Posted inଜାତୀୟ

୬୯ ବର୍ଷରେ ମୋଦି

ନୂଆଦିଲ୍ଲୀ,୧୭।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୬୯ ବର୍ଷରେ ପାଦ ଦେଇଛନ୍ତି। ଜନ୍ମଦିନରେ ମୋଦି ଗୁଜରାଟ ନର୍ମଦା ଜିଲାର ସର୍ଦ୍ଦାର ସରୋବର ଡ୍ୟାମ୍‌ ନିକଟରେ ଇକୋ ଟୁରିଜିମ୍‌ ପାର୍କରେ ପହଞ୍ଚିଛନ୍ତି। ମୋଦି ୧୯୫୦ ସେପ୍ଟେମ୍ବର ୧୭ରେ ଭାଡନଗରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ନାମ ନରେନ୍ଦ୍ର ଦାମୋଦରଦାସ ମୋଦି ଥିଲା। ୧୯୬୮ରେ ସେ ଯଶୋଦା ବେନ୍‌ଙ୍କୁ ବିବାହ କରିଥିଲେ। ୧୯୭୮ରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଡିଗ୍ରୀ ହାସଲ ପରେ ୧୯୮୩ ଗୁଜରାଟ ବିଶ୍ୱବିଦ୍ୟାଳୟରୁ ଡିଗ୍ରୀ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଉଡିଲା, ହାତ ପଡିଲା: ୩-୧ରେ ନକ୍‌ଆଉଟ କଂଗ୍ରେସ…

ନୂଆଦିଲ୍ଲୀ,୩।୧୨ : ମଧ୍ୟପ୍ରଦେଶ,ରାଜସ୍ଥାନ, ଛତିଶଗଡ଼ର ବିଧାନସଭା ନିର୍ବାଚନ ଫଳାଫଳରେ କଂଗ୍ରେସ ଭାଜପାଠାରୁ ୩-୧ରେ ନକ୍‌ଆଉଟ ହୋଇଛି। ଭୋଟ ଗଣତିରୁ ଜଣାପଡ଼ିଛି ଭାଜପା ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ...

ବିବାହ ପାଇଁ ମନା କରି ଶେଷରେ ଏମିତି ପ୍ରେମରେ ପଡ଼ିଥିଲେ ଶିବରାଜ ସିଂ, ଜାଣନ୍ତୁ ପୂରା ଘଟଣା…

ଭୋପାଳ,୩ା୧୨: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଜଣେ ଦକ୍ଷ ବକ୍ତା ତଥା ଚତୁର ରାଜନେତା ଭାବରେ ଜଣାଶୁଣା। ଏକ ସମୟ ଥିଲା ଯେତେବେଳେ ସେ...

ତେଲଙ୍ଗାନାର ୯ ଟି ଆସନରେ ନିର୍ବାଚନ ଲଢ଼ୁଛି ଓୱାଇସିଙ୍କ ଦଳ, ଜାଣନ୍ତୁ କେଉଁଠି ମିଳିଲା ବିଜୟ ?

ହାଇଦ୍ରାବାଦ,୩।୧୨: ତେଲଙ୍ଗାନା ବିଧାନସଭା ନିର୍ବାଚନରେ ବଡ଼ ଓଲଟପାଲଟ ଦେଖିବାକୁ ମିଳିଛି। ରାଜ୍ୟ ଗଠନ ହେବା ପରଠାରୁ ତେଲଙ୍ଗାନା ଉପରେ ଶାସନ କରୁଥିବା କେସିଆରଙ୍କ ବିଆରଏସକୁ କଂଗ୍ରେସଠାରୁ...

ମଧ୍ୟପ୍ରଦେଶ,ରାଜସ୍ଥାନ, ଛତିଶଗଡ଼ରେ ମୋଦି ମ୍ୟାଜିକ୍‌…

ନୂଆଦିଲ୍ଲୀ,୩।୧୨ : ମଧ୍ୟପ୍ରଦେଶ,ରାଜସ୍ଥାନ, ଛତିଶଗଡ଼ର ବିଧାନସଭା ନିର୍ବାଚନ ଫଳାଫଳରେ ମୋଦି ମ୍ୟାଜିକ୍‌ କାମ ଦେଇଛି। ଭୋଟ ଗଣତିରୁ ଜଣାପଡ଼ିଛି ଭାଜପା ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡ଼ରେ...

କେସିଆରଙ୍କ କାରକୁ ରୋକିଲା କଂଗ୍ରେସର ହାତ…

ହାଇଦ୍ରାବାଦ,୩।୧୨ : ତେଲଙ୍ଗାନାର ବିଧାନସଭା ନିର୍ବାଚନ ଫଳାଫଳର ପ୍ରାଥମିକ ଗଣତିରୁ ଜଣାପଡ଼ିଛି କଂଗ୍ରେସ ରାଜ୍ୟରେ ପ୍ରଥମ ଥର ପାଇଁ କ୍ଷମତା ଦଖଲ କରିବାରକୁ ଯାଉଛି। ରାଜ୍ୟରେ...

୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ କି ଶିବରାଜ ? ପ୍ରଶ୍ନକୁ ଏଡାଇ ଗଲେ…

ଭୋପାଳ,୩।୧୨ : ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ଆଗୁଆ ରହିଛି। ମୋଟ ୨୩୦ ଆସନରୁ ସରକାର ଗଠନ ପାଇଁ ମ୍ୟାଜିକ ନମ୍ବର ୧୧୬ ରହିଛି। ରାଜ୍ୟରେ...

ତେଲଙ୍ଗାନା ବିଧାନସଭା ନିର୍ବାଚନ ଫଳାଫଳ ୨୦୨୩: ବିଧାୟକଙ୍କୁ ସୁରକ୍ଷା ଦେବାକୁ ହାଇଦ୍ରାବାଦରେ ପହଞ୍ଚିଲେ ଡି.କେ ଶିବକୁମାର

ନୂଆଦିଲ୍ଲୀ,୩।୧୨: ତେଲଙ୍ଗାନାରେ ମ୍ୟାଜିକ ନମ୍ବର ଅତିକ୍ରମ କରିବା ପରେ କଂଗ୍ରେସ ନେତା ତଥା କର୍ଣ୍ଣାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର ୧୦ଜଣ ମନ୍ତ୍ରୀଙ୍କ ସହ ତେଲେଙ୍ଗାନାର ହାଇଦ୍ରାବାଦରେ...

ଭାଜପା ସରକାର ଗଠନ ମୁହାଁ: ମୋଦିଙ୍କୁ ନେଇ ମୁହଁ ଖୋଲିଲେ ଶିବରାଜ…

ଭୋପାଳ,୩।୧୨ : ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳରେ ପ୍ରାରମ୍ଭିକ ଧାରାରେ ଭାଜପା ବହୁ ଆସନରେ ଆଗୁଆ ରହିଛି। ଏଥି ସହିତ କଂଗ୍ରେସର ଆସନ ସଂଖ୍ୟା ହ୍ରାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri