୬୮ ଖଣ୍ଡ ଚୌକାଠ ଚୋରାଚାଲାଣ: କାଠ ସହ ଟ୍ରାକ୍ଟର ଜବତ

ପାଟଣା,୨୭।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଗୁଜାପଥର ଗ୍ରାମ୍ୟ ଜଙ୍ଗଲରୁ ବୁଧବାର ରାତିରେ ୬୮ ଖଣ୍ଡ ଶାଳ ଚୌକାଠ କଟାଯାଇ ଚାଲାଣ ହେଉଥିଲା। ଖବର ପାଇ ଘଟଣାସ୍ଥଳରେ ପାଟଣା ବନ କର୍ମଚାରୀ ପହଞ୍ଚି କାଠ ଓ ଚାଲାଣରେ ବ୍ୟବହୃତ ଟ୍ରାକ୍ଟର ଜବତ କରିଛନ୍ତି। ଜବତ ଶାଳ ଚୌକାଠଗୁଡ଼ିକର ମୂଲ୍ୟ ୭୦ ହଜାର ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ରେଞ୍ଜର ପବିତ୍ରମୋହନ ନାଏକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ପୋଲିସ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ତିନି ତିନିଟି ମନ୍ଦିରରୁ ଲୁଟ୍‌, ରାତି ପାହିଲା ବେଳକୁ…

ଗଞ୍ଜାମ, ୨୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଗୋଟିଏ ରାତିରେ ତିନୋଟି ମନ୍ଦିରରୁ ସଙ୍ଘବଦ୍ଧ ଲୁଟ୍ ହୋଇଥିବା ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତିରେ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

ଗାଡ଼ି ଅଟକାଇ ମାଡ଼ ମାରିବା ମାମଲା: ୩ ଅଭିଯୁକ୍ତ ଜେଲ୍ ଗଲେ, ଜଣେ ଗିରଫ ଓ ୨ ଆତ୍ମସମର୍ପଣ

ବଞ୍ଚୋ,୨୨।୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅଧୀନ ଦେଓଗାଁ ଅଞ୍ଚଳରେ ଘଟିଥିବା ଗାଡ଼ି ଅଟକାଇ ମାଡ଼ ମାରିବା ମାମଲାରେ ପୁଲିସକୁ ବଡ଼ ସଫଳତା ମିଳିଛି। ଏହି…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ପ୍ରତିଭା ବିକାଶ ଉପରେ ଗୁରୁତ୍ୱ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ନବାଗତ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ…

ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?