୬୦ବର୍ଷ ବୟସରେ ଟେନିସ କୋର୍ଟକୁ ଓହ୍ଲାଇଲେ ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ନୀନା ଗୁପ୍ତା ଏବେ ଫିଲ୍ମ ସହ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ଦୀର୍ଘ ଦିନର ବ୍ରେକ୍‌ ପରେ ସେ ବଡ଼ ପରଦାକୁ ଜବରଦସ୍ତ ଏଣ୍ଟ୍ରି କରିଛନ୍ତି। ଏଭଳି ସ୍ଥିତିରେ ନୀନା ନିଜର ଫିଟ୍‌ନେସ୍‌ ଉପରେ ବେଶ୍‌ ଧ୍ୟାନ ଦେଉଥିବା ନଜର ଆସିଛି। ଏଥିପାଇଁ ନୀନା ଓ୍ବାର୍କଆଉଟ୍‌ କରିବା ସହ ଯୋଗ ଓ ସ୍ପୋଟର୍‌ସରେ ନିଜର ସମୟ ଅତିବାହିତ କରୁଛନ୍ତି। ଇତିମଧ୍ୟରେ ସୋସିଆଲ ମିଡିଆରେ ନୀନାଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ସେ ଲନ୍‌ରେ ଟେନିସ ଖେଳୁଥିବାର ଦେଖିବାକୁ ମିଳିଛି। ୬୦ବର୍ଷର ନୀନାଙ୍କ ଏହି ଭିଡିଓକୁ ପ୍ରଶଂସକ ବେଶ୍‌ ପସନ୍ଦ କରିଛନ୍ତି। ନୀନା ଏହି ଭିଡିଓକୁ ଶେୟାର କରିବା ସହ କ୍ୟାପସନ୍‌ରେ ଲେଖିଛନ୍ତି, ଦୀର୍ଘ ବର୍ଷ ପରେ ଏହାକୁ ଖେଳି ବେଶ୍‌ ମଜା ଲାଗିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଓଜନ ବଢ଼ିବାକୁ ନେଇ ଚର୍ଚ୍ଚାରେ ଅଦନାନ୍‌

ବମ୍ବେ: ବଲିଉଡ୍‌ ଗାୟକ ଅଦନାନ୍‌ ସାମୀ ନିଜର ଗାୟନଶୈଳୀକୁ ନେଇ ଯେତିକି ଚର୍ଚ୍ଚିତ ହୋଇ ନ ଥାନ୍ତି, ତାଠାରୁ ଅଧିକ ହୋଇଥାନ୍ତି ନିଜର ଓଜନକୁ ନେଇ।...

ଓସ୍କାର ଦୌଡ଼ରେ ଜୋସେଫ୍‌

ଭୁବନେଶ୍ୱର: ଏକାଡେମୀ ଅଫ୍‌ ମୋଶନ ପିକ୍‌ଚର୍‌ ଆର୍ଟସ ଆଣ୍ଡ ସାଇନ୍ସେସ୍‌ ଦ୍ୱାରା ନିକଟରେ ବିଶ୍ୱର ସର୍ବବୃହତ୍‌ ଚଳଚ୍ଚିତ୍ର ପୁରସ୍କାର ‘ଓସ୍କାର’ ୨୦୧୯ରେ ସାମିଲ ହୋଇଥିବା ଚଳଚ୍ଚିତ୍ରର...

ଶିଳ୍ପାଙ୍କ ପଡୋଶୀଙ୍କୁ କରୋନା !

ମୁମ୍ବାଇ: କରୋନା ଭାଇରସ କାରଣରୁ ଦେଶରେ ଲକ୍‌ଡାଉନ ୩.୦ ଜାରି ରହିଛି। ଏହି ସମୟରେ ପ୍ରାୟ ସବୁ ସେଲିବ୍ରିଟି ଘରେ ରହି ସମୟ କାଟୁଥିବା ବେଳେ...

କ୍ୟାପ୍‌ ପିନ୍ଧିବା ଅନ୍ତରାଳେ..

ଅର୍ଜୁନ କପୁର ଗତ କିଛିମାସ ହେବ ଏକ କ୍ୟାପ୍‌ ପିନ୍ଧୁଥିଲେ। କେହି ଯଦି କେବେ ସେହି କ୍ୟାପ୍‌କୁ କାଢ଼ିବାକୁ କହୁଥିଲେ ସେ ଆଦୌ କାଢ଼ୁ ନ...

ଦ କପିଲ ଶର୍ମା ଶୋ’ର ଶୁଟିଂ ଆରମ୍ଭ: ଆସିଲା କଳାକାରଙ୍କ ଦାନ୍ତ ଭଙ୍ଗା ଭିଡିଓ, ଦେଖିଲେ ବନ୍ଦ ହେବନି ହସ

ଦୀର୍ଘ ଦିନର ଅପେକ୍ଷା ପରେ ‘ଦ କପିଲ ଶର୍ମା ଶୋ’ର ଶୁଟିଂ ଆରମ୍ଭ ହୋଇଛି। ଶୀଘ୍ର ଦର୍ଶକମାନେ ଏହାର ନୂତନ ଏପିସୋଡ ଦେଖି ପାରିବେ। ପ୍ରାୟ...

ନୂଆ ହେୟାରଷ୍ଟାଇଲ୍‌ ଯୋଗୁ ଟ୍ରୋଲ୍‌ ହେଲେ ରିତେଶ

ମୁମ୍ବାଇ: ସ୍ତ୍ରୀ ଜେନେଲିଆଙ୍କୁ ଖୁସି କରିବାକୁ ଯାଇ ଟ୍ରୋଲ ହୋଇଛନ୍ତି ବଲିଉଡ୍‌ ଅଭିନେତା ରିତେଶ ଦେଶମୁଖ। ସେ ବି ନିଜ ହେୟାରଷ୍ଟାଇଲ୍‌(କେଶ ବିନ୍ୟାସ) ଲାଗି। ନିକଟରେ...

ମାଧୁରୀଙ୍କ ସ୍ବରର ଦିଓ୍ବାନା ହେଲେ ଶାହାରୁଖ୍‌

କରୋନା ଯୋଗୁ ଜାରି ରହିଥିବା ଲକ୍‌ଡାଉନ ସମୟରେ ବଲିଉଡ୍‌ ଧକ୍‌ ଧକ୍‌ ଗର୍ଲ ମାଧୁରୀ ଦୀକ୍ଷିତ ଗୀତ ‘କ୍ୟାଣ୍ଡେଲ’ ମାଧ୍ୟମରେ ସଂଗୀତ ଜଗତରେ ଡେବ୍ୟୁ କରିଛନ୍ତି।...

କାଟ୍ରିନାଙ୍କ ଆଖିକୁ ନିଦ ନାହିଁ

ମୁମ୍ବାଇ: ଜୁନ୍‌ ୫ରେ ରିଲିଜ୍‌ ହେବାକୁ ଯାଉଛି କାଟ୍ରିନା କୈଫ୍‌ ଅଭିନୀତ ବଲିଉଡ୍‌ ଚଳଚ୍ଚିତ୍ର ‘ଭାରତ’। ଏଥିଲାଗି ତାଙ୍କ ଆଖିରେ ନିଦ ନ ଥିବା କାଟ୍ରିନା...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *