୬୩ ବର୍ଷରେ ରତ୍ନା ପାଠକ: ଜୁସ୍‌ ଦୋକାନରୁ ନସିରୁଦ୍ଦିନ୍‌ଙ୍କ ସହିତ ଆରମ୍ଭ ହୋଇଥିଲା ପ୍ରେମ ସମ୍ପର୍କ…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରତ୍ନା ପାଠକ ଶାହ ବୁଧବାର ୬୩ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୫୭ ମାର୍ଚ୍ଚ ୧୮ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ନିଜଠାରୁ ୧୩ ବର୍ଷ ବୟସ୍କ ବଡ଼ ଅଭିନେତା ନସିରୁଦ୍ଦିନ୍‌ ଶାହଙ୍କୁ ରତ୍ନା ୧୯୮୨ରେ ବିବାହ କରିଥିଲେ। ସେମାନଙ୍କର ପ୍ରେମ ସମ୍ପର୍କ ଜୁସ୍‌ ଦୋକାନରୁ ଆରମ୍ଭ ହୋଇଥିଲା। ମୁମ୍ବାଇରେ କ୍ୟାରିୟର ପାଇଁ ସଂଘର୍ଷ କରୁଥିବା ନସିରୁଦ୍ଦିନ୍‌ଙ୍କର ସ୍ଥାନୀୟ ଏକ ଆଖୁରସ ଦୋକାନରେ ରତ୍ନାଙ୍କ ସହିତ ପରିଚୟ ହୋଇଥିଲା।  ଦୀର୍ଘଦିନ ଲିଭ୍‌ଇନ୍‌ରେ ରହିବା ପରେ ଉଭୟ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଲିଉଡ୍‌ ଫିଲ୍ମରୁ ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ ଜିନତ୍‌

ବଲିଉଡ୍‌ କଳାକାର ଇରଫାନ୍‌ ଖାନ୍‌, ପ୍ରିୟଙ୍କା ଚୋପ୍ରା ଏବଂ ଦୀପିକା ପାଦୁକୋନ ହଲିଉଡ୍‌ ଫିଲ୍ମରେ କାମ କରିସାରିଛନ୍ତି। ପୂର୍ବରୁ ମଧ୍ୟ ବଲିଉଡ୍‌ର ହିଟ୍‌ ଯୋଡି ଜିନତ୍‌...

ଧନୀ କଳାକାର ତାଲିକାରେ ଅକ୍ଷୟ ଆଗରେ

ମୁମ୍ବାଇ: ଫୋର୍ବସ ଇଣ୍ଡିଆ ଦ୍ୱାରା୨୦୧୯ର ସେଲିବ୍ରିଟି ତାଲିକାରେ ଏଥର ସଲମାନଙ୍କୁ ପଛରେ ପକାଇଛନ୍ତି ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର। ଏଥରର ତାଲିକା ଅନ୍ୟ ବର୍ଷଠାରୁ...

ଚଙ୍କି ପାଣ୍ଡେ କରିପାରି ନ ଥିବା କାମ କରି ଦେଖାଇଲେ ଝିଅ ଅନନ୍ୟା

ଅଭିନୟ କ୍ୟାରିୟରରେ ବଲିଉଡ୍‌ ଅଭିନେତା ଚଙ୍କି ପାଣ୍ଡେ ଯେଉଁ କାମ କରିପାରି ନାହାନ୍ତି ତାହା ତାଙ୍କ ଝିଅ ଅନନ୍ୟା କରି ଦେଖାଇଛନ୍ତି। ଏ କଥା ନିଜେ...

ଫଟୋ ମାଧ୍ୟମରେ କାଜୋଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଅଜୟ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କାଜୋଲ ସୋମବାର ନିଜର ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ସ୍ତ୍ରୀଙ୍କର ଏହି ସ୍ବତନ୍ତ୍ର ଅବସରକୁ ଅଭୂଲା କରିବାକୁ ସ୍ବାମୀ ଅଜୟ ଦେବଗନ...

ପ୍ରେମରେ ପଡ଼ିଛନ୍ତି ତମନ୍ନା

ଓଡ଼ିଆ ଅଭିନେତ୍ରୀ ତମନ୍ନା ଏବେ ପ୍ରେମରେ ଉବୁଟୁବୁ। ପୁଣି ସେ ଏପରି ଯୁବକଙ୍କ ପ୍ରେମରେ ପଡିଛନ୍ତି ଯିଏ ଏକ ଅଦ୍ଭୁତ ଶକ୍ତିର ଅଧିକାରୀ। ସେହି ଶକ୍ତି...

ଗଙ୍ଗା ଆଳତିରେ ସାମିଲ ହେଲେ ସାରା

ବାରାଣସୀ: ବଲିଉଡ୍‌ ନାୟିକା ସାରା ଅଲି ଖାଁ ତାଙ୍କ ଅପ୍‌କମିଂ ଫିଲ୍ମର ଶୁଟିଂ ପାଇଁ ସୋମବାର ବାରାଣସୀ ବହଞ୍ଚିଛନ୍ତି। ସେଠାରେ ସେ ସୋମବାର ସନ୍ଧ୍ୟାର ଗଙ୍ଗା...

ମଦ କିଣୁଛନ୍ତି ରକୁଲ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଲକ୍‌ଡାଉନ୍‌ ବେଳେ ମଦ ଦୋକାନରୁ ମଦ କିଣୁଥିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ...

ସୁନୀଲଙ୍କ ୟାଦେଁ

୧୯୬୪ରେ ମୁକ୍ତିଲାଭ କରିଥିଲା ଏକ ଭିନ୍ନ ଧରଣର ହିନ୍ଦୀ ସିନେମା ‘ୟାଦେଁ’। ଏଥିରେ କେବଳ ଜଣେ ଅଭିନେତାଙ୍କୁ ହିଁ ଦେଖିବାକୁ ମିଳିଥିଲା। ସେ ହେଲେ ହିନ୍ଦୀ...

Coronavirus Update


Archives

Model This Week

Why Dharitri