୬୦ଗ୍ରାମ ବ୍ରାଉନସୁଗାର ଜବତ, ୨ ଗିରଫ

ଯଁ।ଳା,୧୩ା୬ (ଡି.ଏନ୍‌.ଏ.): ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଶୁକ୍ରବାର ଯଁ।ଳା ଫାଣ୍ଡି ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତଦ୍ୱୟ ହେଲେ ଖୋର୍ଦ୍ଧା ଜିଲା ନବୀନାବାଗ ଅଞ୍ଚଳର ବ୍ରଜ ପଟ୍ଟନାୟକ(୪୮) ଏବଂ ନୟାଗଡ ଜିଲା ରଣପୁର ଥାନା ଅଧୀନ ଗଡ଼ବାଣିକିଲୋ ଗ୍ରାମର ବିଶ୍ୱରଞ୍ଜନ ପରିଡ଼ା(୨୬)। ଏମାନଙ୍କ ନିକଟରୁ ୬୦ଗ୍ରାମ ବ୍ରାଉନସୁଗାର, ୨ ବାଇକ୍‌, ଗୋଟିଏ ମୋବାଇଲ ଫୋନ ଏବଂ ୧୩୫୦ଟଙ୍କା ଜବତ ହୋଇଛି। ସୂଚନା ଅନୁଯାୟୀ, ଗଙ୍ଗପଡ଼ା ଟୋଲଗେଟ ନିକଟରେ ଗୁରୁବାର ଅଭିଯୁକ୍ତ ଦ୍ୱୟ ଛିଡା ହୋଇଥିଲେ। ଏମାନଙ୍କୁ ସ୍ଥାନୀୟ ଲୋକେ ସନ୍ଦେହ କରିବା ସହ ପୋଲିସକୁ ଜଣାଇଥିଲେ। ଯଁ।ଳା ଫାଣ୍ଡି ଅଧିକାରୀ ସତ୍ୟବ୍ରତ ଗ୍ରହଚାର୍ଯ୍ୟ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତଦ୍ୱୟଙ୍କୁ ଧରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…

ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି…

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri