୬୩ କଳାକାରଙ୍କୁ ମିଳିଲା ୪ ମାସର ଅଗ୍ରୀମ ଭତ୍ତା

ଦିଗପହଣ୍ଡି,୧୭ା୪(ଡି.ଏନ୍‌.ଏ.): କରୋନା ଲକ୍‌ଡାଉନ୍‌ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳରେ ବସବାସ କରୁଥିବା ୬୩ କଳାକାରଙ୍କୁ ୪ ମାସର ଅଗ୍ରୀମ କଳାକାର ଭତ୍ତା ପ୍ରଦାନ କରାଯାଇଛି ବୋଲି ବିଡିଓ ହଳଧର ଶବର ଜଣାଇଛନ୍ତି। କଳାକାରଙ୍କୁ ଭତ୍ତା ପ୍ରଦାନ ନିମନ୍ତେ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ପ୍ରଦତ୍ତ ଅନୁଦାନ ଅର୍ଥରାଶି ମଞ୍ଜୁର ହୋଇଛି। ଏହା ପରେ ଦାୟିତ୍ୱରେ ଥିବା ବ୍ଲକ ପ୍ରଗତି ସହାୟକ ତଥା ଭାରପ୍ରାପ୍ତ ଜିପିଓ ଉମେଶ ସେଠୀ ତାଲିକାଭୁକ୍ତ କଳାକାରମାନଙ୍କ ଘରକୁ ଯାଇ ମାର୍ଚ୍ଚରୁ ଜୁନ୍‌ ପର୍ଯ୍ୟନ୍ତ ୧୨୦୦ ଟଙ୍କା ହିସାବରେ ପ୍ରତ୍ୟେକ କଳାକାରଙ୍କୁ ୪୮୦୦ ଟଙ୍କା ଲେଖାଏ ପ୍ରଦାନ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଦଇତାପତିଙ୍କ କରୋନା ଟେଷ୍ଟ ଆରମ୍ଭ

ପୁରୀ ଅଫିସ, ୨୭।୫(ବ୍ୟୁରୋ): ଜୁନ୍‌ ୫ରେ ଦେବସ୍ନାନ ପୂର୍ଣ୍ଣିମା। ସ୍ନାନ ମଣ୍ଡପରେ ପ୍ରତ୍ୟକ୍ଷ ସ୍ନାନ କରିବେ ମହାପ୍ରଭୁ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପର୍ବ...

ରାଜ୍ୟରୁ ପୁଣି ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨।୧୦(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୨୦୯କୁ ବୃଦ୍ଧି ପାଇଛି। ୭ ମୃତକଙ୍କ...

ପ୍ରତି ସପ୍ତାହରେ ହେବ ନୃତ୍ୟ, ଗୀତ କାର୍ଯ୍ୟକ୍ରମ

ଯାଜପୁର ଅଫିସ,୧୩।୪:  ଯାଜପୁର ଜିଲା ସଂସ୍କୃତି ପରିଷଦ ବୈଠକ ମଙ୍ଗଳବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ତଥା ଜିଲା ସଂସ୍କୃତି ଭବନ...

ମାଓବାଦୀପ୍ରବଣ, ସୀମାନ୍ତ ଅଞ୍ଚଳ ପ୍ରତି ସ୍ବତନ୍ତ୍ର ନଜର

ଛତ୍ରପୁର,୧୮ା୪(ଡି.ଏନ.ଏ)- ଗଞ୍ଜାମ ଜିଲାରେ ଗୁରୁବାର  ଦ୍ୱିତୀୟ ପର୍ଯ୍ୟାୟରେ ଆସିକା ଲୋକ ସଭା ଆସନ ଓ ଏହା ଅଧୀନରେ ଥିବା ଆସିକା, କବିସୂର୍ଯ୍ୟନଗର, ସୋରଡା, ସାନଖେମୁଣ୍ଡି, ହିଞ୍ଜିଳି,...

ଦୁର୍ଘଟଣା: ଯୋଡ଼ା ପୌରପାଳିକାର ୫ କର୍ମଚାରୀ ଆହତ

ଯୋଡ଼ା,୨୫ା୧(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ କରଣସାହିଠାରେ ଗୁରୁବାର ରାତିରେ ଏକ ବୋଲେରୋ ଦୁର୍ଘଟଣାରେ ଯୋଡ଼ା ପୌରପାଳିକାର ୫ କର୍ମଚାରୀ ଆହତ...

ଜଜାଙ୍ଗ ଖଣି ଶ୍ରମିକଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଯୋଡ଼ା, ୮।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳ ଅଧୀନ ଜଜାଙ୍ଗ ଖଣି ଶ୍ରମିକମାନେ ଗୁରୁବାର କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଛନ୍ତି ା ବିଭିନ୍ନ ଦାବି ନେଇ ସେମାନେ...

ନୀଳମାଧବଙ୍କ ପୀଠରେ ଲବଣୀଖିଆ ଉତ୍ସବ

ଖଣ୍ଡପଡା,୨୭।୮(ସ୍ବ.ପ୍ର.)-ସୋମବାର କାଳୀୟଦଳନ ଏକାଦଶୀ ତିଥିରେ କଣ୍ଟିଲୋ ନୀଳମାଧବ ଜୀଉଙ୍କ ପୀଠରେ ବାଳୁତ କୃଷ୍ଣଙ୍କର ଲବଣୀଖିଆ ଓ କାଳୀୟ ଦଳନ ଉତ୍ସବ ପାରମ୍ପରିକ ରୀତିରେ ଅନୁଷ୍ଠିତ ହୋଇଯାଇଛି...

୧୩୦ ଏକର ଗଞ୍ଜେଇ ଗଛ ନଷ୍ଟ

ଫିରିଙ୍ଗିଆ,୧୬ା୧୧: ଫିରିଙ୍ଗିଆ ଥାନା ଅଞ୍ଚଳରେ ଶନିବାର ୧୩୦ ଏକର ଜମିରେ ହୋଇଥିବା ଗଞ୍ଜେଇ ଗଛ କାଟି ନଷ୍ଟ କରାଯାଇଛି। ଯାହାର ଆନୁମାନିକ ମୁଲ୍ୟ ୧୩୦ କୋଟି...

Advertisement
Archives

Model This Week