୬୦କି.ମି. ସାଇକେଲ ଚଳାଇ ଡ୍ୟୁଟିରେ ପହଞ୍ଚିଲେ ପୋଲିସ ଅଧିକାରୀ

କୋଲକାତା, ୧।୪: ସାରା ବିଶ୍ୱ ମହାମାରୀ କରୋନା ଭାଇରସ୍‌ ବିରୋଧରେ ଲଢ଼େଇ ଜାରି ରଖିଛି। ଦିନକୁ ଦିନ କରୋନା ଭାଇରସ୍‌ ସଂକ୍ରମିତଙ୍କ ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଦେଶରେ କରୋନା ବ୍ୟାପିବାକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏଭଳି ସ୍ଥିତିରେ ଡାକ୍ତର, ମେଡିକାଲ ଷ୍ଟାଫ୍‌ ଓ ପୋଲିସ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଛନ୍ତି। ଲକ୍‌ଡାଉନ୍‌ ସମୟରେ କୋଲକାତାର ଜଣେ ଏଏସ୍‌ଆଇ ଅଧିକାରୀ ଡ୍ୟୁଟିରେ ଯୋଗଦେବା ପାଇଁ ପ୍ରାୟ ୬୦ କିଲୋମିଟର ସାଇକେଲ ଚଳାଇ ସମସ୍ତଙ୍କ ପାଇଁ ଏକ ଉଦାହରଣ ସୃଷ୍ଟି କରିଛନ୍ତି। ସୂଚନାଯୋଗ୍ୟ, ଇକ୍‌ବାଲପୁର ଥାନାର ଏଏସ୍‌ଆଇ ପରିମଲ ମଜୁମଦାର ପ୍ରାଙ୍ଗନା ୨୪ରେ ରୁହନ୍ତି। ଲକ୍‌ଡାଉନ୍‌ ଯୋଗୁ ସେ ରବିବାର ରାତି ୧୨ଟାରେ ଘରୁ ବାହାରିଥିବା ବେଳେ ସୋମବାର ସକାଳ ୫ଟାରେ ଥାନାରେ ପହଞ୍ଚିଥିଲେ। ଇକ୍‌ବାଲଙ୍କ କାର୍ଯ୍ୟ ପ୍ରତି ସମର୍ପଣକୁ ଦେଖି ଅନ୍ୟ ପୋଲିସ କର୍ମଚାରୀମାନେ ତାଙ୍କୁ ପ୍ରଂଶସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri