୬୪୫ ସ୍କୁଲରେ ହେବ ଅସ୍ଥାୟୀ ହସ୍ପିଟାଲ

ନୂଆଦିଲ୍ଲୀ,୨୪।୩: କେନ୍ଦ୍ର ସରକାର କରୋନା ଭାଇରସର ସଂକ୍ରମଣକୁ ଦେଖି ବିଭିନ୍ନ ପ୍ରକାର ପଦକ୍ଷେପ ନେଇଛନ୍ତି। ଏବେ ପ୍ରାୟ ୬୪୫ ନବୋଦୟ ବିଦ୍ୟାଳୟ ହଷ୍ଟେଲକୁ ସରକାର ଅସ୍ଥାୟୀ ହସ୍ପିଟାଲରେ ପରିଣତ କରିବେ ବୋଲି କହିଛନ୍ତି। କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଓ୍ବାଲ ନିଶଙ୍କ ୬୪୫ ନବୋଦୟ ବିଦ୍ୟାଳୟ ହଷ୍ଟେଲକୁ ଅସ୍ଥାୟୀ ହସ୍ପିଟାଲ କରିବାକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସୋମବାର ସନ୍ଧ୍ୟାରେ ୧୮ ଜିଲାର ଜିଲାପାଳ ଓ ସ୍ବାସ୍ଥ୍ୟ ବିଭାଗ ଟିମ୍‌ର କେତେଜଣ ଡାକ୍ତର ଉକ୍ତ ହଷ୍ଟେଲକୁ ଯାଇ ସ୍ଥିତି ପରଖିଛନ୍ତି। ସୂଚନାଯୋଗ, ୬୪୫ ନବୋଦୟ ବିଦ୍ୟାଳୟ ହଷ୍ଟେଲରେ ପ୍ରାୟ ୨.୭ ଲକ୍ଷ ସିଟ୍‌ ଥିବା ବେଳେ ଏଠାରେ ସମସ୍ତ ସୁବିଧା ଉବଲବ୍ଧ ହେଉଥିବାରୁ ସରକାର ଏହାକୁ ଅସ୍ଥାୟୀ ହସ୍ପିଟାଲ କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସରେ କରେଣ୍ଟ ଲାଗି ୧୫ ମୃତ…

ଚାମୋଲି,୧୯।୭ : ଉତ୍ତରାଖଣ୍ଡର ଚାମୋଲି ଜିଲାରୁ ହୃଦୟ ବିଦାରକ ଖବର ମିଳିଛି। ଏଠାରେ ଯାତ୍ରୀବାହୀ ବସରେ ବିଦ୍ୟୁତ ସଂଯୋଗ ଯୋଗୁଁ ୧୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ସମୁଦ୍ରରେ ଖସିପଡ଼ିଲା ପବନହଂସ ହେଲିକପ୍ଟର

ମୁମ୍ବାଇ, ୨୯ା୬: ଓଏନ୍‌ଜିସିର ସାଗର କିରନ୍‌ ଅଏଲ୍‌-ରିଗ୍‌ ନିକଟରେ ମଙ୍ଗଳବାର ପୂର୍ବାହ୍ନରେ ଆରବ ସାଗରରେ ପବନ ହଂସ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୪ ଜଣଙ୍କ...

ଓଡ଼ିଶାରେ ଅଟକିଛନ୍ତି ୧୫,୬୦୦ ଶ୍ରମିକ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଲକ୍‌ଡାଉନ୍‌ ଫଳରେ ଓଡ଼ିଶାରେ ରାଜ୍ୟ ବାହାରର ୧୫ହଜାର ୬ଶହରୁ ଊର୍ଦ୍ଧ୍ୱ ଶ୍ରମିକ ଫସି ରହିଛନ୍ତି। ଏମାନେ ପଶ୍ଚିମବଙ୍ଗ, ରାଜସ୍ଥାନ, ହରିୟାଣା, ଉତ୍ତରପ୍ରଦେଶ, ବିହାର, ଆନ୍ଧ୍ରପ୍ରଦେଶ,...

ମୋଦି ସରକାରଙ୍କ ପାଇଁ ଦିଲ୍ଲୀରେ ବଢିଲା ପିଆଜ ଦାମ୍‌: ମନିଷ

ନୂଆଦିଲ୍ଲୀ,୨।୧୨: ଦେଶର ଅଧିକାଂଶ ଭାଗରେ ପିଆଜ୍‌ ଦାମ୍‌ ଏବେ କିଲୋ ପିଛା ଶହେ ଟଙ୍କା ଛୁଇଁଲାଣି। ଏହାକୁ ନେଇ ରାଜନୀତିବି ହେଲାଣି ସରଗରମ। ସାଧାରଣ ଖାଉଟି...

କରୋନା କଟକଣା ମଧ୍ୟରେ ପାଳନ ହେଲା ଖ୍ରୀଷ୍ଟମାସ, ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୫ ।୧୨: କରୋନା କଟକଣା ମଧ୍ୟରେ ସାରା ବିଶ୍ୱରେ ପାଳନ କରାଯାଇଛି ବଡଦିନ ବା ଖ୍ରୀଷ୍ଟମାସ । ସାରା ଦେଶରେ ପ୍ରଭୁ ଯିଶୁଙ୍କ ଏହି ଜନ୍ମଦିନକୁ...

ଓଡ଼ିଶାରୁ ଅକ୍ସିଜେନ ନେଇ ନିଖୋଜ ଥିବା ଟ୍ୟାଙ୍କର ମିଳିଲା

ଅମରାବତୀ, ୭।୫: ଓଡ଼ିଶାରୁ ଅକ୍ସିଜେନ୍‌ ନେଇ ନିଖୋଜ ହୋଇଯାଇଥିବା ଏକ ଟ୍ୟାଙ୍କରକୁ ଆନ୍ଧ୍ରପ୍ରଦେଶ ପୋଲିସ ଠାବ କରିଛି। ଫଳରେ ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ପାଖାପାଖି...

ଶହୀଦ ବୀର ଯବାନଙ୍କୁ ଦେଶ କେବେ ଭୁଲିବନି: ମୋଦି

ନୂଆଦିଲ୍ଲୀ,୧୪।୨: ୨୦୧୯, ଫେବୃୟାରୀ ୧୪ରେ ଜମ୍ମୁ-କଶ୍ମୀରର ପୁଲୱାମାରେ ଆତଙ୍କବାଦୀ ଆକ୍ରମଣ ୪୦ ଜଣ ଯବାନ ଶହୀଦ ହୋଇଥିଲେ। ଶୁକ୍ରବାର ଏହି ଆକ୍ରମଣକୁ ବର୍ଷେ ପୂରିଛି। ଏହି...

କମଲନାଥଙ୍କ ସରକାର ଭାଙ୍ଗିବା ପାଇଁ ପୁରସ୍କାର: ଭାଜପାରେ ସମ୍ମାନ, ମିଳିବ ମନ୍ତ୍ରୀପଦ !

ନୂଆଦିଲ୍ଲୀ, ୧୦।୩: ମଧ୍ୟପ୍ରଦେଶ ରାଜନୈତିକ ସମୀକରଣରେ ନୂଆ ମୋଡ଼ ଆସିଛି। ଜ୍ୟୋତିରାଦିତ୍ୟ ସିନ୍ଧିଆ କଂଗ୍ରେସ ଛାଡ଼ିଛନ୍ତି। ସେ ଏବେ ଭାଜପାରେ ଯୋଗଦେବେ ବୋଲି କୁହାଯାଉଛି। ତାଙ୍କୁ...

Advertisement
Archives

Model This Week