Posted inଜାତୀୟ

୬୮ ବର୍ଷରେ ପାଦଦେଲେ ରାଜନାଥ: ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ-ଶାହ ଜଣାଇଲେ ଅଭିନନ୍ଦନ

ନୂଆଦିଲ୍ଲୀ,୧୦।୭: ଭାଜପା ବରିଷ୍ଠ ନେତା ତଥା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବୁଧବାର ୬୮ ବର୍ଷରେ ପାଦଦେଇଛନ୍ତି। ସେ ୧୯୫୧ ଜୁଲାଇ ୧୦ରେ ଉତ୍ତରପ୍ରଦେଶ ଚାନ୍ଦୌଲିଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ଜନ୍ମଦିନ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ପ୍ରମୁଖ ଅଭିନନ୍ଦନ ଜଣାଇଛନ୍ତି। ସେ ଜଣେ ନିଷ୍ଠାପର ବ୍ୟକ୍ତିତ୍ୱ ବୋଲି ପ୍ରଧାନମନ୍ତ୍ରୀ ତଥା ଶାହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଔଷଧ ଗୋଦାମ ପାର୍ଶ୍ଵରେ ପଡ଼ିଛି କୁଢ଼ କୁଢ଼ ଔଷଧ, ଏକ୍ସପାୟାରି…

ମୋହନା,୨୩।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଗୋଦାମ ଗୃହ ପାର୍ଶ୍ୱରେ ଥିବା ସରକାରୀ ପରିତ୍ୟକ୍ତ ଘର ଓ ବାହାରେ କୁଢ଼ କୁଢ଼ ଔଷଧ…

ସରକାର ହୋଇଥିଲେ ରାଜି, ହେଲେ ୟୁ-ଟର୍ନ ନେଲା CJP, ରୋକଠୋକ ଶୁଣାଇଦେଲା-ଆମେ…

ନୂଆଦିଲ୍ଲୀ,୨୩।୭: ସରକାର ବାରମ୍ବାର କହିଆସୁଛନ୍ତି , ସେମାନେ ପ୍ରତିବାଦକାରୀମାନଙ୍କ ସହିତ ଆଲୋଚନା କରିବା ପାଇଁ ପ୍ରସ୍ତୁତ ଅଛନ୍ତି। ଏହି ସମୟରେ,ସୂତ୍ରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍‌ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…

କିଛି ସେକେଣ୍ଡ କିମ୍ବା ମିନିଟ୍‌ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ…

ଜନ୍ତର-ମନ୍ତର ଆନ୍ଦୋଳନରେ ଫାଟ! ଦାବି ପ୍ରତ୍ୟାହାର କରିନେଲେ ସୋନମ ୱାଙ୍ଗଚୁକ, CJP ରଖିଲା ୨ ସର୍ତ୍ତ

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା CJP ଆନ୍ଦୋଳନରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିଟ (NEET) ପେପର ଲିକ୍‌ ମାମଲାରେ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri