୬ବର୍ଷର ପୁଅକୁ କଚାଡି ମାରିଲେ ବାପା

କପ୍ତିିପଦା,୩।୯(ଡି.ଏନ.ଏ.):ମୟୁରଭଞ୍ଜ ଜିଲା ଶରତ ଥାନା ଲାବଣ୍ୟଦେଇପୁର ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା। ମାନସିକ ବିକୃତ ବାପା ନିଜର ୬ ବର୍ଷର ପୁଅକୁ କଚାଡି ମାରିଦେଇଛନ୍ତି। ଅଭିଯୁକ୍ତ ଜଣଙ୍କ ହେଲେ ମଧୁ ସିଂ ହେମ୍ବ୍ରମ। ଗ୍ରାମର ଜଣେ ବ୍ୟକ୍ତିଙ୍କ ସହ ଗାଈ ବାନ୍ଧିବାକୁ ନେଇ ଝଗଡା ହେବାପରେ ଘରକୁ ଫେରିଥିଲେ ମଧୁ। ଘରେ ପୁଅ ସର୍ଦ୍ଦାର ସିଂ ହେମ୍ବ୍ରମ କାନ୍ଦୁଥିଲବାର ଦେଖି କଣ ପାଇଁ କାନ୍ଦୁଚି କହି ଏକ ପଥରରେ କଚାଡି ଦେଇଥିଲେ ବାପା। ଘଟଣାସ୍ଥଳରେ ହଁି ସର୍ଦ୍ଦାରଙ୍କ ମୃତ୍ୟୁ ହୋଇଥିଲା। ପୁଅର ମୃତ୍ୟୁ ପରେ ଘର ପାଖ ପୋଖରୀରେ ବୁଡେଇ ଦେଇଥିଲେ। ପରେ ଗ୍ରାମବାସୀମାନେ ଅଭିଯୁକ୍ତକୁ ଧରି ପୋଲିସର ଜିମା ଦେଇଥିଲେ। ପୋଲିସ ମଧୁଙ୍କୁ ଗିରଫ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri