୬୦% ଟ୍ରେନ ଟିକେଟ ବାତିଲ

ନୂଆଦିଲ୍ଲୀ,୧୯-୩: କରୋନା ଯୋଗୁ ଚଳିତ ବର୍ଷ ମାର୍ଚ୍ଚ ମାସରେ ୬୦% ଟିକେଟ ବାତିଲ କରାଯାଇଥିବା ରେଲଓ୍ବେର ଜଣେ ବରିଷ୍ଠ ଅଧିକାରୀ ବୁଧବାର ସଂସଦୀୟ କମିଟିକୁ ସୂଚନା ଦେଇଛନ୍ତି। ଭାଇରସ ପ୍ରଭାବ ବଢୁଥିବାରୁ ଲୋକମାନେ ପୂର୍ବରୁ ବୁକିଂ କରିଥିବା ଟିକେଟ ପ୍ରବଳ ହାରରେ ବାତିଲ କରି ଦେଉଛନ୍ତି। ଏପଟେ ବିଭିନ୍ନ ରେଳ ଜୋନରେ ଯାତ୍ରୀ କମୁଥିବାରୁ ସେହି ଆଧାରରେ କିଛି ଟ୍ରେନକୁ ବାତିଲ କରିବା ନେଇ ନିଷ୍ପତ୍ତି ହେଉଛି ବୋଲି ରେଳପଥ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନ୍‌ ଯୋଗୁ ୨୧ ରାଜ୍ୟର ୯୭,୧୦୦ କୋଟି କ୍ଷତି: ଗୁଜରାଟର ସର୍ବାଧିକ

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଅଚଳାବସ୍ଥା ଦେଖାଦେଇଛି। ସଂକ୍ରମଣ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ହୋଇଛି। ଏହାଯୋଗୁ ଏପ୍ରିଲ୍‌ ମାସରେ...

୨୦୩୦ ସୁଦ୍ଧା ୧୦୦ ବିଲିୟନ ଡଲାରରେ ପହଞ୍ଚିବ ମିଡିଆ କ୍ଷେତ୍ର

ନୂଆଦିଲ୍ଲୀ,୨୯।୯: ୨୦୩୦ ସୁଦ୍ଧା ଭାରତୀୟ ମିଡିଆ ଓ ମନୋରଞ୍ଜନ ଉଦ୍ୟୋଗ କ୍ଷେତ୍ରରେ କାରବାର ୧୦୦ ବିଲିୟନ ଡଲାରରେ ପହଞ୍ଚ।ଇବା ଲକ୍ଷ୍ୟ ରଖାଯାଇଛି ବୋଲି କେନ୍ଦ୍ର ସୂଚନା...

ରେଟ୍‌ କଣ୍ଟ୍ରାକ୍ଟକୁ ଅଣଦେଖା: ସଙ୍କଟରେ ଏମ୍‌ଏସ୍‌ଏମ୍‌ଇ

ଭୁବନେଶ୍ୱର,୪।୧୧(ବ୍ୟୁରୋ) – ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ବିକାଶ ଲାଗି ବିଭିନ୍ନ ପଦକ୍ଷେପ ନିଆଯାଉଥିବା ରାଜ୍ୟ ସରକାର କହୁଛନ୍ତି। ସ୍ଥାନୀୟ ଶିଳ୍ପଗୁଡ଼ିକର ସ୍ବାର୍ଥ...

ଅଗଷ୍ଟ ୩୧ ମଧ୍ୟରେ ୪ ଦିନ ବ୍ୟାଙ୍କ ଛୁଟି

ନୂଆଦିଲ୍ଲୀ,୨୬।୮: ଅଗଷ୍ଟ ମାସରୁ ପାର୍ବଣର ପର୍ବ ଆରମ୍ଭ ହେଉଛି। ଫଳରେ ଅଗଷ୍ଟ ୩୧ ମଧ୍ୟରେ ସର୍ବଭାରତୀୟ ସ୍ତରରେ ୪ ଦିନ ବ୍ୟାଙ୍କ ଛୁଟି ରହିବ ବୋଲି...

୫୪ ଦିନରେ ବଢ଼ିଲାଣି ୩୦ ଥର

ନୂଆଦିଲ୍ଲୀ/ଭୁବନେଶ୍ୱର, ୨୭।୬: ଦିନକର ବିରତି ପରେ ପୁଣି ଥରେ ତୈଳ ଦରରେ ପରିବର୍ତ୍ତନ ହୋଇଛି। ଗତ ମେ’୪ ପରଠାରୁ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୭.୭୭...

ଅନ୍‌ଲାଇନ ହେଟ୍‌ ବନ୍ଦ କରିବାକୁ ରତନ ଟାଟାଙ୍କ ଆହ୍ବାନ

ମୁମ୍ବାଇ,୨୧।୬: ବର୍ତ୍ତମାନ ଅନଲାଇନରେ ଘୃଣା, ଟ୍ରୋଲ ଏବଂ ଅନ୍ୟକୁ ଭଡକାଇବା ଭଳି ବିଭିନ୍ନ ଘଟଣା ଦେଖିବାକୁ ମିଳୁଛି। ଏଭଳି ସ୍ଥିତିରେ ଅନଲାଇନ ହେଟ୍‌କୁ ବନ୍ଦ କରିବା...

ସାବୁନ ମୂଲ୍ୟ କମାଇଲେ କମ୍ପାନୀ

ନୂଆଦିଲ୍ଲୀ,୨୨-୩: ଦେଶର ପ୍ରମୁଖ ଏଫ୍‌ଏମ୍‌ସିଜି କମ୍ପାନୀ ହିନ୍ଦୁସ୍ଥାନ ୟୁନିଲିଭର ଲିମିଟେଡ, ଗୋଦରେଜ କଞ୍ଜ୍ୟୁମର, ପତଞ୍ଜଳି କରୋନା ବିରୋଧରେ ଲଢେଇକୁ ଜୋରଦାର କରିବା ସ୍ବରୂପ ସାବୁନ ଏବଂ...

ନୂଆ ରଙ୍ଗରେ ଆସିଲା ଟିଭିଏସ୍‌ ଏନ୍‌ଟର୍କ

ହୋସୁର,୧-୭: ଟିଭିଏସ୍‌ ମୋଟର କମ୍ପାନୀ ପକ୍ଷରୁ ଏହାର ଲୋକପ୍ରିୟ ସ୍କୁଟର ମଡେଲ ଏନ୍‌ଟର୍କ ୧୨୫ ନୂଆ ମେଟ୍‌ ସିଲଭର ରଙ୍ଗରେ ବଜାରକୁ ଆସିଛି। କମ୍ପାନୀ ଏହାକୁ...

Advertisement
Archives

Model This Week