୬୨ଲିଟର ଦେଶୀ ମଦ ଜବତ: ୫ ଗିରଫ

ମାଧପୁର,୨୪।୧(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଠାକୁରଗଡ଼ ଥାନା ଅଞ୍ଚଳର ବିଭିନ୍ନ ଗ୍ରାମରେ ଚଢ଼ାଉ କରାଯାଇଛି। ଚଢ଼ାଉ ସମୟରେ ୬୨ଲିଟର ଦେଶୀମଦ ଜବତ କରିବାସହ ଏଥିରେ ସମ୍ପୃକ୍ତ ୫ଜଣଙ୍କୁ ପୋଲିସ ଗିରଫ କରିଛି l ଗୋପପୁର ଗ୍ରାମର ସୁଲୋଚନା ପଧାନଙ୍କଠାରୁ ୨୦ଲିଟର, ଓକାଳି ପଧାନଙ୍କଠାରୁ ୫ଲିଟର, କଳଚିକଟା ଗ୍ରାମର ସନାତନ ପଧାନଙ୍କଠାରୁ ୧୫ଲିଟର, ପିତାବଳିବାହାଲ ଗ୍ରାମର କର୍ଣ୍ଣ ଦେହୁରୀଙ୍କଠାରୁ ୧୨ଲିଟର, କୁତୁଲସିଙ୍ଗା ଗ୍ରାମର ପ୍ରଦୀପ ଭୋଇଙ୍କଠାରୁ ୧୦ଲିଟର ଦେଶୀ ମହୁଲି ରନ୍ଧାମଦ ଜବତ ହୋଇଛି l ଏଥିରେ ସମ୍ପୃକ୍ତ ୫ଜଣଙ୍କୁ ଅବକାରୀ ବିଭାଗ ଗିରଫ କରି କୋର୍ଟଚାଲାଣ କରିଛି l ଅବକାରୀ ନିରୀକ୍ଷକ ସୁମତି ତ୍ରିପାଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଉପ ନିରୀକ୍ଷକ ପ୍ରଫୁଲ୍ଲ କୁମାର ପତି, ସହକାରୀ ଉପ ନିରୀକ୍ଷକ ଅରୁଣ କୁମାର ଚାଉଳିଆ ପ୍ରମୁଖ ଚଢ଼ାଉରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟଙ୍କ ଘର ଉପରରେ ଆକ୍ରମଣ: ୧୫ ଅଟକ , ଗାଁରେ ପୋଲିସ ଛାଉଣି

ମୋହନା,୩।୨(ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚାନ୍ଦିପୁଟ ଗ୍ରାମର ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବରାମ ସୁଆରଙ୍କ ଘର ଉପରେ ସୋମବାର ସନ୍ଧ୍ୟା…

ନାଚ ସାରି ଫେରୁଥିଲେ ମେଲୋଡି କଳାକାର, ରାସ୍ତାରେ ଅଟକାଇ ମାଡ଼ ମାରିଲେ…

ଆଠଗଡ଼,୩।୨: ନାଚ ସାରି ଫେରୁଥିଲେ ମେଲୋଡି କଳାକାର ରାସ୍ତାରେ ଅଟକାଇ ମାରିଲେ ଦୁବୃର୍ତ୍ତ। ଏଭଳି ଘଟଣା ଘଟିଛି କଟକ ଜିଲା ତିଗିରିଆ ଥାନା ପାଳପୁଟ ଗାଁରେ। ସୂଚନାଯୋଗ୍ୟ,…

ଝିଅମାନେ ସାବଧାନ: ସ୍ମାର୍ଟ ଚଷମାରେ ଆପଣଙ୍କର ସବୁ ରେକର୍ଡ କରିନେବେ, ଓଡ଼ିଶାରେ ପଡିଛନ୍ତି ଧରା

ନୂଆଦିଲ୍ଲୀ,୩।୨: ବଦଳୁଥିବା ସମୟ ସହିତ ଟେକ୍ନୋଲୋଜି ଯେତିକି ସୁବିଧା ଆଣୁଛି, ସେତିକି ବିପଦ ମଧ୍ୟ ବଢ଼ାଉଛି। ବର୍ତ୍ତମାନ ଆମେରିକା ଏବଂ ବ୍ରିଟେନ ଭଳି ଦେଶରେ ‘ସ୍ମାର୍ଟ ଚଷମା’…

ଭକ୍ତ ଦାସଙ୍କ ବଡ଼ ଦାବି: ପୌର, ଏନ୍‌ଏସି ନିର୍ୱାଚନ ବାଲଟ୍‌ରେ ହେଉ

ଭୁବନେଶ୍ୱର,୩।୨: ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ୨୮ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଏବଂ ୭ ପୌରପାଳିକା(ମ୍ୟୁନିସିପାଲିଟି) ନିର୍ୱାଚନ ଲାଗି ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି…

ଝିଅର ବାପା ହୋଇ ବିବାହ କରାଇଲେ ମୁଖ୍ୟମନ୍ତ୍ରୀ, ୨୦୧ ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…

ପୁରୁଷୋତ୍ତମପୁର,୩।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାର’ ଶୁଭାରମ୍ଭ କରିଛନ୍ତି…

‘ଲଡକି ବେହେନ’ ଯୋଜନାର ନାମ ପରିବର୍ତ୍ତନ ପାଇଁ ଏନ୍‌ସିପି ନେତା କଲେ ବଡ଼ ଦାବି

ମୁମ୍ୱାଇ,୩।୨: ମହାରାଷ୍ଟ୍ରରେ ଚାଲିଥିବା ‘ଲଡକି ବେହେନ’ ଯୋଜନାର ନାମ ପରିବର୍ତ୍ତନ ପାଇଁ ମଙ୍ଗଳବାର ଦାବି ଉଠିଛି। ଏନସିପି ନେତା ଅମୋଲ ମିଟକାରୀ କହିଛନ୍ତି, ଅଜିତ ଦାଦା ମହିଳାମାନଙ୍କ…

‘ପ୍ରଚେଷ୍ଟା ଜାରି ରହିଲେ ସଫଳତା ଆପେ ଆପେ ମିଳିବ’ , ମହାବିଦ୍ୟାଳୟର ବାର୍ଷିକୋତ୍ସବରେ ଯୋଗ ଦେଇ ଏମିତି କହିଲେ…

ଭଞ୍ଜନଗର,୩/୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର ୪୪ ତମ ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭଞ୍ଜନଗର ଡେପୁଟି କଲେକ୍ଟର ରଚିତା…

ତୃତୀୟ ଶ୍ରେଣୀ ଛାତ୍ରଙ୍କୁ ମାଡ଼ ଘଟଣା: ଆଶ୍ୱାସନା ଦେଲେ ଅଧିକାରୀ

ଦାରିଙ୍ଗବାଡି, ୩।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପାଦ୍ରୀପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଗଣିତ ଖାତା ଆଣି ନ ଥିବାରୁ ତୃତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri