ୱର କୃଷି ଜିଲା କୃଷକ ମହାସଂଘ ପକ୍ଷରୁ ବୁଧବାର ୬ଦଫା ଦାବି ନେଇ ଏକ ସ୍ମାରକପତ୍ର କୃଷି ଜିଲା ଅଧିକାରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଯାଇଛି।  ‘ଅମ୍ପନ’ ଦ୍ୱାରା ଜଳେଶ୍ୱର, ଭୋଗରାଇ ଓ ବାଲିଆପାଳର ଚାଷୀମାନଙ୍କର ବ୍ୟାପକ କ୍ଷତି ହୋଇଥିବାରୁ ଏ ସଞ୍ଚଳର ସମସ୍ତ କୃଷିଋଣକୁ ଛାଡ କରାଯିବାକୁ ସେମାନେ ଦାବି ଜଣାଇଛନ୍ତି। ସମବାୟ ସମିତି ଜରିଆରେ ନିର୍ଦ୍ଦିଷ୍ଟ ସମୟରେ ଧାନକ୍ରୟ ଓ ଅତିଶୀଘ୍ର ସହାୟକ ମୂଲ୍ୟପ୍ରଦାନ କରାଯିବା, କ୍ଷତିଗ୍ରସ୍ତ ଚାଷୀଙ୍କୁ ସବ୍‌ସିଡି ଓ ବୀମା ପ୍ରଦାନ କରିବା, ପଙ୍ଗପାଳ ଦାଉରୁ ଫସଲ ରକ୍ଷା ନିମନ୍ତେ ଆଗୁଆ ପଦକ୍ଷେପ ଗ୍ରହଣ, ଖରିଫ ଚାଷ ନିମନ୍ତେ ବିହନ ଓ କୃଷିଯନ୍ତ୍ରପାତି ମାଗଣାରେ ଯୋଗାଇବା, କୃଷକର କେତେକ ଗାଡିକୁ ପୁଲିସ୍‌ ଅଟକାଇ ଚାନ୍ଦା ଆଦାୟ କରୁଥିବା ଅଭିଯୋଗର ତଦନ୍ତ କରାଯିବାକୁ ଜଳେଶ୍ୱର ବ୍ଲକ ସଭାପତି ଦୀନବନ୍ଧୁ ଜେନା, ଭୋଗରାଇ ବ୍ଲକ ସଭାପତି ତ୍ରିଲୋଚନ ଦାସ, ବାଲିଆପାଳ ବ୍ଲକ ସଭାପତି ଅନାଦି ଗିରି, ଆବାହାକ ସୁଦାମ ଚରଣ ପାତ୍ର, ମନୋରଞ୍ଜନ ଦାସ, କମଳ ଚକ୍ରବର୍ତ୍ତୀ, ଆଶିଷ କୁମାର ଗିରି, ସୁକୁମାର ରଣା, ଅନନ୍ତ କୁମାର ଘୋଷ, ସରୋଜ ପାତ୍ର ପ୍ରମୁଖ ଲିଖିତଭାବେ ସ୍ମାରକପତ୍ରରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଏଏ, ଏନ୍‌ଆର୍‌ସି ବିରୋଧରେ ମାନବ ଶୃଙ୍ଖଳ

କଟକ ଅଫିସ, ୨୮ା୧୨: କେନ୍ଦ୍ର ସରକାର ବେକାରୀ, ଦରଦାମ୍‌ ବୃଦ୍ଧି ଓ ସାଧାରଣ ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରିବାରେ ବିଫଳ ହୋଇଛନ୍ତି। ସେହିପରି ଛାତ୍ର,...

ନୀଳଗିରି ଲ୍ୟାମ୍ପରେ ଉତ୍ତେଜନା: ୩ ଅଧିକାରୀଙ୍କୁ ୩ ଘଣ୍ଟା ଅଟକ

ସଜନାଗଡ଼, ୨୯।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଲ୍ୟାମ୍ପରେ ଶନିବାର ଉତ୍ତେଜନା ଦେଖାଦେଇଛି। ପଞ୍ଜିକରଣରେ ଅନିୟମିତତା ଅଭିଯୋଗ କରି ଚାଷୀମାନେ ଲ୍ୟାମ୍ପର ପରିଚାଳନା ନିର୍ଦ୍ଦେଶକଙ୍କୁ ୩ ଘଣ୍ଟା ଧରି...

‘ବିପ୍ଲବୀ କେବେ ମରିପାରେନା’

ଜଳେଶ୍ୱର, ୧୩।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱରର ପୂର୍ବତନ ବିଧାୟକ ସ୍ବର୍ଗତ ଗଦାଧର ଗିରି ଜଣେ କ୍ରାନ୍ତିବୀର, ଆଦର୍ଶବାଦୀ ଓ ଜନଦରଦୀ ନେତା ଥିଲେ। ବିପ୍ଲବୀ କେବେ ମରିପାରେନା...

ବ୍ରିଜ୍‌ ବାଡ଼ରେ ପିଟିହେଲା ବୁଲେଟ୍‌, ୨ ଗୁରୁତର

କେନ୍ଦୁଝର,୨୩ା୭(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅଞ୍ଚଳ ଦେଇ ଯାଇଥିବା ୪୯ ନଂ ଜାତୀୟ ରାଜପଥର ବାଲିଆଗୋଡ଼ା ଓଭରବ୍ରିଜ୍‌ରେ ଶନିବାର ସନ୍ଧ୍ୟାରେ ଏକ ବୁଲେଟ ଦୁର୍ଘଟଣାଗ୍ରସ୍ତ ହୋଇଛି।...

ହରିଚନ୍ଦନପୁର ତହସିଲଦାରଙ୍କ ବଦଳି ବାତିଲ୍‌ ପାଇଁ ଅଡ଼ିବସିଲେ ଅଞ୍ଚଳବାସୀ

କେନ୍ଦୁଝର,୨୪।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ତହସିଲଦାର ସୁବାଷ ପାଲଟାଙ୍କ ବଦଳି ବାତିଲ ପାଇଁ ଦାବି ହୋଇଛି। ତାଙ୍କର ବଦଳି ବାତିଲ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି...

ନାହାନ୍ତି ବିଶେଷଜ୍ଞ ଡାକ୍ତର

ବଅଁରପାଳ, ୨୬ା୨(ଡି.ଏନ.ଏ.) – ସ୍ବାସ୍ଥ୍ୟକେନ୍ଦ୍ର ଥିଲେ ବି ଉପଯୁକ୍ତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି ଅନୁଗୋଳ ଜିଲା ବଅଁରପାଳ ଅଞ୍ଚଳବାସୀ। ଡାକ୍ତର ଅଭାବ ସହ...

୪୮ ସଂକୀର୍ତ୍ତନ ମଣ୍ଡଳୀ: ହଜିଯାଉଥିବା ସଂକୀର୍ତ୍ତନକୁ ବଞ୍ଚାଇ ରଖିବାର ପ୍ରୟାସ

ନରାଜ,୧୫।୩(ଡି.ଏନ୍‌.ଏ.): ପ୍ରାଚୀନ ଭାରତୀୟ ଆଧ୍ୟାତ୍ମିକ ପରମ୍ପରାରେ କୀର୍ତ୍ତନ ସବୁ ଧର୍ମ ସହ ଜଡ଼ିତ। ହିନ୍ଦୁ ,ବୌଦ୍ଧ ଓ ଶିଖ୍‌ ଧର୍ମରେ ଏହା ବିଶେଷ ଭାବେ ପ୍ରଚଳିତ।...

ଜାରକାରେ ସେକ୍ସ ରାକେଟ ଠାବ: ରାଣୀ ମହୁମାଛି ସହ ୬ କୋର୍ଟଚାଲାଣ,ଜଣେ ଯୁବତୀ ଉଦ୍ଧାର

ଧର୍ମଶାଳା,୨୦।୮(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅଧୀନ ଜାରକା ଜଗନ୍ନାଥ ବିହାର ଅଞ୍ଚଳର ଏକ ଭଡ଼ାଘରେ ଚାଲିଥିବା ସେକ୍ସ ର଼୍ୟାକେଟକୁ ପୋଲିସ ରବିବାର ରାତିରେ ଠାବ କରିଛି। ଏହି...

Advertisement
Archives

Model This Week