୬୨୫ ଶଯ୍ୟା ସହ ଦୁଇ କୋଭିଡ-୧୯ ହସ୍ପିଟାଲ ପ୍ରସ୍ତୁତ

ଭୁବନେଶ୍ୱର,୨।୪(ବ୍ୟୁରୋ): ଭୁବନେଶ୍ୱର ଓ କଟକରେ ଦୁଇଟି କୋଭିଡ-୧୯ ହସ୍ପିଟାଲ ପ୍ରସ୍ତୁତ ହୋଇଛି। ଭୁବନେଶ୍ୱରରେ କିମ୍‌ସ ଏବଂ କଟକରେ ଅଶ୍ୱିନୀ ହସ୍ପିଟାଲ ପ୍ରସ୍ତୁତ ହୋଇଛି। କିମ୍‌ସରେ ୫୦୦ ଓ ଅଶ୍ୱିନୀରେ ୧୨୫ ଶଯ୍ୟା ପ୍ରସ୍ତୁତ ହୋଇଛି। ଆଗାମୀ ୩ ଦିନରେ ୫ ଶହ ଶଯ୍ୟା ସହ ସମ୍‌ ହସ୍ପିଟାଲ ପ୍ରସ୍ତୁତ ହୋଇଯିବ। ଏସବୁ ହସ୍ପିଟାଲରେ ସରକାରଙ୍କ ପକ୍ଷରୁ ମାଗଣା ଚିକିତ୍ସା ସହ ଖାଇବା ଏବଂ ରହିବାର ସୁବିଧା ଉପଲବ୍ଧ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିତରକନିକା ସୀମା ନିର୍ଦ୍ଧାରଣ ପ୍ରସଙ୍ଗରେ ବାଚସ୍ପତିଙ୍କ ରୁଲିଂ: ଜନପ୍ରତିନିଧିଙ୍କ ସହ ମନ୍ତ୍ରୀ ଆଲୋଚନା କରନ୍ତୁ

ଭୁବନେଶ୍ୱର(ବ୍ୟୁରୋ)/ରାଜନଗର,୩୦ା୧୧(ଡି.ଏନ.ଏ.):ଭିତରକନିକା ଜାତୀୟ ଉଦ୍ୟାନର ସୀମା ନିର୍ଦ୍ଧାରଣ ପୂର୍ବରୁ ସ୍ଥାନୀୟ ଲୋକ ପ୍ରତିନିଧିମାନଙ୍କୁ ଡାକି ଆଲୋଚନା କରିବାକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି...

ଶ୍ରୀଗୁଣ୍ଡିଚା ଯାତ୍ରା: ସକାଳ ୭ରୁ ପହଣ୍ଡି, ମଧ୍ୟାହ୍ନ ୧୨ରୁ ରଥଟଣା

ପୁରୀ ଅଫିସ,୨୨।୬: ରାତି ପାହିଲେ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା। ୩ ରଥରେ ବିଜେ କରି ମାଉସୀ ମା’ଙ୍କ ମନ୍ଦିର ଯାତ୍ରା କରିବେ ଦାରୁଦିଅଁ। ଏ ନେଇ...

ଚିନି କଳ ପୁନରୁଦ୍ଧାରରେ ସରକାର ବିଫଳ

ଭୁବନେଶ୍ବର,୨୫ା୭(ବ୍ୟୁରୋ): ରାଜ୍ୟରେ ମୋଟ ୫ଟି ସମବାୟ ଭିତ୍ତିକ ଶିଳ୍ପ ଥିବାବେଳେ ମାତ୍ର ଗୋଟିଏ ଚାଲିଛି। ବିଧାନସଭାରେ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାଏକ ରଖିଥିବା ଉତ୍ତରରୁ...

ରାଜ୍ୟରେ ଆଉ ୭ ଜୀବନ ନେଲା କରୋନା

ଭୁବନେଶ୍ୱର,୨୨ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବଢିଚାଲିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୭...

୨୦ରେ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ବିଧାନସଭା ବଜେଟ୍‌ ଅଧିବେଶନ ପାଇଁ ଆସନ୍ତା ୨୦ ତାରିଖରେ ସର୍ବଦଳୀୟ ବୈଠକ ବସିବ ।  ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ବାଚସ୍ପତି ବିକ୍ରମ କେଶରୀ...

ସର୍ବଦଳୀୟ ବୈଠକ : ୨୭୯ ବୁଥ୍‌ରେ ଭୋଟ ଦେବେ ୨ଲକ୍ଷରୁ ଅଧିକ ଭୋଟର

ଭୁବନେଶ୍ୱର,୧୦ା୫(ବ୍ୟୁରୋ): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଉପନିର୍ବାଚନ ପାଇଁ ସୋମବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀଙ୍କ ଦ୍ୱାରା ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳଗୁଡିକର କର୍ମକର୍ତ୍ତାଙ୍କୁ...

ଭିଜିଲାନ୍ସ ଜାଲରେ ଜେନେରାଲ ମ୍ୟାନେଜର

ସମ୍ବଲପୁର ଅଫିସ,୧୧।୩: ଭିଜିଲାନ୍ସ ଜାଲରେ ପଡିଛନ୍ତି ଟାଟା ପାୱାରର ଜେନେରାଲ ମ୍ୟାନେଜର ସନ୍ତୋଷ କୁମାର ଦରଜି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର, ବୁର୍ଲା...

୨୫୪ ବିଜୁ ସେତୁ ଅଧାପନ୍ତରିଆ

ଯାଜପୁର ଅଫିସ,୧।୨: ଗ୍ରାମାଞ୍ଚଳ ତଥା ଦୁର୍ଗମ ଅଞ୍ଚଳର ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ୨୦୧୧ ଅକ୍ଟୋବରରୁ ବିଜୁ ସେତୁ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଏଥିପାଇଁ...

Advertisement
Archives

Model This Week