Posted inଜାତୀୟ

୬୦ ପ୍ରତିଶତ ଭାରତୀୟ କମ୍ପାନୀ ଉପରେ ସାଇବର ଆକ୍ରମଣ ଆଶଙ୍କା: ଆଗାମୀ ୫ ବର୍ଷରେ ୩ ଶହ ୬୦ ଲକ୍ଷ କୋଟି ହେବ କ୍ଷତି

ନୂଆଦିଲ୍ଲୀ,୧୮।୪: ଭାରତରେ ଡିଜିଟାଲକରଣ ଧାରା ଜାରି ରହିଛି। ତେବେ ୬୦ ପ୍ରତିଶତ ଭାରତୀୟ କମ୍ପାନୀ ଉପରେ ସାଇବର ଆଶଙ୍କା ଭୟ ରହିଛି। ଏହାଦ୍ୱାରା ଆଗାମୀ ୫ ବର୍ଷ ଅର୍ଥାତ୍‌ ୨୦୨୪ ବେଳକୁ ସାଇବର ଆକ୍ରମଣ ଯୋଗୁ ୩ଶହ ୬୦ କୋଟି ଲକ୍ଷ ଟଙ୍କା କ୍ଷତି ହେବ। ଏନେଇ ଆୟରଲାଣ୍ଡ ଡବଲିନ୍‌ରେ କାର୍ଯ୍ୟକରୁଥିବା ଅନ୍ତର୍ଜାତୀୟ ସଂସ୍ଥା ଆସେନଚର ପକ୍ଷରୁ ହୋଇଥିବା ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି। ସର୍ଭେରେ ୭୭ ପ୍ରତିଶତ ଲୋକ ମତ ଦେଇଛନ୍ତି ଯେ, ଡିଜିଟାଲ ଇକୋନୋମିର ବିକାଶ ପାଇଁ ଇଣ୍ଟରନେଟ୍‌ ସିକ୍ୟୁରିଟି ଗୁରୁତ୍ୱପୂର୍ଣ୍ଣ। ଆସେନଚର ପକ୍ଷରୁ ଏନେଇ ୧୭ ଶହ ସୂଚନା ପ୍ରଯୁକ୍ତି କମ୍ପାନୀର ସିଇଓଙ୍କ ମତାମତ ସଂଗ୍ରହ କରାଯାଇଥିଲା। ଏଥିରେ ଭାରତର ଶହେ ଜଣ ସିଇଓ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ପ୍ରଣାଳୀରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଆକ୍ସନରେ ଭାରତ ସରକାର

ନୂଆଦିଲ୍ଲୀ,୧୪।୭: ହର୍ମୁଜ ପ୍ରଣାଳୀରେ ୟୁଏଇ ଟ୍ୟାଙ୍କର ଉପରେ ଆକ୍ରମଣ ପରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ହୋଇଛି, ଯାହା ଭାରତ ସରକାରଙ୍କୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…

ଟ୍ରେନରେ ଚତୁର୍ଥୀ ପରେ ଏବେ ରୁଦ୍ରାଭିଷେକ, ଭାଇରାଲ ହୋଇଛି ଭିଡିଓ

ନୂଆଦିଲ୍ଲୀ,୧୪ା୭: ନିକଟରେ, ଏକ ଟ୍ରେନରେ ଫୁଲ ସଜା ହୋଇ ଚତୁର୍ଥୀ ରାତି ପାଇଁ ଆୟୋଜନ ହୋଇଥିବା ଭିଡିଓ ଭାଇରାଲ ହୋଇଥିଲା । ବର୍ତ୍ତମାନ ଚଳନ୍ତା ଟ୍ରେନରେ ପୂଜା…

ଜାତିସଂଘ ସୁରକ୍ଷା ପରିଷଦରେ ସଦସ୍ୟତା ପାଇଁ ଅଣ୍ଟା ଭିଡ଼ିଲା ଭାରତ

ନୂଆଦିଲ୍ଲୀ,୧୪।୭:ଭାରତ ୨୦୨୮-୨୯ କାର୍ଯ୍ୟକାଳ ପାଇଁ ଜାତିସଂଘ ସୁରକ୍ଷା ପରିଷଦ (UNSC)ର ଅସ୍ଥାୟୀ ସଦସ୍ୟ ହେବା ପାଇଁ ନିର୍ବାଚନ ଅଭିଯାନ ଆରମ୍ଭ କରିଛି। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର…

ନା ଘର ନା ଗାଡ଼ି…, ଭାଜପା ପ୍ରାର୍ଥୀ ନୀରଜ ସିହ୍ନାଙ୍କ ସମ୍ପତ୍ତି ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ପାଟନା,୧୪।୭: ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ସୋମବାର (ଜୁଲାଇ ୧୩) ଭାଜପା ପ୍ରାର୍ଥୀ ନୀରଜ ସିହ୍ନା ତାଙ୍କର ନାମାଙ୍କନ ଦାଖଲ କରିଥିଲେ। ତାଙ୍କ ଶପଥପତ୍ରରୁ କିଛି ବିବରଣୀ…

ଖେଳ ପଡ଼ିଆରେ ଲିଭିଗଲା ଜୀବନ ଦୀପ, ୨୨ ବର୍ଷୀୟ କ୍ରିକେଟରଙ୍କ ମୃତ୍ୟୁ

ଶ୍ରୀନଗର,୧୪।୭: ଜମ୍ମୁ କଶ୍ମୀରର ଡୋଡା ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଭାଦେରୱା ଅଞ୍ଚଳର ୨୨ ବର୍ଷୀୟ କ୍ରିକେଟର ସୁହେଲ ଅହମ୍ମଦ ଜୁଲାଇ ୧୩…

ପ୍ରେମରେ ଅନ୍ଧ ହେଲେ ୯ ସନ୍ତାନର ମା’, କାଠ ଫାଳିଆରେ ଛେଚି ସ୍ବାମୀଙ୍କୁ ହତ୍ୟା

ନୂଆଦିଲ୍ଲୀ,୧୪।୭: ଗୁଜୁରାଟର ବନାସକାଣ୍ଠା ଜିଲାରୁ ଏକ ଚାଞ୍ଚଲ୍ୟକର ହତ୍ୟା ମାମଲା ସାମ୍ନାକୁ ଆସିଛି। ପ୍ରାରମ୍ଭରେ, ଘଟଣାଟି ପ୍ରାକୃତିକ କିମ୍ବା ସାଧାରଣ ମୃତ୍ୟୁ ମାମଲା ପରି ମନେ ହେଉଥିଲା…

୧୮ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ହସିଲେ ସ୍ବାସ୍ଥ୍ୟମନ୍ତ୍ରୀ? ସାମ୍ବାଦିକ ସମ୍ମିଳନୀରେ କହିଲେ, ‘ବିରତି ପରେ ଦେବେ ଉତ୍ତର’

ଜୟପୁର,୧୪।୭: ରାଜସ୍ଥାନର ସ୍ବାସ୍ଥ୍ୟମନ୍ତ୍ରୀ ଗଜେନ୍ଦ୍ର ସିଂହ ଖିନଭସାରଙ୍କ ଠାରୁ ପ୍ରାୟ ଅଠର ଗର୍ଭବତୀ ମହିଳାଙ୍କ ମୃତ୍ୟୁ ଏବଂ ରାଜ୍ୟର ପ୍ରାୟ ପଚାଶ ଜଣଙ୍କ ଗୁରୁତର ଅସୁସ୍ଥତା ସମ୍ପର୍କରେ…

ସ୍ମାର୍ଟଫୋନ ବଜାରରେ ଏଆଇ କ୍ରେଜ୍‌, ସାମ୍ନାକୁ ଆସିଲା ଚମକାଇବା ଭଳି ତଥ୍ୟ

ନୂଆଦିଲ୍ଲୀ,୧୪।୭: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ଏବେ କେବଳ ସ୍ମାର୍ଟଫୋନର ଏକ ଫିଚର୍‌ ହୋଇ ରହିନାହିଁ ବରଂ ଏହା ଭାରତୀୟ ଗ୍ରାହକଙ୍କ କିଣିବା ନିଷ୍ପତ୍ତିକୁ ମଧ୍ୟ ପ୍ରଭାବିତ କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri